Hasina father’s house on fire: ହାସିନାଙ୍କ ବାପଘରେ ନିଆଁ ଲଗାଇଦେଲେ ବିକ୍ଷୋଭକାରୀ, ଆଉ ତା’ ପରେ…

ଢାକା,୬।୨: ପୁଣି ଅଶାନ୍ତ ହେଲା ବାଂଲାଦେଶ। ଶେଖ ହାସିନାଙ୍କ ଭାଷଣକୁ ନେଇ ଦେଶରେ ତୁମୁଳକାଣ୍ଡ ସୃଷ୍ଟି ହୋଇଛି। ଅନଲାନରେ ବିବାଦୀୟ ଭାଷଣକୁ ନେଇ ହାସିନାଙ୍କୁ ଟାର୍ଗେଟ କରାଯାଇଛି। ଏହାକୁ ନେଇ ଶେଖ ହାସିନାଙ୍କ ବାପା ମୁଜିବୁର ରେହମାନଙ୍କ ଘରେ ନିଆଁ ଲଗାଇ ଦେଇଛନ୍ତି ବିକ୍ଷୋଭକାରୀ। ଘରେ ପଶି ଭଙ୍ଗାରୁଜା କରିବା ସହ ନିଆଁ ଲଗାଇ ଦେଇଛନ୍ତି ହଜାର ହଜାର ଆନ୍ଦୋଳନକାରୀ। ସେମାନେ ଆୱାମୀ ଲିଗ ଦଳକୁ ବ୍ୟାନ କରିବାକୁ ଦାବି କରି ଆନ୍ଦୋଳନ କରିଛନ୍ତି।

ସୂଚନାଥାଉ କି, ବୁଧବାର ରାତିରେ ପ୍ରଦର୍ଶନକାରୀମାନେ ହାସିନାଙ୍କ ବାପା ବଙ୍ଗବନ୍ଧ ଶେଖ ମୁଜିବୁର ରହମାନଙ୍କ ଧାନମଣ୍ଡି-୩୨ସ୍ଥିତ ବାସଭବନକୁ ଆକ୍ରମଣ କରିବା ସହ ଭଙ୍ଗାରୁଜା କରିଛନ୍ତି। ଏହି ଆକ୍ରମଣ ଏପରି ସମୟରେ ହୋଇଥିଲା ଯେତେବେଳେ ସୋସିଆଲ ମିଡିଆରେ “ବୁଲଡୋଜର ରାଲି” ଘୋଷଣା ଦ୍ରୁତ ଗତିରେ ପ୍ରସାରିତ ହେଉଥିଲା। ଏହି ସମୟ ମଧ୍ୟରେ, ପ୍ରଦର୍ଶନକାରୀମାନେ ଅନେକ ଉତ୍ତେଜନାପୂର୍ଣ୍ଣ ସ୍ଲୋଗାନ ଦେଇଥିଲେ। କହିରଖୁଛୁ ଯେ ଶେଖ ହାସିନାଙ୍କ ଅନଲାଇନ ସମ୍ବୋଧନର କିଛି ମିନିଟ ପୂର୍ବରୁ ଛାତ୍ରଙ୍କ ଦ୍ୱାରା ଏହି ଘଟଣା ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri