Posted inଜାତୀୟ

ହାଥରସ ଗଣ ବଳାତ୍କାର ମାମଲା: ପୀଡ଼ିତା ପରିବାରଙ୍କୁ ଭେଟିବେ ରାହୁଲ-ପ୍ରିୟଙ୍କା

ଲକ୍ଷ୍ନୌ,୧ ।୧୦: ଉତ୍ତର ପ୍ରଦେଶ ହାଥରସରେ ଗଣବଳାତ୍କାରର ଶିକାର ହୋଇଥିବା ପୀଡ଼ିତାଙ୍କୁ ନ୍ୟାୟ ଦେବା ପାଇଁ ଏବେ ସାରା ଦେଶରେ ପ୍ରଦର୍ଶନ ଜାରି ରହିଛି । ପୀଡ଼ିତାଙ୍କ ମୃତ୍ୟୁ ପରେ ତାଙ୍କର ମୃତଦେହକୁ ଜବରଦସ୍ତ ସଂସ୍କାର କରାଯାଇଥିବା କୁହାଯାଉଥିବା ବେଳେ ଏବେ ଏହାକୁ ନେଇ ନାନା ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଏହି କ୍ରମରେ ଉତ୍ତର ପ୍ରଦେଶର ଭାରତୀୟ ଜନତା ପାର୍ଟି(ଭାଜପା) ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଟାର୍ଗେଟ କରିଛି ବିରୋଧି । ଏବେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଓ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଗୁରୁବାର ପୀଡ଼ିତାଙ୍କ ପରିବାରକୁ ଭେଟିବେ ବୋଲି ଜଣାପଡିଛି । ଏମାନେ ସକାଳ ପ୍ରାୟ ୧୧ଟାରେ ହାଥରସ ଯାତ୍ରା କରିବାକୁ ଥିବା ବେଳେ ନଏଡ଼ା ସୀମାରେ ଏମାନଙ୍କୁ ଅଟକାଇବାକୁ ବହୁ ସଂଖ୍ୟାରେ ପୋଲିସ କର୍ମୀଙ୍କୁ ନିୟୋଜିତ କରାଯାଇଛି । ଏହି ସମୟରେ ଗଣମାଧ୍ୟମ ପ୍ରତିନିଧିଙ୍କୁ ବି ଗାଁ ଭିତରକୁ ଯିବାକୁ ବାରଣ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ, ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ ଦୋକାନ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

ଆର୍‌ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ

ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ…

ଆନ୍ଧ୍ରରେ ଅଟୋ ଓଲଟି ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ରାଇକିଆ,୨୯ା୮(ପ୍ରଦୀପ କୁମାର ବେହେରା): ଦାଦନ ଖଟିବାକୁ ଯାଇ ପୁଣି ଜଣେ କନ୍ଧମାଳ ଶ୍ରମିକ ପ୍ରାଣ ହରାଇଛନ୍ତି। ଆନ୍ଧ୍ରପ୍ରଦେଶର ଅଙ୍ଗୁଲୁ ଜିଲା ଅନ୍ତର୍ଗତ ମେଜରମେଣ୍ଟାଠାରେ ଚଳିତ ମାସ ୨୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri