Posted inଜାତୀୟ

ଘୃଣା ରାଜନୀତି: ପ୍ରଧାନମନ୍ତ୍ରୀଙ୍କ ସମର୍ଥନରେ ବାହାରିଲେ ୧୯୭ ଅବସରପ୍ରାପ୍ତ ଅଧିକାରୀ…

ନୂଆଦିଲ୍ଲୀ, ୩୦।୪ : ଘୃଣା ରାଜନୀତି ଜବାବରେ ଦେଶର ୮ ଜଣ ଅବସରପ୍ରାପ୍ତ ବିଚାରପତି, ୯୭ ଅବସରପ୍ରାପ୍ତ ଅମଲାତନ୍ତ୍ର ଏବଂ ୯୨ ଅବସରପ୍ରାପ୍ତ ସଶସ୍ତ୍ର ବାହିନୀର ଅଧିକାରୀଙ୍କ ସମେତ ୧୯୭ ଜଣ ଅଧିକାରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମର୍ଥନରେ ଚିଠି ଲେଖିଛନ୍ତି। ସେମାନଙ୍କ ସ୍ବାକ୍ଷର ସହିତ ଏହି ଚିଠି ଲେଖାଯାଇଛି।

ଦେଶରେ ଘୃଣାର ରାଜନୀତିକୁ ସମାପ୍ତ କରିବାକୁ ପ୍ରଧାନମନ୍ତ୍ରୀଙ୍କୁ ଏକ ଆତ୍ମ-ସମ୍ବିଧାନିକ ଆଚରଣ ବିଧି ଗୋଷ୍ଠୀ (ସିସିଜି) ଦ୍ୱାରା ଲେଖାଯାଇଥିବା ଚିଠିର ଉତ୍ତରରେ ଅବସରପ୍ରାପ୍ତ ଅଧିକାରୀମାନଙ୍କ ପକ୍ଷରୁ ଏଭଳି ଚିଠି ଲେଖାଯାଇଛି।

ସେମାନେ ଚିଠିରେ କହିଛନ୍ତି ଯେ ବିଧାନସଭା ନିର୍ବାଚନରେ ଭାଜପାର ସଫଳତା ନେଇ ସିସିଜିର ହତାଶ ହୋଇ ଏଭଳି ଲେଖିଛି। ଏହା ମୋଦି ସରକାରଙ୍କ ବିରୋଧରେ ଏକ ରାଜନୈତିକ ଅଭିଯାନ, ଯାହା ଶାସକ ଶାସନ ବିରୁଦ୍ଧରେ ଜନମତ ସୃଷ୍ଟି କରିପାରିବା ଲାଗି କରାଯାଇଛି। ଚିଠିରେ ମଧ୍ୟ କୁହାଯାଇଛିି ଯେ ପଶ୍ଚିମବଙ୍ଗରେ ନିର୍ବାଚନ ପରେ ଘଟିଥିବା ହିଂସା ନେଇ ସିସିଜି କାହିଁକି ନୀରବ ରହିଥିଲା।

ସିସିଜିି ଚିଠିରେ କୌଣସି ଗୁରୁତ୍ୱପୂର୍ଣ୍ଣ ପ୍ରମାଣ ଥିବା ପରି ମନେ ହେଉନାହିଁ ବୋଲି ଅଧିକାରେ ମାନେ ନିଜ ଚିଠିରେ ଉଲ୍ଲେଖ କରିଛନ୍ତି। ସିସିଜି ନିଜ ଚିଠିରେ କେନ୍ଦ୍ର ସରକାର ଏବଂ ଅନ୍ୟ ବିଜେପି ସରକାରଙ୍କୁ ସମାଲୋଚନା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri