Posted inଜାତୀୟ

୫ରେ ଭାରତ ଆସିବେ ହାସିନା

ନୂଆଦିଲ୍ଲୀ,୧ା୯: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନା ଆସନ୍ତା ୫ରେ ଭାରତ ଆସିବେ। ହାସିନା ୫ରୁ ୮ ତାରିଖ ପର୍ଯ୍ୟନ୍ତ ଭାରତରେ ରହିବେ ବୋଲି ଗୁରୁବାର ବହିର୍ବ୍ୟାପାର ମନ୍ତ୍ରଣାଳୟ ସଚିବ ଅରିନ୍ଦମ ବାଗ୍‌ଚୀ ସୂଚନା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନ୍‌କର ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବା ସହ ଦୁଇ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଗ୍ରୀ ଥାଇ ଚାକିରି ମିଳିଲାନି: ଏବେ କଲେଜ ସମ୍ମୁଖରେ ଚା’ ବିକି ଚର୍ଚ୍ଚାରେ…

ଦେଶରେ ବେକାରୀ ପରିସ୍ଥିତି ବିଷୟରେ ସମସ୍ତେ ଅବଗତ। ବିଶେଷକରି ଯୁବଗୋଷ୍ଠୀଙ୍କୁ ଏ ନେଇ କହିବାର ଆବଶ୍ୟକତା ନାହିଁ। ସୋସିଆଲ ମିଡିଆ ହେଉ ଅବା ଅନ୍ୟ କୌଣସି...

ରାହୁଲ ଗାନ୍ଧୀଙ୍କୁ ମିଳୁନି ସିମ୍‌ କାର୍ଡ ଅବା ବ୍ୟାଙ୍କ ଋଣ: ନାମ ସାଜିଛି ବାଧକ

ଇନ୍ଦୋର,୩୦।୭: ମଧ୍ୟପ୍ରଦେଶ ଇନ୍ଦୋରରେ ବାସ କରୁଥିବା ଜଣେ ଯୁବକଙ୍କ ନାମ ରାହୁଲ ଗାନ୍ଧୀ ଥିବାରୁ କୌଣସି କମ୍ପାନୀର ମୋବାଇଲ୍‌ ସିମ୍‌ କାର୍ଡ ତାଙ୍କୁ ମିଳିପାରୁନି। ସେ...

୩୨ଥର ପାଇଁ ନିଜର ମତ ସାବ୍ୟସ୍ତ କଲେ ଭାରତର ପ୍ରଥମ ଭୋଟରଙ୍କ ମଧ୍ୟରୁ ଜଣେ

କଳ୍ପ,୧୯।୫: ଭାରତରେ ୧୯୫୧ରେ ପ୍ରଥମ ଥର ଲାଗି ସାଧାରଣ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ୬୮ ବର୍ଷ ତଳେ ଭୋଟ ଦେବାରେ ଯେଉଁ ଉତ୍ସାହ ଥିଲା ଆଜିବି...

ପୁଣିଥରେ କନିକାଙ୍କ ରିପୋର୍ଟ ଆସିଲା ପଜିଟିଭ

ଲକ୍ଷ୍ନୌ,୨୩।୩: ବଲିଉଡ୍‌ ଗାୟିକା କନିକା କପୁରଙ୍କ କରୋନା ସଂକ୍ରମିତ ରିପୋର୍ଟ ପଜିଟିଭ ଆସିଥିବା ଜଣାପଡିଛି। ପ୍ରଥମ ଥର ଆସିଥିବା ତାଙ୍କ ରିପୋର୍ଟକୁ ନେଇ କନିକାଙ୍କ ପରିବାର...

ସନ୍ଧାନୀ କୁକୁରକୁ ଦିଆଗଲା ତୋପ ସଲାମି

ତ୍ରିଶୁର,୩୦।୭: କେରଳ ପୋଲିସର ସନ୍ଧାନୀ କୁକୁର ଥାନ୍ଦେରକୁ ମିଳିଛି ତୋପ ସଲାମି ବା ଷ୍ଟେଟ ଅନର। ଅସୁସ୍ଥ ଥିବା ଥାନ୍ଦେରର ସୋମବାର ମୃତ୍ୟୁ ହୋଇଥିଲା। ଏହାପରେ...

ଇନ୍‌ଷ୍ଟାଗ୍ରାମର ବଡ଼ ତ୍ରୁଟି ବାହାର କରିଥିବା ଛାତ୍ରଙ୍କୁ ଫେସ୍‌ବୁକ ଦେଲା ପୁରସ୍କାର

ମୁମ୍ବାଇ,୧୬।୬: ଭାରତୀୟ ହ୍ୟାକରଙ୍କୁ ଫେସ୍‌ବୁକ ଦେଲା ୨୨ଲକ୍ଷ ଟଙ୍କା ପୁରସ୍କାର ରାଶି। ପୁରସ୍କାର ରାଶି ପଛରେ ଥିବା କାରଣ ଜାଣିଲେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯିବେ। ସୂଚନା...

ବିଧାନସଭା ଅଧିବେଶନ ପୂର୍ବରୁ ୪ ବିଧାୟକ କରୋନାରେ ଆକ୍ରାନ୍ତ

ଲକ୍ଷ୍ନୌ,୨୦।୮: କରୋନା ସଂକ୍ରମଣ ବେଳକୁ ବେଳ ଉଗ୍ର ରୂପ ନେବାକୁ ଯାଉଛି। ଉତ୍ତର ପ୍ରଦେଶ ବିଧାନସଭା ଅଧିବେଶନ ଆରମ୍ଭ ହେବା ପୂର୍ବରୁ ଏବେ ସମସ୍ତଙ୍କ ମୁଣ୍ଡ...

ମଧ୍ୟପ୍ରଦେଶ ବିଧାନସଭା ଉପ-ନିର୍ବାଚନ ଫଳାଫଳ: ଭାଜପା ଆଗୁଆ

ଭୋପାଳ,୧୦।୧୧: ମଧ୍ୟପ୍ରଦେଶ ବିଧାନସଭା ଉପ-ନିର୍ବାଚନର ୨୮ଟି ଆସନ ପାଇଁ ଭୋଟ ଗଣନା ଚାଲିଛି। ପ୍ରାରମ୍ଭିକ ଧାରାରେ ଭାଜପା ଆଗରେ ରହିଛି।ଭାଜପା ୧୮, କଂଗ୍ରେସ ୮ ଏବଂ...

Advertisement
Archives

Model This Week