Odisha Elections 2024
Posted inଜାତୀୟ

ହରିୟାଣା ସରକାରଙ୍କ ନୂଆ ନିୟମ, ଏବେ ମହିଳାଙ୍କ ଛାତି ମାପିବେ ସରକାର: କଂଗ୍ରେସ

ଚଣ୍ଡିଗଡ଼,୮।୭: ରାଜ୍ୟ ସଭା ଏମପି ତଥା କଂଗ୍ରେସର ବରିଷ୍ଠ ନେତା ରଣଦୀପ ସୁରଜଓ୍ବୋଲା ପୁଣିଥରେ ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟରଙ୍କୁ ଟାର୍ଗେଟ କରିଛନ୍ତି। ଫରେଷ୍ଟ ରେଞ୍ଜର ଓ ଡେପୁଟି ଫରେଷ୍ଟ ରେଞ୍ଜର ପୋଷ୍ଟ ପାଇଁ ମହିଳା/ଯୁବତୀଙ୍କ ଛାତି ମାପିବାକୁ ନେଇ ସୁରଜଓ୍ବୋଲା ମୁଖ୍ୟମନ୍ତ୍ରୀ ଖଟ୍ଟରଙ୍କୁ ଘେରିଛନ୍ତି।ସୁରଜେୱାଲା ଟୁଇଟ କରି ଖଟ୍ଟର ସରକାରଙ୍କ ନୂଆ ‘ତୋଗଲକି’ ଆଦେଶ ଉପରେ ଲେଖିଛନ୍ତି, ବର୍ତ୍ତମାନ ହରିୟାଣାର ଝିଅମାନଙ୍କୁ ଫରେଷ୍ଟ ରେଞ୍ଜର ଏବଂ ଡେପୁଟି ଫରେଷ୍ଟ ରେଞ୍ଜର ନିଯୁକ୍ତି ପାଇଁ ଛାତି ମାପ କରାଯିବ।
ସେ ତାଙ୍କ ଟୁଇଟରେ ଆହୁରି ମଧ୍ୟ ଲେଖିଛନ୍ତି ଯେ ଜୁଲାଇ ୭, ୨୦୨୩ରେ ଉଚିତ ବିଜ୍ଞପ୍ତି ଜାରି କରାଯାଇଛି ଯେ ଏହି ପଦବୀ ପାଇଁ ପ୍ରାର୍ଥୀ ଯୁବତୀ/ମହିଳାଙ୍କ ଅନଏକ୍ସପାଣ୍ଡେଡ ଚେଷ୍ଟ ୭୪ ସେମି ଏବଂ ଏକ୍ସପାଣ୍ଡେଡ ଚେଷ୍ଟ ୭୯ ସେମି ହେବା ଉଚିତ। ଖଟ୍ଟର-ଦୁଶ୍ୟନ୍ତ ଚୌଟାଲା ଜାଣନ୍ତି ନାହିଁ ଯେ ହରିୟାଣାରେ ମହିଳା ପୋଲିସ କନଷ୍ଟେବଳ ଏବଂ ମହିଳା ଏସଆଇ ପୋଲିସ ନିଯୁକ୍ତିରେ ମଧ୍ୟ ଯୁବତୀଙ୍କ ଛାତି ମାପ କରାଯାଏ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପ୍ରତିଦ୍ୱନ୍ଦିତା ମଧ୍ୟରେ ଫୁଟିଲା ଗୁଳି, ଜଣେ ମୃତ ୨ ଆହତ, ଭାଜପା ନେତା ଗିରଫ

ପାଟନା,୨୧।୫: ନିର୍ବାଚନ ପ୍ରତିଦ୍ୱନ୍ଦ୍ୱିତା କାରଣରୁ ମଙ୍ଗଳବାର (ମେ’୨୧) ସକାଳେ ବିହାରର ଛପ୍ରାଠାରେ ଦୁଇ ଗୋଷ୍ଠୀ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏହି ଘଟଣାରେ ଜଣଙ୍କର ମତ୍ୟୁ...

କେଜ୍‌ରିଓ୍ବାଲଙ୍କ ଟେନ୍‌ସନ ବଢାଇଲା ଇଡି, ଆତ୍ମସମର୍ପଣର ତାରିଖ ପୂର୍ବରୁ…

ନୂଆଦିଲ୍ଲୀ,୨୧।୫: ଦିଲ୍ଲୀ ମଦ ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ସମସ୍ୟା ବଢାଇଦେଇଛି। ଜୁନ ୨ରେ ଆତ୍ମସମର୍ପଣ ସମୟରେ ଇଡି ଏଏପି ସଂଯୋଜକ...

ଭାବପ୍ରବଣ ହେଲେ ରାହୁଲ ଗାନ୍ଧୀ: ବାପାଙ୍କ ପାଇଁ ଲେଖିଲେ ଏମିତି କଥା

ନୂଆଦିଲ୍ଲୀ,୨୧।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀ ତାଙ୍କ ପିତା ତଥା ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ପୁଣ୍ୟତିଥିରେ ଏକ ଭାବପ୍ରବଣ ବାର୍ତ୍ତା ଲେଖିଛନ୍ତି। ମଙ୍ଗଳବାର...

ଇରାନ ରାଷ୍ଟ୍ରପତିଙ୍କ ସମ୍ମାନାର୍ଥେ ଆଜି ଭାରତରେ ଶୋକ: ଅର୍ଦ୍ଧନମିତ ରହିବ ଜାତୀୟ ପତାକା

ନୂଆଦିଲ୍ଲୀ,୨୧।୫: ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କର ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସୋମବାର ଦୁର୍ଘଟଣାସ୍ଥଳରୁ ରଇସିଙ୍କ ମୃତଦେହ ମିଳିଥିବା ସରକାରୀ ଗଣମାଧ୍ୟମରେ ସ୍ପଷ୍ଟ କରାଯାଇଛି। ରବିବାର...

ମମତାଙ୍କୁ ଲିଗାଲ ନୋଟିସ୍‌

କୋଲକାତା,୨୧ା୫:ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଭାରତ ସେବାଶ୍ରମ ସଂଘ (ବିଏସ୍‌ଏସ୍‌)ର ସମ୍ପାଦକ ସ୍ବାମୀ ପ୍ରଦୀପ୍ତାନନ୍ଦ ସୋମବାର ଲିଗାଲ ନୋଟିସ୍‌ ପଠାଇ ୪୮ ଘଣ୍ଟା ମଧ୍ୟରେ ନିଃସର୍ତ୍ତ...

ନୂଆ ଆପରାଧିକ ଆଇନ ବିରୋଧରେ ପିଟିଶନ ଖାରଜ

ନୂଆଦିଲ୍ଲୀ,୨୧ା୫ (ପି.ଟି.):କେନ୍ଦ୍ର ସରକାର ଆଣିଥିବା ୩ ନୂଆ ଆପରାଧିକ ଆଇନକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନକୁ ବିଚାର କରିବା ପାଇଁ ସୁପ୍ରିମକୋର୍ଟ ସୋମବାର ମନା କରିଦେବା...

ଅଧ ରାତିରେ କ୍ଷମା ମାଗିଲେ ସମ୍ବିତ ପାତ୍ର: କହିଲେ, ମୋ ଭୁଲ୍‌ ପାଇଁ ଆଗାମୀ ୩ ଦିନ ଉପବାସ କରିବି

ନୂଆଦିଲ୍ଲୀ/ଭୁବନେଶ୍ୱର,୨୧।୫:ଓଡିଶାର ପୁରୀ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ସମ୍ମିତ ପାତ୍ର ପ୍ରଭୁ ଜଗନ୍ନାଥଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭକ୍ତ ବୋଲି କହି କ୍ଷମା ମାଗିଛନ୍ତି।...

୫ମ ପର୍ଯ୍ୟାୟରେ ୬୦% ମତଦାନ

ନୂଆଦିଲ୍ଲୀ,୨୧।୫: ଲୋକ ସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟରେ ୬୦.୪୮ ପ୍ରତିଶତ ମତଦାନ ହୋଇଥିବା ନିର୍ବାଚନ କମିଶନଙ୍କ ତଥ୍ୟରୁ ଜଣାପଡ଼ିଛି। ସୋମବାର ୬ ରାଜ୍ୟ ଓ ୨ କେନ୍ଦ୍ରଶାସିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri