Posted inଖେଳ

କ୍ଷମା ମାଗିଲେ ହାସନ ଅଲି

କରାଚୀ,୧୪।୧୧: ଅଷ୍ଟ୍ରେଲିଆ ବିପକ୍ଷ ଟି୨୦ ବିଶ୍ୱକପ୍‌ ସେମିଫାଇନାଲରେ ପାକିସ୍ତାନ ପେସର ହାସନ ଅଲି ମ୍ୟାଚ୍‌ର ଗୁରୁତ୍ୱପୂର୍ଣ୍ଣ ସମୟରେ ଛାଡ଼ିଥିଲେ ମାଥ୍ୟୁ ଓ୍ବେଡ୍‌ଙ୍କ କ୍ୟାଚ୍‌। ଏହା ତାଙ୍କ ଦଳକୁ ଖୁବ୍‌ ମହଙ୍ଗା ପଡ଼ିଥିଲା। ଏଥିଲାଗି ସେ କ୍ଷମାପ୍ରାର୍ଥନା କରିଛନ୍ତି।

ମ୍ୟାଚ୍‌ର ୧୯ତମ ଓଭରରେ ଶାହୀନ ଶାହ ଆଫ୍ରିଦୀଙ୍କ ବଲରେ ମିଡ୍‌ ଉଇକେଟ ଅଞ୍ଚଳରେ ଅଲି ଛାଡ଼ିଥିଲେ ଓ୍ବେଡ୍‌ଙ୍କ କ୍ୟାଚ୍‌। ସେହି ଓଭରରେ ଅଷ୍ଟ୍ରେଲିଆ ଉଇକେଟକିପର ବ୍ୟାଟର ଲଗାତାର ୩ ଛକା ଲଗାଇ ପାକିସ୍ତାନ ହାତରୁ ମ୍ୟାଚ୍‌ ଛଡ଼ାଇ ନେଇଥିଲେ।

ମୁଁ ଜାଣିଛି ମୋ ପ୍ରଦର୍ଶନ ପାଇଁ ସମସ୍ତେ ଦୁଃଖିତ। ଆଶା ଅନୁଯାୟୀ ମୁଁ ପ୍ରଦର୍ଶନ କରିପାରି ନାହିଁ। ଏଥିଯୋଗୁ ମୋ ଠାରୁ କେହି ଅଧିକ ଦୁଃଖିତ ନୁହେଁ। ମୋ ଉପରେ ଭରସା ରଖନ୍ତୁ। ଅନ୍ତର୍ଜାତୀୟ ସ୍ତରରେ ମୁଁ ପାକିସ୍ତାନ କ୍ରିକେଟର ସେବା କରିବାକୁ ଚାହେଁ। ମୋ କ୍ୟାରିୟରରେ ଆସିଥିବା ଏହି ଖରାପ ସମୟ ମୋତେ ଆହୁରି ଶକ୍ତିଶାଳୀ କରିବ। ମୋ ସମର୍ଥନରେ ମେସେଜ, କଲ, ଟୁଇଟ୍‌ କରିବା ପାଇଁ ଧନ୍ୟବାଦ୍‌ ବୋଲି ଅଲି ଟୁଇଟ୍‌ କରିଛନ୍ତି।

୨୦୧୭ ଚାମ୍ପିୟନ୍ସ ଟ୍ରଫି ଫାଇନାଲର ହିରୋ ଅଲି ସେମିଫାଇନାଲରେ କ୍ୟାଚ୍‌ ଛାଡ଼ିବା ପରେ ଦେଶ ପାଇଁ ଭିଲିଆନ ପାଲଟିଯାଇଥିଲା। ଏଥି ନେଇ ତାଙ୍କୁ ସୋସିଆଲ ମିଡିଆରେ ପ୍ରବଳ ଟ୍ରୋଲିଂର ସମ୍ମୁଖୀନ ହେବାକୁ ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri