Posted inଜାତୀୟ

ପ୍ରବଳ ଶୀତ ଯୋଗୁ ଜାନୁୟାରୀ ୧ରୁ ୧୫ ପର୍ଯ୍ୟନ୍ତ ରାଜ୍ୟରେ ବନ୍ଦ ରହିବ ସ୍କୁଲ, ଘୋଷଣା କଲେ ସରକାର

ଚଣ୍ଡିଗଡ,୨୩।୧୨: ହରିୟାଣାର ସରକାର ରାଜ୍ୟରେ ସ୍କୁଲ ଛୁଟି ଘୋଷଣା କରିଛନ୍ତି। ଜାନୁୟାରୀ ୧ରୁ ୧୫ ପର୍ଯ୍ୟନ୍ତ ରାଜ୍ୟରେ ସ୍କୁଲ ଛୁଟି ରହିବ। ଜାନୁୟାରୀ ୧୬ରୁ ସ୍କୁଲଗୁଡିକ ଖୋଲିବ । ରାଜ୍ୟର ସମସ୍ତ ଜିଲାର ଜିଲା ଶିକ୍ଷା ଅଧିକାରୀ, ଜିଲା ମୌଳିକ ଅଧିକାରୀ ଏବଂ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ହରିୟାଣା ଶିକ୍ଷା ବିଭାଗ ଏକ ଚିଠି ଜାରି କରିଛି।

ସୂଚନାଯୋଗ୍ୟ, ହରିୟାଣା ସରକାରଙ୍କ ପକ୍ଷରୁ ପ୍ରତିବର୍ଷ ଶୀତଦିନେ୧୫ଦିନ ସ୍କୁଲ ଛୁଟି ଘୋଷଣା କରାଯାଏ। ଏହି କ୍ରମରେ ହରିୟାଣା ସରକାର ଏକ ଚିଠି ଜାରି କରି ଶୀତକାଳୀନ ଛୁଟି ଘୋଷଣା କରିଛନ୍ତି। ଚିଠି ଅନୁଯାୟୀ, ରାଜ୍ୟର ସମସ୍ତ ଜିଲାର ସରକାରୀ ଏବଂ ବେସରକାରୀ ବିଦ୍ୟାଳୟରେ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଛୁଟି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା କରି ନଦୀରେ ଫିଙ୍ଗିଦେଲେ, ଗାଁରେ ଉତ୍ତେଜନା

ନୟାଗଡ଼,୬ା୭(ଲୋକନାଥ ମିଶ୍ର): ନୟାଗଡ଼ ସଦର ଥାନା ଡାଳିଆମଡ଼ା ଗାଁରେ ଏକ ଅଭାବନୀୟ କାଣ୍ଡ ଘଟିଚି। ଅଭି ସାହୁ ନାମକ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରି ରବିବାର ରାତିରେ…

କନ୍ଧମାଳରେ ସବୁ ବିଦ୍ୟାଳୟ ଛୁଟି: ମୋବାଇଲ ନେଟ୍‌ଓ୍ବର୍କ୍‌ ନ ଥିବାରୁ ଶିକ୍ଷକଙ୍କ ନିକଟରେ ପହଞ୍ଚିପାରୁନି ନିର୍ଦ୍ଦେଶନାମା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣ ବର୍ଷା ଜାରି ରହିଛି। ଏଥିପାଇଁ ସୋମବାର ବାଟିକାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ବିଦ୍ୟାଳୟକୁ ଛୁଟି ରଖିବା…

ଦାରିଙ୍ଗବାଡ଼ି ଅଞ୍ଚଳରେ ଲଗାଣ ବର୍ଷା: ୩ ଦିନ ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତ, ଲୋକଙ୍କୁ ଡିବି-ଲଣ୍ଠନ ଭରସା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣବର୍ଷା ଜାରି ରହିଛି। ଫଳରେ ଅଞ୍ଚଳରେ ଏକ ପ୍ରକାର ଅଚଳାବସ୍ଥା ଦେଖାଯାଇଛି। ବର୍ଷା ପରଠାରୁ ବିଦ୍ୟୁତ୍‌ ବାରମ୍ବାର…

ଏଇ ଭାରତରେ

ରକ୍ତଦାନ ମହାପୁଣ୍ୟ, ଏହି ଉକ୍ତିର ଯଥାର୍ଥତା ପ୍ରତିପାଦନ କରିଛନ୍ତି ତେଲଙ୍ଗାନାର ଭି. ରାମକୃଷ୍ଣ ରେଡ୍ଡୀ। ସେ ୩୦ ବର୍ଷ ଧରି ରକ୍ତଦାନ କାର୍ଯ୍ୟକ୍ରମକୁ ସଫଳତାର ସହ ସଞ୍ଚାଳନ…

ଐତିହାସିକ ବିସ୍ମୃତିର ନବପର୍ବ

ଗୋଟିଏ ମୂର୍ତ୍ତି। ଅତୀତର ଗର୍ଭରେ ବିଲୀନ ହୋଇଯାଇଥିବା ମହେଞ୍ଜୋଦାରୋ ସଭ୍ୟତାର ସାମାଜିକ ଓ ସାଂସ୍କୃତିକ ଜୀବନଧାରା ସମ୍ପର୍କରେ ଯେଉଁ ଯତ୍‌କିଞ୍ଚତ୍ତ୍‌ ଧାରଣା ଏବେ ଆମେ ପାଇଛେ, ସେଥିରେ…

ଅବସର ଘୋଷଣା କଲେ ନେମାର, ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ…

ବ୍ରାସିଲିଆ,୬ା୭: ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ନେଇଛନ୍ତି ବ୍ରାଜିଲର ଷ୍ଟାର୍‌ ଖେଳାଳି ନେମାର। ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ ନେମାର ଏହି ଅବସର ଘୋଷଣା କରିଛନ୍ତି।…

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି, କହିଲେ ଏହି କାରଣରୁ…

ଭୁବନେଶ୍ୱର,୬ା୭: ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଚାକିରି ଛାଡ଼ିଦେଇଥିବା କହିଛନ୍ତି। ଡିସିପି ଜଗମୋହନ ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଫିସର…

ସକାଳୁ ସକାଳୁ ଚମ୍ପୁଆରେ ଏନ୍‌କାଉଣ୍ଟର, ଅପରାଧୀଙ୍କ ନାମରେ ରହିଛି…

କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ପୋଲିସ ସୋମବାର ଚମ୍ପୁଆ ଥାନା ଅନ୍ତର୍ଗତ ପତଳା ଜଙ୍ଗଲରେ ଜଣେ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଥିବା ଜଣା ପଡ଼ିଛି। ସେ ଆହତ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri