ହାସିନାଙ୍କ ମନ୍ତବ୍ୟ: ଭାରତୀୟ ଉଚ୍ଚାୟୁକ୍ତଙ୍କୁ ବାଂଲାଦେଶର ସମନ

ଢାକା,୧୬ା୧୨: ବାଂଲାଦେଶରେ ଗତ ଅଗଷ୍ଟରେ ହିଂସାତ୍ମକ ଆନ୍ଦୋଳନ ପରେ ଦେଶ ଛାଡ଼ି ଭାରତକୁ ପଳାୟନ କରିଥିବା ଗାଦିଚ୍ୟୁତ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନା(୭୮)ଙ୍କୁ ନଭେମ୍ବରରେ ସେଠାକାର ଏକ ସ୍ବତନ୍ତ୍ର ଟ୍ରିବ୍ୟୁନାଲ ମାନବତା ବିରୋଧରେ ଅପରାଧ ଅଭିଯୋଗରେ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଛନ୍ତି। ବାଂଲାଦେଶର ଅନ୍ତରୀଣ ସରକାର ମୁଖ୍ୟ ମହମ୍ମଦ ୟୁନୁସ୍‌ ତାଙ୍କ ବିରୋଧରେ ଷଡ଼ଯନ୍ତ୍ର ରଚୁଥିବା, ଏବଂ ଦେଶକୁ ଧ୍ୱଂସ କରିବା ଲାଗି ଆତଙ୍କବାଦୀଙ୍କୁ ମୁକ୍ତ କରୁଥିବା ହାସିନା ଅଭିଯୋଗ ଆଣିଥିଲେ। ତାଙ୍କ ମନ୍ତବ୍ୟ ଉପରେ ଆପତ୍ତି ଉଠାଇ ବାଂଲାଦେଶ ବହିର୍ବ୍ୟାପାର ମନ୍ତ୍ରଣାଳୟ ଭାରତୀୟ ଉଚ୍ଚାୟୁକ୍ତ ପ୍ରଣୟ ବର୍ମାଙ୍କୁ ସମନ କରିଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ବଜେଟକୁ ନେଇ ଗର୍ଜିଲେ ଏମପି ସପ୍ତଗିରି, ପର୍ଯ୍ୟଟନ ବିକାଶରେ ଦେଓମାଳିର ସ୍ଥାନ…

ରାୟଗଡ଼ା,୧।୨(ଆଶିଷ ରଞ୍ଜନ ପଣ୍ଡା): ରବିବାର ଉପସ୍ଥାପନ ହୋଇଥିବା କେନ୍ଦ୍ରୀୟ ବଜେଟ୍ ଓଡ଼ିଶାର ଆଦିବାସୀଙ୍କୁ ଉପେକ୍ଷା କରାଯାଇଛି ବୋଲି ଟାର୍ଗେଟ କହିଛନ୍ତି ଏମପି ସପ୍ତଗିରି ଉଲାକା। କେନ୍ଦ୍ରୀୟ ବଜେଟ୍…

ହଳଦିଆପଦର ସଡ଼କ ଦୁର୍ଘଟଣା, ମୃତକଙ୍କ ପରିବାରକୁ ଭେଟିଲେ ପରିବହନ ମନ୍ତ୍ରୀ

ଦିଗପହଣ୍ଡି,୧|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ସହର ଉପକଣ୍ଠ ହଳଦିଆପଦର ଓଭରବ୍ରିଜ ନିକଟରେ ଶନିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଥିଲା। ଏଥିରେ ପ୍ରାଣ ହରାଇଥିବା…

PCBର ଅଜବ ନିଷ୍ପତ୍ତି: T20 ବିଶ୍ୱକପରେ ଭାରତ ବିପକ୍ଷରେ ଖେଳିବ ନାହିଁ ପାକିସ୍ତାନ

ନୂଆଦିଲ୍ଲୀ,୧ା୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) 2026ଟି-20 ବିଶ୍ୱକପ ସମ୍ପର୍କରେ ଏକ ଅଜବ ନିଷ୍ପତ୍ତି ନେଇଛି। ଏହି ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟରେ ପାକିସ୍ତାନ ଦଳ ଭାରତ ସହିତ ଖେଳିବ…

କେନ୍ଦ୍ର ବଜେଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ଏହା ଐତିହାସିକ ବଜେଟ୍

ଭୁବନେଶ୍ବର, ୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଆଜି ୨୦୨୬-୨୭ ବର୍ଷ ପାଇଁ କେନ୍ଦ୍ର ବଜେଟ୍ ଉପସ୍ଥାପନ କରିଛନ୍ତି । ଏହା ଉପରେ ପ୍ରତିକ୍ରିୟା ଦେଇଛନ୍ତି ମୁଖ୍ୟମନ୍ତ୍ରୀ…

ବଜେଟ ଉପରେ ଆଇନଜୀବୀଙ୍କ ପ୍ରତିକ୍ରିୟା, ଭାରତର କର୍ପୋରେଟ ପୁଞ୍ଜି…

ସୁନ୍ଦରଗଡ,୧।୨ (ଜୟ ନାରାୟଣ ମେଣ୍ଡୁଳି): ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬ ବଜେଟ ଉପସ୍ଥାପନ କରିଛନ୍ତି । ଏହାପରେ ସାଧାରଣ ଲୋକଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ଆଇନଜୀବୀ…

Budgetରେ ଜନଗଣନା ପାଇଁ କ’ଣ ରହିଛି ଜାଣନ୍ତୁ…

ନୂଆଦିଲ୍ଲୀ,୧ା୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ରବିବାର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ୨୦୨୭ ଜନଗଣନା ପାଇଁ କେନ୍ଦ୍ର ବଜେଟରେ ୬,୦୦୦…

ମଙ୍ଗଳବାର ତାରାତାରିଣୀ ଆସିବେ ମୁଖ୍ଯମନ୍ତ୍ରୀ, ସାମୁହିକ କନ୍ଯାରତ୍ନ ବିବାହରେ…

ପୁରୁଷୋତ୍ତମପୁର,୧।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା ତାରାତାରିଣୀଙ୍କ ପୀଠରେ ମଙ୍ଗଳବାର ମୁଖ୍ଯମନ୍ତ୍ରୀ କନ୍ଯା ବିବାହ ଯୋଜନାରେ ସାମୁହିକ ବିବାହ କାର୍ଯ୍ଯକ୍ରମର ବ୍ଯବସ୍ଥା ରହିଛି ।…

ସ୍କଟଲାଣ୍ଡ, ଆୟର୍ଲାଣ୍ଡ ଖେଳିବେ ଟି୨୦ ବିଶ୍ୱକପ୍‌

ନୂଆଦିଲ୍ଲୀ,୧ା୨:  ଜୁନରେ ଇଂଲଣ୍ଡରେ ହେବାକୁ ଥିବା ମହିଳା ଟି୨୦ ବିଶ୍ୱକପ୍‌ ଲାଗି ସ୍କଟଲାଣ୍ଡ ଓ ଆୟର୍ଲାଣ୍ଡ ରବିବାର ଯୋଗ୍ୟତା ଅର୍ଜନ କରିଛନ୍ତି। ନେପାଳର କିର୍ତିପୁରଠାରେ ଚାଲିଥିବା କ୍ୱାଲିଫାୟର୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri