ପୂଜା ହେଗଡେଙ୍କ ପ୍ରେମରେ ପଡିଛନ୍ତି କି ସଲମାନ? ବନ୍ଧୁ କଲେ ଖୁଲାସା

ମୁମ୍ବାଇ: କିଛି ଦିନ ପୂର୍ବରୁ ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନ୍‌ ଏବଂ ପୂଜା ହେଗଡେଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା ଜୋର ଧରିଥିଲା। ଦୁହେଁ ଦୁହିଁଙ୍କୁ ଡେଟ୍‌ କରୁଛନ୍ତି ବୋଲି ଗୁଜବ ସୃଷ୍ଟି ହୋଇଥିଲା। ଯାହାକୁ ନେଇ ସଲମାନଙ୍କ ଜଣେ ବନ୍ଧୁ ଏହି ଗୁଜବ ଉପରେ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଯେଉଁମାନେ ଏପରି ହାସ୍ୟାସ୍ପଦ ଖବର ପ୍ରଚାର କରୁଛନ୍ତି, ସେମାନଙ୍କୁ ଖରାପ ଲାଗିବା କଥା। ପୂଜା ହେଗଡେ ସଲମାନଙ୍କ ଝିଅ ବୟସର ହେବେ। କେବଳ ଯେହେତୁ ସେମାନେ ଏକାଠି ଫିଲ୍ମ କିସି କା ଭାଇ କିସି କି ଜାନ୍‌ କାମ କରୁଛନ୍ତି। ହେଲେ କିଛି ମୂର୍ଖ ଭାବନ୍ତି ଏହା ଫିଲ୍ମ ପାଇଁ ଏକ ଭଲ ପ୍ରମୋଶନ। କିନ୍ତୁ ଏହା ଲଜ୍ଜାଜନକ ଅଟେ। ବନ୍ଧୁ ଆହୁରି କହିଛନ୍ତି, ସଲମାନ ଖାନ ଏଭଳି ଗୁଜବ ବିଷୟରେ ଚିନ୍ତା କରନ୍ତି ନାହିଁ।
ସଲମାନ ଖାନଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘କିସି କା ଭାଇ କିସି କି ଜାନ୍‌’ ଖୁବ୍‌ଶୀଘ୍ର ରିଲିଜ୍‌ ହେବାକୁ ଯାଉଛି। ଫରହାଦ ସମ୍‌ଜି ନିର୍ଦ୍ଦେଶିତ ଫିଲ୍ମରେ ଟେଲି ଅଭିନେତ୍ରୀ ଶ୍ୱେତା ତିୱାରୀଙ୍କ ଝିଅ ପଲକ ତିୱାରୀ ଏବଂ ବିଗ୍‌ବସ୍‌ ୧୩ ଫେମ୍‌ ଶାହନାଜ ଗିଲଙ୍କ ଭଳି କିଛି ନୂଆ ଚେହେରାଙ୍କୁ ମଧ୍ୟ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ବିମାନବନ୍ଦରରେ ପଦକଧାରୀଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ନୂଆଦିଲ୍ଲୀ,୨ା୮: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସଫଳ ପ୍ରଦର୍ଶନ ପରେ ଓ୍ବେଟଲିଫ୍ଟର ମୀରାବାଈ ଚାନୁ, ଲଭପ୍ରୀତ ସିଂଙ୍କ ସମେତ ଭାରତୀୟ ଖେଳାଳିଙ୍କ ପ୍ରଥମ ବ୍ୟାଚ୍‌ ରବିବାର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ…

ବିବାହ ପ୍ରଲୋଭନ ଦେଖାଇ ବିଧବା ମହିଳାଙ୍କଠୁ ୬୦ ଲକ୍ଷର ଠକେଇ, ବାପାଙ୍କ ରୋଗ କଥା କହି….

​ଛତ୍ରପୁର,୨।୮(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : କନ୍ଧମାଳ ଜିଲା ଚକାପାଦ ଥାନା ଅନ୍ତର୍ଗତ ତଳସାହିର ଉତ୍ତମ କୁମାର ସାହୁ (୩୧)ଙ୍କୁ ଗିରଫ କରିଛି ଗଞ୍ଜାମ ସାଇବର କ୍ରାଇମ୍ ଥାନା…

ବଡ଼ଓସ୍ତିଆ ପଞ୍ଚାୟତର ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ, କୃଷି ଋଣ ଛାଡ଼ ଦାବି

ଚାନ୍ଦବାଲି,୨।୮(କିଷାନ ପାତ୍ର): ଲଗାଣ ବର୍ଷା ଓ ବୈତରଣୀ ନଦୀର ବନ୍ୟା ଜଳ ମାଡ଼ି ଆସି ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବଡ଼ଓସ୍ତିଆ ପଞ୍ଚାୟତର ଅନେକ ଅଞ୍ଚଳ…

ଜମିରେ ତଳି ରୋଇବା ବେଳେ ବଜ୍ରପାତ, ମହିଳା ଅଚେତ ହୋଇ…

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ କୃଷ୍ଣପୁର ଗ୍ରାମରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ ଜଣେ ମହିଳା ଚାଷଜମିରେ…

ସହାୟତାର ହାତ ବଢାଇଲେ ବବିତା

ସିଂହପୁର,୨।୮(ଅନଙ୍ଗ ଉଦୟ ବେଉରିଆ): ବିଞ୍ଝାରପୁର ବ୍ଲକ ଅଧୀନ ରଣପୁର ପଞ୍ଚାୟତ ବନ୍ୟା ବିପନ୍ନଙ୍କୁ ରିଲିଫ ସାମଗ୍ରୀ ବଣ୍ଟନ କରାଯାଇଛି। ବିଞ୍ଝାରପୁର ଭାଜପା ନେତ୍ରୀ ବବିତା ମଲ୍ଲିକ ବନ୍ୟା…

ହୃଦଘାତରେ ଚାଲିଗଲା ପରମବ୍ରହ୍ମ ଯୋଶୀଙ୍କ ଜୀବନ, କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା,୨।୮(ଉତ୍ତମ କୁମାର ଦାଶ): ବରିଷ୍ଠ ପ୍ରଶାସନିକ ଅଧିକାରୀ ତଥା କଳାହାଣ୍ଡି ଜିଲା ଜୁନାଗଡ଼ର ପୂର୍ବତନ ବିଡ଼ିଓ ପରମ ବ୍ରହ୍ମ ଯୋଶୀ (୬୭)ଙ୍କ ଶନିବାର ଅପରାହ୍ନରେ ହୃଦଘାତରେ ପରଲୋକ…

ବନ୍ୟା ବିପନ୍ନଙ୍କ ପାଖରେ ପହଞ୍ଚିଲା ରିଲିଫ୍‌, ସାଉଣ୍ଟିଲେ ପ୍ରଶଂସା

ଚାନ୍ଦବାଲି,୨।୮(କିଷାନ ପାତ୍ର): ଭଦ୍ରକ ଜିଲା ଭାଜପା ମହିଳା ମୋର୍ଚ୍ଚା ସମ୍ପାଦିକା ସ୍ବାଗତିକା ପଲାଇଙ୍କ ନେତୃତ୍ୱରେ ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ମାଧପୁର, ଭୂଇଁବୃତ୍ତି, ଘଟପୁର, ଆରଡ଼ି, ଓଲଗ,…

ଦାରିଙ୍ଗବାଡିରେ ବ୍ୟବସାୟୀଙ୍କ ଘରୁ ଲୁଟ୍ ଘଟଣା, ସନ୍ଧାନୀ କୁକୁର ପହଞ୍ଚି…

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍ ଚର୍ଚ୍ଚାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri