Posted inଜାତୀୟ

ହରିୟାଣା ପଞ୍ଚାୟତ ନିର୍ବାଚନ ୨୦୨୨: ୯ ଜିଲାରେ ମତଦାନ ଆରମ୍ଭ, ସକାଳ ୭ଟାରୁ ଲାଇନରେ ଠିଆ ହୋଇଛନ୍ତି ଭୋଟର

ଚଣ୍ଡିଗଡ଼,୩୦ ।୧୦: ହରିୟାଣା ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ରବିବାର ୯ ଜିଲାରେ ଭୋଟ ଗ୍ରହଣ ଆରମ୍ଭ ହୋଇଛି । ଏସବୁ ଜିଲା ଭିତରେ ରହିଛନ୍ତି, ଭବନୀ, ଝଜ୍ଜର, କୈଥଲ, ମହେ୍‌ଦ୍ରଗଡ, ନୁଂହ, ପଞ୍ଚକୁଲା. ପାନିପତ ଓ ଯମୁନା ନଗରରେ ପଞ୍ଚାୟତ ସମିତି ଓ ଜିଲା ପରିଷଦ ସଦସ୍ୟ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି । ଏହି ସବୁ ଜିଲାରେ ୬୧ ବ୍ଲକରେ ୧୨୭୮ ପଞ୍ଚାୟତ ସମିତି ଓ ୧୭୫ ଜିଲା ପରିଷଦ ସଦସ୍ୟ ମଇଦାନରେ ଅଛନ୍ତି । ପାନିପତରେ ପ୍ରଥମ ଘଣ୍ଟାରେ ୨.୬ ପ୍ରତିଶତ ଭୋଟ ଗ୍ରହଣ କରାଯାଇଥିବା ବେଳେ ଝଜ୍ଜର ଜିଲାରେ ଏବେ ପର୍ଯ୍ୟନ୍ତ ୩ ପ୍ରତିଶତ ମତଦାନ ହୋଇଛି । ଭୋଟ ଦେବାକୁ ସଳାଳ ୭ଟାରୁ ଲୋକେ ଲାଇନରେ ଠିଆ ହୋଇଛନ୍ତି ।
୯ ଜିଲାର ୪୯ଲକ୍ଷ ୬୭ ହଜାର ୯୨ ଜଣ ମତଦାତା ଥିବା ବେଳେ ୬୦୧୯ ପୋଲିଂ ବୁଥରେ ୧୨୭୮ ପଞ୍ଚାୟତ ସଦସ୍ୟ ଓ ୧୭୫ ଜିଲା ପରିଷଦ ସଦସ୍ୟଙ୍କ ପାଇଁ ମତଦାନ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ନିନ୍ଦିତ ନ ହେଉ

ଅତୀତରେ କଳିଙ୍ଗ ନିଜର ସାହସ ଓ ସମୃଦ୍ଧି ପାଇଁ ସମଗ୍ର ବିଶ୍ୱରେ ପରିଚିତ ଥିଲା। ସେଥିପାଇଁ ମୌର୍ଯ୍ୟ ସମ୍ରାଟ୍‌ ସମେତ ଅନେକ ରାଜ୍ୟ କଳିଙ୍ଗ ଜୟ କରିବାର…

୨୨ ମାସର ସର୍ବୋଚ୍ଚ ସ୍ତରରେ ମୁଦ୍ରାସ୍ଫୀତି, ପିଆଜ ଦରରେ ୧୦୮%

ନୂଆଦିଲ୍ଲୀ,୧୩।୧୦: ଦେଶରେ ପନିପରିବାଠାରୁ ଆରମ୍ଭ କରି ଖାଦ୍ୟ ସାମଗ୍ରୀ ଏବଂ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଦର ବେଳକୁ ବେଳ ମହଙ୍ଗା ହେଉଥିବାରୁ ମୁଦ୍ରାସ୍ପୀତି ରୋକର୍ଡ ସ୍ତରରେ ପହଞ୍ଚିଲାଣି…

ରାଜନୈତିକ ଦୁର୍ବଳତାର ସଂଜ୍ଞା

୧୩୧ତମ ସମ୍ବିଧାନ ସଂଶୋଧନ ବିଲ୍‌- ୨୦୨୬ ଗତ ଏପ୍ରିଲ ମାସରେ ଲୋକ ସଭାରେ କାଟ ଖାଇଛି। କାରଣ ଏହି ବିଲ୍‌ ପାଇଁ ଆବଶ୍ୟକ ଦୁଇ ତୃତୀୟାଂଶ ସମର୍ଥନ…

ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା…

କଟକ,୧୩।୧୦(ପ୍ରଭୁକଲ୍ୟାଣ ପାଲ୍): ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ମାଟି ତଳେ ଯାଇଥିବା ଘରୋଇ ଗ୍ୟାସ ପାଇପ ଲାଇନ ଲିକ୍ ହେବା ଫଳରେ…

ବିଶ୍ୱବ୍ୟାଙ୍କ ରିପୋର୍ଟରେ ବଡ଼ ଖୁଲାସା, ଧନୀ ଦେଶର ଗରିବଙ୍କ ଆୟ ବି ଭାରତର ଧନୀଙ୍କଠୁ ଅଧିକ!

ନୂଆଦିଲ୍ଲୀ,୧୩।୧୦: ବିଶ୍ୱର ବିକଶିତ ଓ ଉନ୍ନତ ଆର୍ଥିକ ବ୍ୟବସ୍ଥା ଥିବା ଧନୀ ଦେଶଗୁଡ଼ିକର ସବୁଠାରୁ ଗରିବ ୧୦ ପ୍ରତିଶତ ଲୋକଙ୍କ ଆୟ ଭାରତର ସବୁଠାରୁ ଧନୀ ୧୦…

୨୨ ଭାରତୀୟ ଥିବା ଜାହାଜ ଉପରେ ଆକ୍ରମଣ

ନୂଆଦିଲ୍ଲୀ, ୧୩।୧୦: ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜରେ ୨୨ ଜଣ ଭାରତୀୟ କର୍ମଚାରୀଙ୍କୁ ନେଇ ଯାଉଥିବା ୨ଟି ବାଣଜି୍ୟକ ଜାହାଜ ଉପରେ ଆକ୍ରମଣ ହୋଇଛି। ଏହି ଘଟଣାକୁ ଭାରତ…

ଠକି ପାରିବନି ହସ୍ପିଟାଲ! ଲାଗିବ ରେଟ୍‌ ଚାର୍ଟ

ନୂଆଦିଲ୍ଲୀ,୧୩।୧୦: ସ୍ବଚ୍ଛ, ଉତ୍ତରଦାୟୀ ଏବଂ ରୋଗୀ କୈନ୍ଦ୍ରିକ ସ୍ବାସ୍ଥ୍ୟସେବା ପ୍ରଦାନକୁ ସୁଦୃଢ଼ କରିବା ଦିଗରେ ଏକ ବଡ଼ ପଦକ୍ଷେପ ସ୍ବରୂପ ହସ୍ପିଟାଲଗୁଡ଼ିକରେ ସ୍ବାସ୍ଥ୍ୟସେବା ଦର ସ୍ପଷ୍ଟ ଭାବେ…

ନିର୍ମାଣ ହୋଇ ୭ବର୍ଷ ବିତିଗଲାଣି, କାର୍ଯ୍ୟକ୍ଷମ ହୋଇପାରୁନି ଆଦିବାସୀ ହଷ୍ଟେଲ

କେସିଙ୍ଗା,୧୩।୧୦(ତୁମେଶ୍ୱର ସାହୁ): ଗରିବ ଆଦିବାସୀ ହରିଜନ ଛାତ୍ରୀଛାତ୍ରଙ୍କୁ ରହିବା ଖାଇବା ଠାରୁ ମାଗଣାରେ ପାଠ ପଢିବା ପାଇଁ ପୂର୍ବର ବିଜେଡି ସରକାର କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?