Posted inଜାତୀୟ

ଭିଏଚ୍‌ପିର ଘୋଷଣା: ପ୍ରତି ଜିଲାରେ ବାହାରିବ ଜଳାଭିଷେକ ଯାତ୍ରା

ଚଣ୍ଡିଗଡ,୨୭।୮: ହରିୟାଣା ସରକାର ଅଗଷ୍ଟ ୨୮ରେ ପୁନର୍ବାର ଜଳାଭିଷେକ ଯାତ୍ରା କରିବାକୁ ଅନୁମତି ଦେଇନାହାଁନ୍ତି। ତେବେ କେତେକ ସଂଗଠନ ଏହି ଯାତ୍ରାକୁ ନେଇ ଜିଦ ଧରିଛନ୍ତି। ଅନ୍ୟପକ୍ଷରେ, ବଜରଙ୍ଗ ଦଳ ଏବଂ ବିଶ୍ୱ ହିନ୍ଦୁ ପରିଷଦ ବ୍ରିଜମଣ୍ଡଳ ଜଳାଭିଷେକ ଯାତ୍ରା ସମ୍ବନ୍ଧରେ ରଣନୀତି ବଦଳାଇଛନ୍ତି। ବର୍ତ୍ତମାନ ରାଜ୍ୟର ପ୍ରତ୍ୟେକ ଜିଲାରେ ଜଳାଭିଷେକ ଯାତ୍ରା ବାହର କରାଯିବ ବୋଲି ଭିଏଚ୍‌ପି ପକ୍ଷରୁ ଘୋଷଣା କରାଯାଇଛି।
ମୁଖ୍ୟମନ୍ତ୍ରୀ ମନୋହର ଲାଲ କହିଛନ୍ତି ଯେ, ଅଗଷ୍ଟ ଆରମ୍ଭରେ ନୁହରେ ଘଟିଥିବା ଘଟଣାକୁ ଦୃଷ୍ଟିରେ ରଖି ଏହି ଅଞ୍ଚଳରେ ଆଇନ ଶୃଙ୍ଖଳା ରକ୍ଷା କରିବା ସରକାରଙ୍କ କର୍ତ୍ତବ୍ୟ। ଆମର ପୋଲିସ ଏବଂ ପ୍ରଶାସନ ନିଷ୍ପତ୍ତି ନେଇଛନ୍ତି ଯେ ଯାତ୍ରା (ବ୍ରିଜ ମଣ୍ଡଳ ଶୋଭା ଯାତ୍ରା) ନେବା ପରିବର୍ତ୍ତେ ଲୋକମାନେ ନିକଟସ୍ଥ ମନ୍ଦିରକୁ ଯାଇ ପ୍ରାର୍ଥନା କରିପାରିବେ। ୨୮ ଅଗଷ୍ଟ ପର୍ଯ୍ୟନ୍ତ ନୁହରେ ଇଣ୍ଟରନେଟ ସେବା ବନ୍ଦ କରାଯାଇଛି। ଏଥି ସହିତ ଜିଲାରେ ଧାରା ୧୪୪ ମଧ୍ୟ କାର୍ଯ୍ୟକାରୀ କରାଯାଇଛି।
ଖଟ୍ଟରଙ୍କ ଏହି ବିବୃତ୍ତି ଉପରେ ଭିଏଚପିର ଜାତୀୟ ମୁଖପାତ୍ର ବିନୋଦ ବଂଶଲ କହିଛନ୍ତି ଯେ, ଶାନ୍ତି ଏବଂ ସୌହାର୍ଦ୍ଦ୍ୟ ସହିତ ସମଗ୍ର ହିନ୍ଦୁ ସମାଜ ଜଳାଭିଷେକ ଯାତ୍ରା ମେୱତର ଚାରିରୁ ପାଞ୍ଚଟି ମନ୍ଦିରରେ ଅନୁଷ୍ଠିତ ହେବ। ଆମେ ଅନୁମତି ପାଇଁ ଆବେଦନ କରିନାହୁଁ କିମ୍ବା କରିବା ଉଚିତ୍‌ ନୁହେଁ। ଏହି ଦେଶ ଧାର୍ମିକ ତୀର୍ଥଯାତ୍ରାର ଦେଶ। ଯେତେବେଳେ ଆମେ ଅନୁମତି ମାଗି ନାହୁଁ, ସେତେବେଳେ ଖଟ୍ଟର ସାହେବଙ୍କୁ ଅନୁମତି ନ ଦେବାର କୌଣସି ଅର୍ଥ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri