Posted inଜାତୀୟ

ଏଚ୍‌ଆଇଭି ପଜିଟିଭ ସତ୍ତ୍ୱେ ବିବାହ କଲେ ଯୁବକ: ସ୍ତ୍ରୀ ଆକ୍ରାନ୍ତ ହେବାରୁ ନେଲେ ଏଭଳି ପଦକ୍ଷେପ

ଚଣ୍ଡିଗଡ଼, ୧।୯: ହରିୟାଣାର ଜିନ୍ଦର ଜଣେ ଯୁବକ ଏଚ୍‌ଆଇଭି ସଂକ୍ରମିତ ହୋଇଥିଲେ। ଏହାକୁ ଲୁଚାଇ ସେ ବିବାହ କଲେ। ପରେ ତାଙ୍କ ସ୍ତ୍ରୀ ମଧ୍ୟ ଏଥିରେ ସଂକ୍ରମିତ ହେଲେ। ଏହା ଜଣାପଡ଼ିବା ପରେ ପୀଡିତା ସ୍ତ୍ରୀ ମହିଳା ପୋଲିସ ଷ୍ଟେଶନରେ ସ୍ବାମୀଙ୍କ ସହ ଶାଶୁ ଘରର ୪ ଜଣଙ୍କ ନାମରେ ଯତୁକ ଜନିତ ନିର୍ଯାତନା ସମେତ ଠକେଇ ଅଭିଯୋଗ ଆଣିଛନ୍ତି।
ମହିଳାଙ୍କ ଅଭିଯୋଗ ଅନୁଯାୟୀ, ଗତ ବର୍ଷ କେଥଲ ନିବାସୀ ଯୁବକଙ୍କ ସହ ତାଙ୍କର ବିବାହ ହୋଇଥିଲା। ଏହାପରଠାରୁ ଶାଶୂଘର ଲୋକେ ତାଙ୍କୁ ଯୌତୁକ ଜନିତ ନିର୍ଯାତନା ଦେଇ ଆସୁଥିଲେ। ଏହାମଧ୍ୟରେ ତାଙ୍କର ସ୍ବାସ୍ଥ୍ୟବସ୍ଥା ଖରାପ ହେବାକୁ ଲାଗିଲା। ପରୀକ୍ଷା ପରେ ପରେ ସେ ଏଚ୍‌ଆଇଭି ସଂକ୍ରମିତ ଥିବା ଜଣାପଡ଼ିଲା। ତେବେ ବିବାହ ପୂର୍ବରୁ ତାଙ୍କ ସ୍ବାମୀ ଏଚ୍‌ଆଇଭି ସଂକ୍ରମିତ ଥିଲେ। ସମାଜର ଭୟ ଦେଖାଇ ଶାଶୂଘର ଲୋକେ ତାଙ୍କୁ ଚୂପ୍‌ ରହିବାକୁ କହିଥିଲେ। ଏଥିପାଇଁ ଧମକ ମଧ୍ୟ ଦେଉଥିଲେ ବୋଲି ସେ ଅଭିଯୋଗରେ ଦର୍ଶାଇଛନ୍ତି।
ମହିଳାଙ୍କ ଅଭିଯୋଗ ପରେ ପୋଲିସ ସ୍ବାମୀଙ୍କ ସମେତ ପରିବାରର ୪ ଜଣଙ୍କ ନାମରେ ଥାନାରେରେ ମାମଲା ରୁଜୁ କରିଛି। ଏ ନେଇ ତଦନ୍ତ ଜାରି ରହିଥିବା ଥାନା ଅଧିକାରୀ ଶିଲା ଦେବୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri