Posted inଜାତୀୟ

ବିଦ୍ୱେଷ ସୃଷ୍ଟିକାରୀ ଭାଷଣ ମାମଲା, କେନ୍ଦ୍ର ସରକାରଙ୍କୁ ନୋଟିସ୍‌ ଜାରି…

ନୂଆଦିଲ୍ଲୀ, ୧୨।୧ : ହରିଦ୍ୱାର ଏବଂ ରାଜଧାନୀ ଦିଲ୍ଲୀରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯେଉଁମାନେ ବିଦ୍ୱେଷ ସୃଷ୍ଟିକାରୀ ଭାଷଣ ଦେଇଥିବାର ଅଭିଯୋଗ ହୋଇଛି, ସେମାନଙ୍କ ବିରୋଧରେ ଯାଞ୍ଚ ତଥା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନିର୍ଦ୍ଦେଶ ଦେବାକୁ ହୋଇଥିବା ଆବେଦନର ଶୁଣାଣି ବୁଧବାର ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ନୋଟିସ୍‌ ଜାରି କରିଛନ୍ତି। କହିଛନ୍ତି।

ପ୍ରଧାନ ବିଚାରପତି ଏନ.ଭି. ରମନା, ବିଚାରପତି ସୂର୍ଯ୍ୟ କାନ୍ତ ଏବଂ ହିମା କୋହଲିଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଗଣମାଧ୍ୟମ ପ୍ରତିନିଧି କୁର୍ବାନ ଅଲି ଏବଂ ପାଟନା ହାଇକୋର୍ଟର ପୂର୍ବତନ ବିଚାରପତି ତଥା ବରିଷ୍ଠ ଓକିଲ ଅଞ୍ଜନା ପ୍ରକାଶଙ୍କ ଆବେଦନ ଉପରେ କେନ୍ଦ୍ର ସରକାରଙ୍କୁ ନୋଟିସ ଜାରି କରିଛନ୍ତିି।

ଏକ ନିର୍ଦ୍ଦିଷ୍ଟ ସମ୍ପ୍ରଦାୟ ବିରୋଧରେ ଆପତ୍ତିଜନକ ଭାଷଣ ପାଇଁ ହୋଇଥିବା ଏହି ମାମଲାର ଶୁଣାଣି ୧୦ ଦିନ ପରେ ହେବ ବୋଲି ଖଣ୍ଡପୀଠ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଏହି ମାମଲାରେ ଏସ୍‌ଆଇଟି ଦ୍ୱାରା ଏକ ସ୍ବତନ୍ତ୍ର, ବିଶ୍ୱାସଯୋଗ୍ୟ ଏବଂ ନିରପେକ୍ଷ ତଦନ୍ତ ପାଇଁ ଆବେଦନରେ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର କ୍ଷତରେ ଲୁଣ ଲଗାଇଲା ଇଂଲଣ୍ଡ, ଅଧିନାୟକ ହ୍ୟାରି ବ୍ରୁକ କହିଲେ, ‘ମୁଁ ଏହାକୁ ପ୍ରକୃତରେ ଉପଭୋଗ କରିଥିଲି…’

ନୂଆଦିଲ୍ଲୀ,୧୦।୭: ବ୍ରିଷ୍ଟଲରେ ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ଇଂଲଣ୍ଡ ଭାରତୀୟ କ୍ରିକେଟ ଦଳକୁ ୯ ୱିକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ ଇଂଲଣ୍ଡ ୩-୦ରେ ସିରିଜ…

ପ୍ରଧାନମନ୍ତ୍ରୀଙ୍କ ପଛରେ ଠିଆ ହୋଇଥିବା ଝିଅ ଦେଲେ ଏମିତି ସଙ୍କେତ; ପଛକୁ ବୁଲି ଚାହିଁଲେ ମୋଦି, ଆଉ ତାପରେ…

ନୂଆଦିଲ୍ଲୀ,୧୦।୭:ଅଷ୍ଟ୍ରେଲିଆର ମେଲବୋର୍ନର ମାର୍ଭେଲ ଷ୍ଟାଡିୟମରେ ପ୍ରଧାନମନ୍ତ୍ରୀ ମୋଦି ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରୁଥିବା ସମୟରେ ଏକ ଅନନ୍ୟ ଦୃଶ୍ୟ ଦେଖାଯାଇଥିଲା। ଭାଷଣ ସମୟରେ, ମଞ୍ଚ ଉପରେ ତାଙ୍କ…

ଜିଓ ନେଟୱର୍କ ସେବା ବିପର୍ଯ୍ୟସ୍ତ: ଲୋକେ ହନ୍ତସନ୍ତ

କର୍ଲାମୁଣ୍ଡା,୧୦।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଗଜବାହାଲ ଗ୍ରାମରେ ଜିଓ ୫ଜି ନେଟୱର୍କ ସେବା ଦୀର୍ଘଦିନ ଧରି ବ୍ୟାହତ ହୋଇଆସୁଛି। ବିଦ୍ୟୁତ ଥିବା ସତ୍ତ୍ୱେ…

ଅଦିନିଆ ରଥଯାତ୍ରା ଉପରେ ରୋକ: ନିର୍ଦ୍ଦେଶ ଦେଲେ ଜିଲାପାଳ

ଭୁବନେଶ୍ୱର,୧୦।୭: ରାଜସ୍ଥାନ ସିକରରେ ହେବାକୁ ଥିବା ଅଦିନିଆ ରଥଯାତ୍ରା ଉପରେ ରୋକ ଲଗାଯାଇଛି। ସିକର ଜିଲ୍ଲା ମାଜିଷ୍ଟ୍ରେଟ ରଥଯାତ୍ରା ବନ୍ଦ ନିର୍ଦ୍ଦେଶ ଦେଇଛନ୍ତି। ଗତକାଲି ଅଦିନ ରଥଯାତ୍ରା…

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

ଟ୍ରମ୍ପଙ୍କୁ ହତ୍ୟା ପାଇଁ ପୁଣି ବଡ଼ ଷଡ଼ଯନ୍ତ୍ର! ଇରାନର ନୂଆ ଚକ୍ରାନ୍ତକୁ ନେଇ ଆମେରିକାକୁ ଚେତାଇଲା…

ୱାଶିଂଟନ,୧୦।୭: ଆମେରିକା ଏବଂ ଇରାନ ମଧ୍ୟରେ ବଢୁଥିବା ସୈନ୍ୟ ସଂଘାତ ମଧ୍ୟରେ ଏକ ଗମ୍ଭୀର ଖବର ସାମ୍ନାକୁ ଆସିଛି। ଏକ ରିପୋର୍ଟ ଅନୁଯାୟୀ, ଇସ୍ରାଏଲର ଗୁପ୍ତଚର ସଂସ୍ଥା…

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ…

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଚେତାବନୀ, ବିଶ୍ୱର ୯୨% ଲୋକଙ୍କ ଉପରେ ପଡ଼ୁଛି କର୍କଟ ରୋଗର ପ୍ରଭାବ

ନୂଆଦିଲ୍ଲୀ,୧୦ା୭(ପି.ଟି.): ବିଶ୍ୱ ଜନସଂଖ୍ୟାର ପ୍ରାୟ ୯୨% ଲୋକ ନିଜ ଜୀବନକାଳ ମଧ୍ୟରେ ଅନ୍ତତଃ ପକ୍ଷେ ଥରେ କର୍କଟ ରୋଗ ବା କ୍ୟାନ୍‌ସରର ସିଧାସଳଖ କିମ୍ବା ପରୋକ୍ଷ ପ୍ରଭାବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri