ହାସିନାଙ୍କ ମନ୍ତବ୍ୟ: ଭାରତୀୟ ଉଚ୍ଚାୟୁକ୍ତଙ୍କୁ ବାଂଲାଦେଶର ସମନ

ଢାକା,୧୬ା୧୨: ବାଂଲାଦେଶରେ ଗତ ଅଗଷ୍ଟରେ ହିଂସାତ୍ମକ ଆନ୍ଦୋଳନ ପରେ ଦେଶ ଛାଡ଼ି ଭାରତକୁ ପଳାୟନ କରିଥିବା ଗାଦିଚ୍ୟୁତ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନା(୭୮)ଙ୍କୁ ନଭେମ୍ବରରେ ସେଠାକାର ଏକ ସ୍ବତନ୍ତ୍ର ଟ୍ରିବ୍ୟୁନାଲ ମାନବତା ବିରୋଧରେ ଅପରାଧ ଅଭିଯୋଗରେ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଛନ୍ତି। ବାଂଲାଦେଶର ଅନ୍ତରୀଣ ସରକାର ମୁଖ୍ୟ ମହମ୍ମଦ ୟୁନୁସ୍‌ ତାଙ୍କ ବିରୋଧରେ ଷଡ଼ଯନ୍ତ୍ର ରଚୁଥିବା, ଏବଂ ଦେଶକୁ ଧ୍ୱଂସ କରିବା ଲାଗି ଆତଙ୍କବାଦୀଙ୍କୁ ମୁକ୍ତ କରୁଥିବା ହାସିନା ଅଭିଯୋଗ ଆଣିଥିଲେ। ତାଙ୍କ ମନ୍ତବ୍ୟ ଉପରେ ଆପତ୍ତି ଉଠାଇ ବାଂଲାଦେଶ ବହିର୍ବ୍ୟାପାର ମନ୍ତ୍ରଣାଳୟ ଭାରତୀୟ ଉଚ୍ଚାୟୁକ୍ତ ପ୍ରଣୟ ବର୍ମାଙ୍କୁ ସମନ କରିଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟିମ ଇଣ୍ଡିଆରେ ରୋହିତ ଶର୍ମାଙ୍କ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଲେ ଅଧିନାୟକ ଶୁଭମନ, କହିଲେ…

ନୂଆଦିଲ୍ଲୀ, ୨୧।୬: ତୃତୀୟ ଦିନିକିଆ ମ୍ୟାଚରେ ଭାରତ, ଆଫଗାନିସ୍ତାନକୁ ୯ ଉଇକେଟ୍‌ରେ ପରାସ୍ତ କରିଛି। ଏହା ସହିତ ଟିମ ଇଣ୍ଡିଆ, ଆଫଗାନିସ୍ତାନକୁ ଦିନିକିଆ ସିରିଜରେ କ୍ଲିନ ସ୍ବିପ୍‌…

ଭାରତ କ’ଣ ପାଇଲା

ଜୁନ୍‌ ୧୭ରେ ଏକ ଖବର ପ୍ରକାଶ ପାଇଥିଲା, ଆମେରିକା ଇଣ୍ଡୋ-ପାସିଫିକ କମାଣ୍ଡର ନାମ ବଦଳାଇ ପୁଣିଥରେ ‘ପାସିଫିକ କମାଣ୍ଡ’ କରିଦେଇଛି। କଶ୍ମୀରର ଏକ ଭୁଲ୍‌ ମାନଚିତ୍ର ସହିତ…

ବାଂଲାଦେଶ ପ୍ରଧାନମନ୍ତ୍ରୀ ତାରିକ ରହମାନଙ୍କ ବଡ଼ ନିଷ୍ପତ୍ତି: ସେ ତାଙ୍କର ପ୍ରଥମ ବିଦେଶ ଗସ୍ତରେ ଭାରତ ପରିବର୍ତ୍ତେ ଗସ୍ତ କରିବେ ଏହି ଦେଶ

ଢାକା,୨୧।୬: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ତାଙ୍କର ପ୍ରଥମ ବିଦେଶ ଗସ୍ତ ପାଇଁ ମାଲେସିଆ ଏବଂ ଚାଇନାକୁ ବାଛିଛନ୍ତି। ଏହି ନିଷ୍ପତ୍ତିକୁ ତାଙ୍କର ନୂତନ ବୈଦେଶିକ ନୀତି…

ଆରାବଳୀ ରାୟ ସମୀକ୍ଷା କମିଟିର ପରିବର୍ତ୍ତନ ଦାବି, ସିଜେଆଇଙ୍କୁ ପତ୍ର ଲେଖିଲେ ବିଶେଷଜ୍ଞ

ନୂଆଦିଲ୍ଲୀ,୨୧।୬: ଆରାବଳୀ ପର୍ବତମାଳାର ସୁରକ୍ଷା ଲକ୍ଷ୍ୟରେ ଦିଆଯାଇଥିବା ପୂର୍ବ ରାୟର ସମୀକ୍ଷା ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ କମିଟିରେ ପରିବର୍ତ୍ତନ ପାଇଁ ଭାରତର ପ୍ରଧାନ ବିଚାରପତି (ସିଜେଆଇ)ଙ୍କୁ…

ଅଧ୍ୟକ୍ଷ ପଦ ଛାଡ଼ିବାକୁ ପ୍ରସ୍ତୁତ: ଉଦ୍ଧବ

ମୁମ୍ବାଇ,୨୧।୬: ଶିବସେନା (ୟୁବିଟି)ରେ ବିଦ୍ରୋହ ଅଧିକ ଗମ୍ଭୀର ହେଉଥିବାବେଳେ ଦଳ ଅଧ୍ୟକ୍ଷ ପଦ ଛାଡ଼ିବାକୁ ପ୍ରସ୍ତୁତ ଥିବା ନେଇ ଉଦ୍ଧବ ଠାକ୍‌ରେ ଶୁକ୍ରବାର କହିଛନ୍ତି। ତାଙ୍କ ନେତୃତ୍ୱ…

ଇରାନର ସର୍ତ୍ତ ପୂରଣ ହେଲେ ହର୍ମୁଜ ପ୍ରଣାଳୀରୁ ବାହାରିବ ଜହାଜ, ନୂଆ ସର୍ତ୍ତକୁ ନେଇ ଚିନ୍ତାରେ ପଡିଲାଣି ସାରା ବିଶ୍ୱ

ତେହରାନ,୨୧।୬: ଆମେରିକା ଏବଂ ଇରାନ ମଧ୍ୟରେ ଚୁକ୍ତିନାମା ପରେ, ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ପଥ ମଧ୍ୟରୁ ଗୋଟିଏ ହର୍ମୁଜ ପ୍ରଣାଳୀକୁ ବାଣିଜ୍ୟିକ ଜାହାଜ ପାଇଁ ପୁନଃ…

International Yoga Day: ୩୫୦୦୦ ଲୋକଙ୍କ ସହ ଯୋଗ କଲେ ମୋଦି, କୋଲକାତାରେ ଭବ୍ୟ ଆୟୋଜନ

କୋଲକାତା,୨୧।୬: ଆଜି ଅନ୍ତର୍ଜାତୀୟ ଯୋଗ ଦିବସ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଲକାତାର ରେଡ ରୋଡରେ ଆୟୋଜିତ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ କାର୍ଯ୍ୟକ୍ରମରେ…

ଜୁନ୍‌ ସରିବାକୁ ବସିଲା, ହେଉନି ବର୍ଷା: ଚାଷ କାମରେ ବାଧା

ଅମରପଲି,୨୧ା୬(ପୀତାମ୍ବର ସାହୁ): ସାଧାରଣତଃ ଜୁନ୍‌ ମାସର ପ୍ରଥମ ସପ୍ତାହରେ ମୌସୁମୀ ବର୍ଷା ଆରମ୍ଭ ହୋଇଯାଏ। ଏହାସହ ଚାଷୀମାନେ ଜମି ହଳ କରି ଧାନ ବୁଣା ଓ ତଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri