Posted inଜାତୀୟ

ହାଥରସ ଗଣବଳାତ୍କାର ମାମଲା: ପୀଡିତାଙ୍କ ଗ୍ରାମରେ ପହଞ୍ଚିଲା ସିବିଆଇ

ଲକ୍ଷ୍ନୌ,୧୩।୧୨-ବହୁଚର୍ଚ୍ଚିତ ଉତ୍ତରପ୍ରଦେଶ ହାଥରସ ଗଣବଳାତ୍କାର ମାମଲାର ତଦନ୍ତ ସିବିଆଇ କରୁଛି। ସିବିଆଇର ଏକ ଟିମ୍‌ ମଙ୍ଗଳବାର ପୀଡିତାଙ୍କ ଗ୍ରାମରେ ପହଞ୍ଚି ବିଭିନ୍ନ ଅଞ୍ଚଳକୁ ଯାଇ ଯାଞ୍ଚ କରିଛନ୍ତି। ସେହିପରି ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ସ୍ଥାନରେ ସିବିଆଇ ଟିମ ପହଞ୍ଚି ଦୀର୍ଘ ସମୟ ଧରି ତଦନ୍ତ କରିଥିଲେ। ଏହାପରେ ଉକ୍ତ ସ୍ଥାନର ଭିଡିଓଗ୍ରାଫି କରିଥିଲେ। ଏହି ସମୟରେ ପୀଡିତାଙ୍କ ପରିବାର ସଦସ୍ୟ ଉପସ୍ଥିତ ଥିଲେ। ପରେ ପୀଡିତାଙ୍କ ଅନ୍ତିମ ସଂସ୍କାର କରାଯାଇଥିବା ସ୍ଥାନକୁ ମଧ୍ୟ ସିବିଆଇ ଟିମ ଯାଇଥିଲା। ଏହାପରେ ସିବିଆଇର ଟିମ ପୀଡିତାଙ୍କ ଭାଇଙ୍କୁ ଅଧିକ ପଚରାଉଚରା ପାଇଁ ଏକ ଅଜ୍ଞାତ ସ୍ଥାନକୁ ନେଇ ଯାଇଥିଲା।
ସୂଚନାଯୋଗ୍ୟ, ସେପ୍ଟେମ୍ବର ୧୪ରେ କିଛି ଯୁବକ ମିଶି ୧୯ ବର୍ଷୀୟା ଯୁବତୀଙ୍କ ସହ ଗଣ ବଳାତ୍କାର କରିଥିଲେ। ଏହାପରେ ଯୁବତୀ ଜଣକ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ସେପ୍ଟେମ୍ବର ୨୯ରେ ପୀଡିତା ଯୁବତୀ ମୃତ୍ୟୁବରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା NEET, UG ପରୀକ୍ଷା

ନୂଆଦିଲ୍ଲୀ,୨୧।୬: କଡ଼ା ସୁରକ୍ଷା ମଧ୍ୟରେ ଶେଷ ହୋଇଛି NEET-UG ପରୀକ୍ଷା। ୫୪୪୦ କେନ୍ଦ୍ରରେ ୨୨ ଲକ୍ଷରୁ ଊଦ୍ଧର୍‌ବ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ସୂଚନ ମିଳିଛି। ପରୀକ୍ଷାକୁ ସୁରକ୍ଷିତ…

ତାମିଲନାଡୁରେ ବଡ଼ ଅଘଟଣ: ସି-ଫୁଡ୍ ଫ୍ୟାକ୍ଟ୍ରିରେ ଆମୋନିଆ ଗ୍ୟାସ ଲିକ୍, ୨ ମୃତ ଓ ୪୬ ଗୁରୁତର

ଚେନ୍ନାଇ,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ୍ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍ ହେବା ଯୋଗୁ ଏକ ବଡ଼ ଦୁର୍ଘଟଣା ଘଟିଛି।…

IRCTC ଆକାଉଣ୍ଟର ପାସୱାର୍ଡ ଭୁଲି ଯାଇଛନ୍ତି କି? ଏହି ସହଜ ଷ୍ଟେପ୍ସ ଆପଣାଇ କେଇ ମିନିଟ୍‌ରେ କରନ୍ତୁ ରିସେଟ୍‌

ନୂଆଦିଲ୍ଲୀ,୨୧।୬:ଭାରତରେ ପ୍ରତିଦିନ ହଜାର ହଜାର ଟ୍ରେନ ଚାଲୁଛି। କୋଟି କୋଟି ଲୋକ ଏଥିରେ ଯାତ୍ରା କରୁଛନ୍ତି। ପୂର୍ବରୁ ଲୋକେ ଟିକେଟ କାଉଣ୍ଟରକୁ ଯାଇ ଲମ୍ବା ଲାଇନରେ ଛିଡ଼ା…

ଦିଲ୍ଲୀ ଏୟାରପୋର୍ଟରେ ୪୫ ମିନିଟ୍‌ ଅଟକି ରହିଲେ ମୋଦି, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୧ା୬: ରବିବାର ଅପରାହ୍ନରେ ଦିଲ୍ଲୀ ଏୟାରପୋର୍ଟରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୁରନ୍ତ ତାଙ୍କ ବାସଭବନକୁ ଯିବା ପରିବର୍ତ୍ତେ ବିମାନବନ୍ଦରରେ ଅପେକ୍ଷା କରିବାକୁ ନିଷ୍ପତ୍ତି ନେଇଥିଲେ।…

ଇପିଏଫ୍‌ଓ ୩.୦ରେ ବଡ଼ ପରିବର୍ତ୍ତନ! ଆଉ ୭୫% ନୁହେଁ, ଏଣିକି ବିନା କାରଣରେ ବି ଉଠାଇ ପାରିବେ ପୁରା PF ଟଙ୍କା

ନୂଆଦିଲ୍ଲୀ,୨୧।୬: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର ସଦସ୍ୟମାନଙ୍କ ପାଇଁ ‘EPFO 3.0’ ଅଧୀନରେ ଅନେକ ସହଜ ଓ ସୁବିଧାଜନକ ନିୟମ ଆଣିବାକୁ ଯାଉଛି। ଏହି…

‘୫୦ ବର୍ଷରେ ୩୦ ବର୍ଷ ଭଳି ଉର୍ଜାଶୀଳ ରୁହନ୍ତୁ’, ଅନ୍ତର୍ଜାତୀୟ ଯୋଗ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାର୍ତ୍ତା

କୋଲକାତା,୨୧।୬: ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ କୋଲକାତାରେ ଏକ ଯୋଗ ଦିବସ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଥିରେ ପ୍ରଧାନମନ୍ତ୍ରୀ…

ସାବଧାନ! ବଦଳିଲା ରେଳବାଇର ନିୟମ; ବିନା ଟିକେଟ୍‌ରେ ଯାତ୍ରା କଲେ ଦୁଇଗୁଣା ଜରିମାନା ସହ ଜେଲ ଦଣ୍ଡ

ନୂଆଦିଲ୍ଲୀ,୨୧।୬: ପ୍ରତିଦିନ ଲକ୍ଷ ଲକ୍ଷ ଲୋକଙ୍କୁ ସେମାନଙ୍କ ଗନ୍ତବ୍ୟ ସ୍ଥଳରେ ପହଞ୍ଚାଉଥିବା ଟ୍ରେନ, ଲୋକଙ୍କ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ଅଟେ। କମ ଭଡ଼ା ହେବା ସତ୍ତ୍ୱେ…

ଭୁବନେଶ୍ବରବାସୀ ଇନ୍‌ଷ୍ଟାମାର୍ଟରେ ଅଧିକ ଅର୍ଡର କରନ୍ତି ଏହି ଜିନିଷ, ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

କୋଲକାତା, ୨୧।୬: ଭୁବନେଶ୍ୱରରୁ ଚା ଅର୍ଡର କରାଯିବାରେ ବାର୍ଷିକ ହାରରେ ୬୪% ବୃଦ୍ଧି ଘଟିବା ସହିତ ଇନ୍‌ଷ୍ଟାମାର୍ଟରେ ଏହି ସହରରୁ ସର୍ବାଧିକ ଚା’ ଅର୍ଡର କରାଯାଉଥିବା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri