Posted inଖେଳ

ଶାମୀଙ୍କ ସହ ବିନା ପୋଷାକରେ ଫଟୋ ଶେୟାର କଲେ ହସିନ ଜହାଁ, ପ୍ରଶଂସକ କହିଲେ…

ନୂଆଦିଲ୍ଲୀ,୨୦।୨: ୨୦୦୭ରେ ଭାରତୀୟ ଦଳର ଦ୍ରୁତ ବୋଲର୍‌ ମହମ୍ମଦ ଶାମୀଙ୍କୁ ବିବାହ କରିଥିଲେ ହସିନ ଜହାଁ। ବିବାହର ଅନେକ ବର୍ଷ ପର୍ଯ୍ୟନ୍ତ ଉଭୟଙ୍କ ମଧ୍ୟରେ ସବୁକିଛି ଠିକ୍‌ ଚାଲିଥିଲା। ହେଲେ ୨୦୧୮ରେ ସେମାନଙ୍କ ମତାନ୍ତର ଥିବା ନେଇ ଜଣାପଡ଼ିଥିଲା। ପ୍ରତାରଣା ସହ ଅନେକ ଗଭୀର ଅଭିଯୋଗ କରିଥିଲେ ହସିନ। ହେଲେ ଶାମୀ ଏହାକୁ ଏଡ଼ାଇ ଦେଇଥିଲେ। ଏବେ ସେମାନେ ଅଲଗା ରହୁଛନ୍ତି। ହନିଜ ସୋସିଆଲ ମିଡିଆରେ ଆକ୍ଟିଭ୍‌ ରହୁଥିବା ବେଳେ ନିଜର ଫଟୋ ଏବଂ ଭିଡିଓ ଶେୟାର କରିଥାନ୍ତି। ଏହି କ୍ରମରେ ଏକ ଫଟୋକୁ ନେଇ ସେ ଚର୍ଚ୍ଚାରେ।

ଫଟୋରେ ହସିନ-ଶାମୀଙ୍କୁ ବେଶ୍‌ ଇଣ୍ଟିମେଟ୍‌ ଲୁକ୍‌ରେ ଦେଖିବାକୁ ମିଳୁଛି। ଶାମୀ ହସିନଙ୍କୁ ଧରିଥିବା ବେଳେ ସେମାନେ ଟପ୍‌ଲେସ୍‌ ଅଛନ୍ତି। ଏହି ଫଟୋକୁ ସୈଫ ଅଲ୍ଲୀ ଖାନ୍‌ ଏବଂ କରିନା କପୁରଙ୍କ ଫିଲ୍ମ ‘କୁର୍ବାନ’ର ଟପ୍‌ଲେସ୍‌ ଫଟୋ ସହ ମିଶାଇ ପୋଷ୍ଟ କରି କଟାକ୍ଷ କରିଛନ୍ତି ହସିନ। ତୁମେ କଲେ ରାସଲିଳା, ଆମେ କଲେ କ୍ୟାରେକ୍ଟର ଢ଼ିଲା ବୋଲି ସେ କ୍ୟାପ୍‌ଶନ ଲେଖିଛନ୍ତି। ଫଟୋଟି ଏବେ ଭାଇରାଲ ହେଉଥିବା ବେଳେ ଲୋକେ ମିଶ୍ରିତ ପ୍ରତିକ୍ରିୟା ଦେଉଛନ୍ତି।

 

View this post on Instagram

 

A post shared by hasin jahan (@hasinjahanofficial)


Enter your email to get our daily news in your inbox.

All Right Reserved By Dharitri.Com

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri