Posted inଜାତୀୟ

କୃଷକଙ୍କ ଆନ୍ଦୋଳନକୁ ସମର୍ଥନ କରି ପଦ ଛାଡ଼ିଲେ ଏମ୍‌ଏଲ୍‌ଏ

ଚଣ୍ଡିଗଡ଼, ୧।୧୨ : ନୂଆ କୃଷି ଆଇନକୁ ବିରୋଧ କରି
ରାଜଧାନୀ ଦିଲ୍ଲୀ ସୀମାରେ ଆନ୍ଦୋଳନ କରୁଛନ୍ତି ବହୁ ସଂଖ୍ୟାରେ କୃଷକ। ଏହି ଆନ୍ଦୋଳନକୁ ସମର୍ଥନ କରିବା ପାଇଁ ହରିୟାଣା ଏମ୍‌ଏଲଏ ସୋମବୀର ସାଙ୍ଗଓ୍ବାନ ରାଜ୍ୟର ପଶୁଧନ ବିକାଶ ବୋର୍ଡର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି। ସାଙ୍ଗଓ୍ବାନ ଜଣେ ସ୍ବାଧୀନ ଏମ୍‌ଏଲ୍‌ଏ। ବିଜେପି-ଜେଜେପି ମିଳିତ ସରକାର ପ୍ରତି ତାଙ୍କ ସମର୍ଥନ ରହିଛି।

ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟାରଙ୍କୁ ନିଜ ଇସ୍ତଫା ପତ୍ରରେ ଲେଖିଛନ୍ତି, ମୁଁ କୃଷକଙ୍କୁ ସମର୍ଥନ କରି ନିଜ ପଦରୁ ଇସ୍ତଫା ଦେଉଛି। ସମଗ୍ର ଦେଶର କୃଷକଙ୍କ ଭଳି ମୋ ନିର୍ବାଚନ ମଣ୍ଡଳୀ ଦାଦରୀର ଅନ୍ନଦାତାମାନେ ମଧ୍ୟ ନୂଆ କୃଷି ଆଇନକୁ ବିରୋଧ କରୁଛନ୍ତି। ଏଭଳି ପରିସ୍ଥିତିରେ ମୋର ପୂରା ସମର୍ଥନ ସେମାନଙ୍କ ସହ ରହିଛି। ଏହା ମୋର ନୈତିକ ଦାୟିତ୍ୱ। ମୋ ଅନ୍ତରର କଥା ଶୁଣିବା ପରେ ମୁଁ ଏହି ନିଷ୍ପତ୍ତି ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri