ଟ୍ରେଣ୍ଡ୍‌ରେ ମ୍ୟାଜିକ୍‌ ନମ୍ବର ଛୁଇଁଲା ଭାଜପା

ଭୁବନେଶ୍ୱର,୪ା୬: ମଙ୍ଗଳବାର ସାରା ରାଜ୍ୟରେ ଭୋଟ୍‌ ଗଣତି ଜାରି ରହିଛି। ବିଧାନସଭାରେ ମ୍ୟାଜିକ୍‌ ନମ୍ବର ୭୪ ହୋଇଥିବା ବେଳେ ଭାଜପା ଟ୍ରେଣ୍ଡ୍‌ରେ ଏହି ସଂଖ୍ୟା ଛୁଇଁଛି। ଭାଜପା ୭୪ଟି ଆସନରେ ଆଗୁଆ ଥିବା ବେଳେ ବିଜେଡି ୫୦, କଂଗ୍ରେସ ୧୨ ଏବଂ ଅନ୍ୟାନ୍ୟ ୩ ଆସନରେ ଆଗୁଆ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସିକିମ୍‌ରେ ଫସିଛନ୍ତି ଓଡ଼ିଆ ପର୍ଯ୍ୟଟକ: ଉଦ୍ଧାର ପାଇଁ ଲୋଡ଼ିଲେ ସରକାରଙ୍କ ସହାୟତା

ସୋନପୁର,୧୭।୬(ମୃତ୍ୟୁଞ୍ଜୟ ଶତପଥୀ): ଉତ୍ତର-ପୂର୍ବ ସିକିମ୍‌ ରାଜ୍ୟକୁ ପରିବାର ସହିତ ଖରାଛୁଟିରେ ବୁଲିବାକୁ ଯାଇଥିବା ସୁବର୍ଣ୍ଣପୁର ଜିଲାର ୪ ଜଣଙ୍କ ସମେତ ମୟୂରଭଞ୍ଜ ଜିଲାର ଅନ୍ୟ ପର୍ଯ୍ୟଟକ...

ହୋଇଗଲା ଫାଇନାଲ! ଓଡ଼ିଶାର ଏହି ନେତାଙ୍କୁ ମିଳିପାରେ ଲୋକ ସଭାର ବାଚସ୍ପତି ପଦ

ନୂଆଦିଲ୍ଲୀ,୧୭।୬: ଲୋକ ସଭାରେ ବାଚସ୍ପତି କିଏ ହେବେ, ତା’କୁ ନେଇ ସସପେନ୍ସ ଜାରି ରହିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ସୂଚନାନୁଯାୟୀ,...

କୃଷି ବିଭାଗ ଦାୟିତ୍ୱ ଗ୍ରହଣ କଲେ ଉପମୁଖ୍ୟମନ୍ତ୍ରୀ ସିଂଦେଓ

ଭୁବନେଶ୍ୱର, ୧୭।୬(ଅସମାପିକା ସାହୁ): ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ସୋମବାର ପୂର୍ବାହ୍ନରେ କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି।...

ଏହି ସବୁ ଜିଲାରେ ଆସନ୍ତାକାଲିଠୁ ସକାଳୁଆ ସ୍କୁଲ

ଭୁବନେଶ୍ୱର,୧୭।୬: ଖରାକୁ ଦୃଷ୍ଟିରେ ରଖି ସମଗ୍ର ରାଜ୍ୟରେ ଆସନ୍ତାକାଲି ସ୍କୁଲ ଖୋଲିବା ନିଷ୍ପତ୍ତି ରାଜ୍ୟ ସରକାର ବଦଳାଇଛନ୍ତି । ସ୍କୁଲ ଖୋଲିବା ନିଷ୍ପତ୍ତି ଏବେ ଜିଲାପାଳ...

ବରଗଡ଼ରେ ୨୦ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି

ବରଗଡ଼,୧୭।୬(ପ୍ରେମାନନ୍ଦ ଖମାରୀ)): ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳି ଜାରି ରହିଥିବା ଯୋଗୁ ବରଗଡ ଜିଲା ସ୍କୁଲଗୁଡ଼ିକରେ ଖରାଛୁଟିକୁ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ବଢାଇ ଦିଆଯାଇଛି।...

କେନ୍ଦୁଝର ଉପଜିଲାପାଳ ତ୍ରିଲୋଚନ ମହାନ୍ତି ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଭାବେ ନିଯୁକ୍ତ

ଭୁବନେଶ୍ୱର,୧୭।୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଯୁଗ୍ମ ସଚିବ ଭାବେ ତ୍ରିଲୋଚନ ମହାନ୍ତିଙ୍କୁ ନିଯୁକ୍ତ କରାଯାଇଛି। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ...

ଜାଣନ୍ତୁ କେଉଁ ଜିଲାରେ ଖୋଲିବ ସ୍କୁଲ, କେଉଁଠି ରହିବ ବନ୍ଦ

ଭୁବନେଶ୍ୱର,୧୭।୬: ପାଗ ବିଗୁଡୁଥିବାରୁ ସମଗ୍ର ରାଜ୍ୟରେ ଆସନ୍ତାକାଲି ସ୍କୁଲ ଖୋଲିବା ନିଷ୍ପତ୍ତି ରାଜ୍ୟ ସରକାର ବଦଳାଇଛନ୍ତି । ସ୍କୁଲ ଖୋଲିବା ନିଷ୍ପତ୍ତି ଜିଲାପାଳଙ୍କ ଉପରେ ଛଡା...

ବାଲେଶ୍ୱର ଗୋଷ୍ଠୀ ସଂଘର୍ଷ ଘଟଣାରେ ମୁଖ୍ୟମନ୍ତ୍ରୀ ଦେଲେ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର,୧୭।୬(ଅସମାପିକା ସାହୁ): ବାଲେଶ୍ୱରରେ ଗୋଷ୍ଠୀ ସଂଘର୍ଷକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ପ୍ରତିକ୍ରିୟା ରଖିଛନ୍ତି। ସୋମବାର ମୁଖ୍ୟମନ୍ତ୍ରୀ ବାଲେଶ୍ୱର ଜିଲାପାଳଙ୍କ ସହ ଆଲୋଚନା କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri