Posted inଜାତୀୟ

ଦିଲ୍ଲୀ ସ୍ଥାନାନ୍ତର ହେବ ନାହିଁ ହାଥରସ ଗଣବଳାତ୍କାର ମାମଲା: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୭ ।୧୦: ଉତ୍ତରପ୍ରଦେଶର ହାଥରସରେ ଦଳିତ ଯୁବତୀଙ୍କ ଗଣବଳାତ୍କାର ଓ ହତ୍ୟା ମାମଲାକୁ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି । କୋର୍ଟ କହିଛନ୍ତି ମାମଲାର ଟ୍ରାଏଲ ବର୍ତ୍ତମାନ ରାଜ୍ୟ ବାହାରକୁ ଅର୍ଥାତ୍ ଦିଲ୍ଲୀ ସ୍ଥାନାନ୍ତର କରାଯିବ ନାହିଁ । ଯେବେ ଏହି ଟ୍ରାଏଲ ସରିଯିବ ଏହାପରେ ମାମଲାର ସ୍ଥାନାନ୍ତର କଥା ବିଚାର କରାଯିବ । ସୁପ୍ରିମକୋର୍ଟ କହିଛନ୍ତି ସିବିଆଇ ଯାଞ୍ଚର ସମସ୍ତ ତଥ୍ୟ ଆହ୍ଲାବାଦ ହାଇକୋର୍ଟ ରଖିବେ । ସିବିଆଇ ସେଠାରେ ଷ୍ଟାଟସ ରିପୋର୍ଟ ଦାଖଲ କରିବ । ଆହ୍ଲାବାଦ ହାଇକୋର୍ଟ ଏହି ମାମଲାର ତଦନ୍ତ ଉପରେ ନଜର ରଖିବା ସହ ସମସ୍ତ ଦିଗ ଉପରେ ତଦାରଖ କରିବେ ଏବଂ ସାକ୍ଷୀମାନଙ୍କୁ ସୁରକ୍ଷା ଯୋଗାଇ ଦିଆଯିବ । ଆହୁରି ମଧ୍ୟ ଶୁଣାଣି ସମୟରେ ସୁପ୍ରିମକୋର୍ଟ କହିଛନ୍ତି ଏବେ ଏହି ମାମଲାର ଯାଞ୍ଚ ସିବିଆଇ ଦ୍ୱାରା କରାଯାଉଛି ତେଣୁ ଏବେ ଏହାର ସ୍ଥାନାନ୍ତର କରାଯାଇ ପାରିବ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଆଫଗାନିସ୍ତାନ ସହ ମ୍ୟାଚ୍ ରଦ୍ଦ, ତଥାପି କିପରି ସେମିଫାଇନାଲରେ ପହଞ୍ଚିଲା ଭାରତ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୮ା୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତୀୟ ପୁରୁଷ କ୍ରିକେଟ୍‌ ଦଳ ବିନା ମଇଦାନକୁ ଓହ୍ଲାଇ ସେମିଫାଇନାଲ୍‌ରେ ପହଞ୍ଚିଛି । ସୋମବାର ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଖେଳାଯିବାକୁ…

ସୃଷ୍ଟି ହେଲା ଅବପାତ: ଆଗାମୀ ୧୨ ଘଣ୍ଟାରେ ଘନୀଭୂତ ହୋଇ…

ଭୁବନେଶ୍ୱର,୨୮ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ମ୍ୟାନ୍‌ମାର ଉପକୂଳରେ ଅବପାତ ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ରଟି କ୍ରମଶଃ ଶକ୍ତିଶାଳୀ ହୋଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି…

ଟାଟା ଷ୍ଟିଲ ଖଣ୍ଡବନ୍ଧ ଖଣି ସମ୍ମାନିତ

ଯୋଡ଼ା,୨୮ା୯(ମାନସ ମହାନ୍ତି): ସୁରକ୍ଷା, ସ୍ବାସ୍ଥ୍ୟ ଏବଂ ପରିବେଶ (ଏସ୍‌ଏଚ୍‌ଇ) ପରିଚାଳନା କ୍ଷେତ୍ରରେ ଶ୍ରେଷ୍ଠତା ପ୍ରଦର୍ଶନ ପାଇଁ ଟାଟା ଷ୍ଟିଲ୍‌ର ଖଣ୍ଡବନ୍ଧ ଲୁହାପଥର ଖଣି ସମ୍ମାନିତ ହୋଇଛି। କୋଲକାତାଠାରେ…

କେଦାରନାଥରେ ଅଘଟଣ: ପାହାଡ଼ରୁ ପଥର ଖସି ଚାଲିଗଲା ୫ ବର୍ଷ ଶିଶୁର ଜୀବନ, ୧୧୦୦ ଲୋକଙ୍କୁ ଉଦ୍ଧାର କରାଯାଇ…

ଡେରାଡୁନ୍‌,୨୮ା୯: ରବିବାର ସନ୍ଧ୍ୟାରେ କେଦାରନାଥର ଚିରବାସା ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ପାହାଡ଼ରୁ ହଠାତ୍ ପଥର ଓ ମାଟି ଅସଡ଼ା ଧସିବା ଫଳରେ ଜଣେ ୫…

ହୋମ୍‌ଷ୍ଟେରୁ ମିଳିଲା ପ୍ରେମିକାଙ୍କ ମୃତଦେହ, ପ୍ରେମିକଙ୍କୁ ଅଟକ ରଖି…

ଗୁଆହାଟି,୨୮।୯: ଗୌହାଟୀ ବିଶ୍ୱବିଦ୍ୟାଳୟର ସମାଜଶାସ୍ତ୍ର ବିଭାଗର ଜଣେ ୨୧ ବର୍ଷୀୟା ଛାତ୍ରୀ ନିମିଷା ଠାକୁରିଆଙ୍କୁ ଗାରାଲ-ଧାରାପୁର ଅଞ୍ଚଳର ଏକ ହୋମ୍‌ଷ୍ଟେରୁ ମୃତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଏହି…

ଦକ୍ଷିଣ ଆଫ୍ରିକାରେ ଗୁଳିକାଣ୍ଡ: ୨୭ ମୃତ

କେପ୍‌ ଟାଉନ୍‌,୨୮ା୯: ଦକ୍ଷିଣ ଆଫ୍ରିକୀୟ ସହରରେ ୨ଟି ଗୁଳିକାଣ୍ଡ ଘଟଣାରେ ଅନୂ୍ୟନ ୨୭ ଜଣଙ୍କ ମୃତ୍ୟୁ ହୋଇଛି। ପ୍ରଥମ ଘଟଣା ଶନିବାର ରାତିରେ ଜୋହାନ୍ସବର୍ଗ ନିକଟରେ ଥିବା…

ୟୁଏନ୍‌ଜିଏରେ ପାକିସ୍ତାନକୁ ନିନ୍ଦାକଲେ ଜୟଶଙ୍କର, କହିଲେ କ୍ରମାଗତ ଆତଙ୍କବାଦ ଚଳାଉଥିବା ଦେଶର…

ଜାତିସଂଘ,୨୮ା୯(ପି.ଟି.): ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ)ରେ ଶନିବାର ଭାରତ ପାକିସ୍ତାନକୁ କଡ଼ା ସମାଲୋଚନା କରିଛି। ଆତଙ୍କବାଦକୁ ସ୍ବାଭାବିକ ରୂପ ଦେବା ଏବଂ ଏହାର ପ୍ରଭାବରୁ ରକ୍ଷା ପାଇବା…

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?