ଭୁବନେଶ୍ୱର,୪ା୬: ମଙ୍ଗଳବାର ସାରା ରାଜ୍ୟରେ ଭୋଟ୍ ଗଣତି ଜାରି ରହିଛି। ବିଧାନସଭାରେ ମ୍ୟାଜିକ୍ ନମ୍ବର ୭୪ ହୋଇଥିବା ବେଳେ ଭାଜପା ଟ୍ରେଣ୍ଡ୍ରେ ଏହି ସଂଖ୍ୟା ଛୁଇଁଛି। ଭାଜପା ୭୪ଟି ଆସନରେ ଆଗୁଆ ଥିବା ବେଳେ ବିଜେଡି ୫୦, କଂଗ୍ରେସ ୧୨ ଏବଂ ଅନ୍ୟାନ୍ୟ ୩ ଆସନରେ ଆଗୁଆ ରହିଛି।
ଭୁବନେଶ୍ୱର,୪ା୬: ମଙ୍ଗଳବାର ସାରା ରାଜ୍ୟରେ ଭୋଟ୍ ଗଣତି ଜାରି ରହିଛି। ବିଧାନସଭାରେ ମ୍ୟାଜିକ୍ ନମ୍ବର ୭୪ ହୋଇଥିବା ବେଳେ ଭାଜପା ଟ୍ରେଣ୍ଡ୍ରେ ଏହି ସଂଖ୍ୟା ଛୁଇଁଛି। ଭାଜପା ୭୪ଟି ଆସନରେ ଆଗୁଆ ଥିବା ବେଳେ ବିଜେଡି ୫୦, କଂଗ୍ରେସ ୧୨ ଏବଂ ଅନ୍ୟାନ୍ୟ ୩ ଆସନରେ ଆଗୁଆ ରହିଛି।
ନୂଆଦିଲ୍ଲୀ,୬।୧୧: ଦୀପାବଳିର ଠିକ ଗୋଟିଏ ଦିନ ପୂର୍ବରୁ ଚନ୍ଦ୍ରମା ନିଜ ରାଶି ପରିବର୍ତ୍ତନ କରିବେ। ନଭେମ୍ବର ୭ ତାରିଖ ସନ୍ଧ୍ୟା ୫ଟା ୧୫ ମିନିଟରେ ଚନ୍ଦ୍ରମା କନ୍ୟା…
ମୁମ୍ବାଇ: ବଲିଉଡର ‘ହିରୋ ନମ୍ବର ୧’ ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜା ନିକଟରେ ନିଜ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ୩୯ ବର୍ଷର…
ଭୁବନେଶ୍ୱର/ପୁରୀ,୬।୧୧: ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଶୁକ୍ରବାର ପୁଣି ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ନୂଆବର୍ଷ ପୂର୍ବରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା ଆରମ୍ଭ ହେବ ବୋଲି…
ବଲିଉଡ୍ର ମିଷ୍ଟର ପରଫେକ୍ସନିଷ୍ଟ ମିର ଖାନ ପୁଣି ଚର୍ଚ୍ଚାରେ। ପ୍ରଥମ ଦୁଇଟି ବିବାହରେ ବିଚ୍ଛେଦ ପରେ ଅଭିନେତା ନିଜ ଜୀବନର ତୃତୀୟ ଅଧ୍ୟାୟ ଆରମ୍ଭ କରିଛନ୍ତି। ପ୍ରେମିକା…
ବାଲିଆପାଳ,୬ା୧୧: ଜମି ପଞ୍ଜୀକରଣ ପାଇଁ ଲାଞ୍ଚ ନେବା ମହିଳା ଅଧିକାରୀଙ୍କୁ ପଡ଼ିଛି ଭାରି। ସାଧାରଣ ଲୋକଙ୍କଠାରୁ ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ…
ଚଣ୍ଡିଗଡ଼,୬।୧୧: ପଞ୍ଜାବରେ ଏକ ବଡ଼ ଧରଣର ଟ୍ରେନ ଦୁର୍ଘଟଣା ଘଟିଛି। ପଞ୍ଜାବର ରାଜପୁରା ଠାରେ ‘କର୍ମଭୂମି ଏକ୍ସପ୍ରେସ’ରେ ନିଆଁ ଲାଗିଯାଇଥିଲା, ଯାହା ଟ୍ରେନର ଚାରୋଟି ବଗିକୁ ବ୍ୟାପି…
ନୂଆଦିଲ୍ଲୀ,୬।୧୧: ଅଣ୍ଡର-୧୯ ଏସିଆ କପ ୨୦୨୬ରେ ଭାରତୀୟ ଯୁବ ବୋଲର ଇଶାନ ସୁଦଙ୍କଚମତ୍କାର ପ୍ରଦର୍ଶନ। ଭାରତ ଅଣ୍ଡର-୧୯ ଓ ନେପାଳ ଅଣ୍ଡର-୧୯ ମଧ୍ୟରେ ଆଲ ଆମିରାତ୍ରେ ଖେଳାଯାଉଥିବା…
ବଞ୍ଚୋ,୬ା୧୧(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଗୌରବ ଆଣିଛନ୍ତି ଯୁବ ଶିକ୍ଷାବିତ୍ ଦୀପକ କୁଅଁର। ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଓ ଉତ୍କୃଷ୍ଟ ପ୍ରଦର୍ଶନ…