ହାଥରସ ମାମଲା: କଳାହାଣ୍ଡି ଛାତ୍ର କଂଗ୍ରେସର ବିକ୍ଷୋଭ

ଭବାନୀପାଟଣା,୨।୧୦(ଡି.ଏନ୍‌.ଏ.): ଉତ୍ତରପ୍ରଦେଶର ହାଥରସ ଠାରେ ଜଣେ ଦଳିତ ଯୁବତୀଙ୍କ ସହ ଘଟିଯାଇଥିବା ଗଣବଳାତ୍କାରକୁ ବିରୋଧ କରି କଳାହାଣ୍ଡି ଛାତ୍ର କଂଗ୍ରେସ ତରଫରୁ ଭବାନୀପାଟଣା କଲଜେ ଛକରେ ବିକ୍ଷୋଭ କରାଯାଇଛି। ଏହି ଘଟଣାରେ ସମସ୍ତ ଦୋଷୀଙ୍କୁ ଫାଶୀ ଦଣ୍ଡ ଦାବିରେ ପ୍ରତିବାଦ କରାଯାଇଥିଲା। ଏହି ବିକ୍ଷୋଭରେ ସୁଶାନ୍ତ ପ୍ରଧାନୀ, କରମ ଚାନ୍ଦ ନାଏକ, ସାବନ ପାତ୍ର, ଯୁବରାଜ, ମାନସ ମନ୍ନନ୍ଦ, ମହେଶ, ନିଲୁ ମେହେର ପ୍ରମୁଖ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କୁ ପଥରରେ ଛେଚି ମାରିଦେଲେ ସ୍ତ୍ରୀ

କପ୍ତିପଦା, ୧୭।୪(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ ମଝିଗାଡ଼ିଆ ପଞ୍ଚାୟତ ମହୁଲପଙ୍ଖା ଗାଁରେ ଜଣେ ମହିଳା ମଙ୍ଗଳବାର ରାତିରେ ତାଙ୍କ ସ୍ବାମୀଙ୍କୁ ପଥରରେ ଛେଚି...

ପାଣି ଘେରରେ ୨୦ରୁ ଊର୍ଦ୍ଧ୍ୱ ଗାଁ 

ବାଲୁଗାଁ ,୧୮ା୭(ଡି.ଏନ୍‌.ଏ.): ଲଗାଣ ବର୍ଷା ଯୋଗୁ ଚିଲିକା ବ୍ଲକ ଅଧୀନ ୨୦ରୁ ଊର୍ଦ୍ଧ୍ୱ ଗ୍ରାମ ଜଳବନ୍ଦୀରେ ରହିଥିବା ବେଳେ ଏକାଧିକ ଗ୍ରାମକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛି। ବର୍ଷା...

ଆନ୍ଦୋଳନ ଯୋଗୁ ୧.୪୭ କୋଟି କ୍ଷତି

ତାଳଚେର,୧୧ା୧୦(ନି.ପ୍ର.)- ସୋଲଡା ରୋଡ ସେଲ ପଏଣ୍ଟରୁ ଟ୍ରକ୍‌ରେ କୋଇଲା ପରିବହନ ଦାବି କରି ତାଳଚେର ବ୍ଲକ ଡଅଁରା ଗ୍ରାମବାସୀ ଓ ବଳରାମ ଟ୍ରକ୍‌ ଆସୋସିଏଶନ ପକ୍ଷରୁ...

କେନ୍ଦୁପତ୍ର ଉପରୁ ଜିଏସ୍‌ଟି ଉଚ୍ଛେଦ ଦାବି

କେନ୍ଦୁଝର, ୧।୧(ସ୍ବ.ପ୍ର.) କେନ୍ଦୁପତ୍ର ଉପରୁ ଜିଏସ୍‌ଟି ଉଚ୍ଛେଦ ଓ ଅନ୍ୟାନ୍ୟ ଦାବି ନେଇ କେନ୍ଦୁପତ୍ର କର୍ମଚାରୀ ସଂଘ ପକ୍ଷରୁ କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ...

କାଳବୈଶାଖୀର ତାଣ୍ଡବରେ ଗଛଭାଙ୍ଗି ରାସ୍ତା ଅବରୋଧ : ବିଧାୟକ ଅଗ୍ନିଶମ କର୍ମଚାରୀଙ୍କୁ ଡକାଇ କଲେ ସଫା

ପାଟଣା,୨।୬(ସ୍ବ.ପ୍ର.): କାଳବୈଶାଖୀ ତାଣ୍ଡବରେ ସୋମବାର ଅପରାହ୍ନରେ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ବହୁ କ୍ଷତି ଘଟିଛି। ଏଠାରେ ଘଡ଼ଘଡ଼ି ସାଙ୍ଗୁ ବର୍ଷା ପବନରେ ବଡ଼ ବଡ଼...

ମଣ୍ଡିରୁ ଶୀଘ୍ର ଧାନ ଉଠାଣ ଦାବି: ଚାଷୀଙ୍କ ରାସ୍ତାରୋକୋ

ଜୁନାଗଡ/ଦାସିଗଁା,୨୦।୬(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଚିଲଗୁଡା ନୀଳ ମାଧବ ଉଚ୍ଚ ବିଦ୍ୟାଳୟ ପରିସରରେ ସ୍ଥାନୀୟ ଚାଷୀମାନେ ମଣ୍ଡିରୁ ଶୀଘ୍ର ଧାନ ଉଠାଣ କରିବା ଦାବିରେ...

ରାଜ୍ୟରେ ଆଉ ଏକ କରୋନା ଆକ୍ରାନ୍ତ ଚିହ୍ନଟ: କଳାହାଣ୍ଡିରେ ପ୍ରଥମ କରୋନା ପଜିଟିଭ

ଭୁବନେଶ୍ୱର, ୪।୩(ବ୍ୟୁରୋ): ରାଜ୍ୟରେ ଆଉ ଏକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। କଳାହାଣ୍ଡି ଜିଲ୍ଲାର ୨୯ବର୍ଷୀୟ ଯୁବକ କରୋନା ଭୁତାଣୁରେ ସଂକ୍ରମିତ ହୋଇଛନ୍ତି। ସେ ବହାରିନରୁ...

ପଡ଼ାଗଁ।ଥି ପୁଷ୍‌ପୁନି ଭେଟ୍‌ଘାଟ: କବିତା, ନାଚ୍‌ଗାନାଥି ଦେଖନହାରୀ ବିଭୋର

ବିଜେପୁର, ୧୧।୧ (ଡି.ଏନ୍‌.ଏ)- ବରଗଡ଼ ଜିଲା ବିଜେପୁର ବ୍ଲକର ଗାଁଗଁଲିଥି ବଡ଼ା ଉସ୍‌ନାକିଥି ପୁଷ୍‌ପୁନି ତିହାର ଶୁକ୍ରବାର ପାଲିତ ହୋଇଯାଇଛି। କୁକ୍‌ରା ଡକାନୁ ଘରେ ଘରେ...

Advertisement
Archives

Model This Week