ବର୍ଷା ବିପନ୍ନଙ୍କ ପାଖରେ ପହଞ୍ଚିଲେ ହାଟଡିହି ବ୍ଲକ ଉପାଧ୍ୟକ୍ଷ, ଅଞ୍ଚଳବାସୀଙ୍କ ପ୍ରଶଂସା

ବଞ୍ଚୋ,୨।୮(ପ୍ରଦୋଷ ବିଶ୍ୱାଳ ): ଲଗାଣ ବର୍ଷା ଓ ବନ୍ୟା ପ୍ରଭାବରେ ଆନନ୍ଦପୁର ଉପଖଣ୍ଡର ଅନେକ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ବଞ୍ଚୋ ଗ୍ରାମପଞ୍ଚାୟତର ୧୧ ଓ ୧୨ ନମ୍ବର ୱାର୍ଡ ସମେତ ବିଭିନ୍ନ ସ୍ଥାନରେ ଲୋକେ ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି । ଏହି ପରିସ୍ଥିତିରେ ହାଟଡିହି ବ୍ଲକ ଉପାଧ୍ୟକ୍ଷ ତଥା ଯୁବ ବିଜେଡି ନେତା ରତିକାନ୍ତ ରାଉତ ପ୍ରଭାବିତ ଅଞ୍ଚଳ ଗସ୍ତ କରି ବିପନ୍ନ ପରିବାରଙ୍କ ସହ ଆଲୋଚନା କରିଥିଲେ ।

ସେମାନଙ୍କ ଦୁଃଖଦୁର୍ଦ୍ଦଶା ବୁଝିବା ସହ ଚୁଡ଼ା, ଚିନି, ଅଟା, ବିସ୍କୁଟ ସମେତ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ବଣ୍ଟନ କରିଥିଲେ। ଏଭଳି ଦୁର୍ଦ୍ଦିନରେ ଲୋକଙ୍କ ପାଖରେ ରହି ସମ୍ଭବପର ସହାୟତା ଯୋଗାଇ ଦିଆଯିବ ବୋଲି ସେ କହିଛନ୍ତି । ତାଙ୍କ ଏହି ମାନବିକ ପଦକ୍ଷେପକୁ ସ୍ଥାନୀୟ ଅଞ୍ଚଳବାସୀ ପ୍ରଶଂସା କରିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷାବିତ୍‌ ବିମଳ ଷଡ଼ଙ୍ଗୀଙ୍କ ପରଲୋକ

ଖୋର୍ଦ୍ଧା,୧୮।୯(ପ୍ରଭାତ ପାଣିଗ୍ରାହୀ): ଉତ୍କଳ ସମ୍ମିଳନୀର ରାଜ୍ୟ ଉପସଭାପତି ବରିଷ୍ଠ ନାଗରିକ, ବୁଦ୍ଧିଜୀବୀ ତଥା ଶିକ୍ଷାବିତ, ଖବରକାଗଜର ବିଶିଷ୍ଟ ସଂଗ୍ରାହକ ଭାବେ ପରିଚିତ ଖୋର୍ଦ୍ଧା ନିବାସୀ ବିମଳ ଷଡଙ୍ଗୀ(୭୫)…

ଓରାଙ୍ଗଉଟାନଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୮।୯: ଉଦ୍ଧାର ହୋଇଥିବା ଓରାଙ୍ଗଉଟାନଙ୍କୁ ନେଇ ଜଙ୍ଗଲ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଓରାଙ୍ଗଉଟାନଙ୍କ ସମ୍ପର୍କରେ…

ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ, ଆସନ୍ତା ୨୪ସୁଦ୍ଧା…

ଭୁବନେଶ୍ୱର,୧୮।୯: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ଶୁକ୍ରବାର ପୌର ନିର୍ବାଚନ ନେଇ ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି କରାଯାଇଛି।…

ବାଡ଼ିକୁ ଗାଈ ଆଣିବା ପାଇଁ ଯାଇଥିଲେ ପୀତାମ୍ବର, ବଜ୍ରପାତ ହେବାରୁ…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ସ୍ଥାନୀୟ କେନ୍ତିଆ ଗ୍ରାମର ପୀତାମ୍ବର ରାଉତ(୬୦) ନିଜ ବାଡ଼ିକୁ ଗାଈ ଆଣିବାକୁ ଯାଇ ବଜ୍ରପାତର…

ନକଲି ଫେସ୍‌ବୁକ୍‌ ଆଇଡିରେ ଠକି ନେଇଥିଲେ ୨୫ ଲକ୍ଷ ଟଙ୍କା, ୩ ଭଉଣୀଭାଇଙ୍କୁ ବାନ୍ଧିଲା ସାଇବର ପୋଲିସ

ସମ୍ବଲପୁର,୧୮ା୯(ପ୍ରମୋଦ ବହିଦାର): ଫେସ୍‌ବୁକରେ ନକଲି ଆଇଡି ଖୋଲି ଟଙ୍କାକୁ ଦ୍ୱିଗୁଣ କରିଦେବାର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଦୁଇ ଭଉଣୀଙ୍କ ସହ ଭାଇଙ୍କୁ ଗିରଫ…

ବାଇକ୍‌ରେ ଯାଉଥିବାବେଳେ ଯୁବକଙ୍କ ଉପରେ ଭାଙ୍ଗିପଡ଼ିଲା ଗଛ ଡାଳ, ପେଟରେ ଗଳିଯିବାରୁ…

କେନ୍ଦ୍ରାପଡ଼ା,୧୮ା୯(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ଗଣ୍ଡାକିଆ ରାସ୍ତାରେ ଶୁକ୍ରବାର ଏକ ଅଘଟଣ ଘଟିଛି।ଏହି ରାସ୍ତାର କଂସାରଠାରେ ଗଛଡାଳ ବାଇକ୍‌ ଉପରେ ପଡ଼ିବା ସହ…

ଗୋଟିଏ ରୁମ୍‌ରେ ଯୁବତୀଙ୍କ ସହ ରାତି କାଟିଲେ ଫାଣ୍ଡି ଅଧିକାରୀ, ଗ୍ରାମବାସୀ ଦେଖିବା ପରେ ବାହାରୁ ତାଲା ପକାଇ…

ଉମରକୋଟ,୧୮।୯(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ ସିଂସାରି ଫାଣ୍ଡି ଅଧିକାରୀ ଫାଣ୍ଡି ପରିସରରେ ଥିବା ଏକ ରୁମ୍‌ରେ ଜଣେ ଯୁବତୀଙ୍କ ସହ ବୁଧବାର ରାତିରେ…

ଘରେ ବାହାର ପଟୁ ତାଲା ପକାଇ ୫ ଛେଳି ଚୋରି, ୨ ଜଣଙ୍କୁ ଧରି…

ପାଟଣା,୧୮ା୯(ବୀରକିଶୋର ଦାଶ): କିଛିଦିନ ହେବ ପାଟଣା, ଘଟଗାଁ, ତୁରୁମୁଙ୍ଗା ଥାନା ଅଞ୍ଚଳର ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଛେଳି ଚୋରି ବୃଦ୍ଧି ପାଇଛି। ବହୁ ସଂଖ୍ୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?