Posted inଜାତୀୟ

ଜିଲାପାଳଙ୍କ ବିନା ଅନୁମତିରେ ରାତିରେ ହୋଇପାରିବ ନାହିଁ ଅନ୍ତିମ ସଂସ୍କାର

ଲକ୍ଷ୍ନୌ,୨୪ ।୯: ହାଥରସ ମାମଲାରେ ଅଧା ରାତିରେ ପୀଡ଼ିତାଙ୍କ ଅନ୍ତିମ ସଂସ୍କାରକୁ ନେଇ ଉଠିଥିବା ପ୍ରଶ୍ନ ପରେ ଏବେ ସରକାର ଏମିତି ଘଟଣାରେ ମୃତକଙ୍କ ଅନ୍ତିମ ସଂସ୍କାରକୁ ନେଇ ‘ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜର’(ଏସଓପି) ଜାରି କରିଛନ୍ତି । ଏଥିରେ କୁହାଯାଇଛି କି ଏବେ ଜିଲାପାଳଙ୍କ ନିର୍ଦ୍ଦେଶ ବିନା ଏଭଳି ଘଟଣାରେ ରାତିରେ ଅନ୍ତିମ ସଂସ୍କାର କରାଯାଇ ପାରିବ ନାହିଁ ।
ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଗୃହ ବିଭାଗ ଦ୍ୱାରା ପ୍ରସ୍ତୁତ ଏସଓପିରେ କୌଣସି ଘଟଣାରେ ମୃତ ବ୍ୟକ୍ତିଙ୍କର ଅନ୍ତିମ ସଂସ୍କାରର ପ୍ରକ୍ରିୟା ନିର୍ଦ୍ଧାରଣ କରାଯାଇଛି । ନୂଆ ବ୍ୟବସ୍ଥା ଅନୁଯାୟୀ, ଯଦି ମୃତ ବ୍ୟକ୍ତିଙ୍କ ଅନ୍ତିମ ସଂସ୍କାର ରାତିରେ କରିବା ଜରୁରୀ ଓ ଆଇନ ବ୍ୟବସ୍ଥା ବିଗିଡିବାର ଅନୁମାନ କରାଯାଏ, ତେବେ ଏଭଳି ସ୍ଥିତିରେ ଡିଏମଙ୍କ ଅନୁମତି ନେବା ଜରୁରୀ । ନୂଆ ଏସଓପିରେ ଦୁଇ ସ୍ତରୀୟ କମିଟି ଗଠନ କରିବାର ପ୍ରାବଧାନ କରାଯାଇଛି ।
ପ୍ରଥମ କମିଟି ଘଟଣାସ୍ଥଳ ସମ୍ବନ୍ଧିତ ଗାଁ ବା ଅଞ୍ଚଳର ଲୋକଙ୍କର ହେବ । ଏଥିରେ ସେହି ଜାତିର ଲୋକଙ୍କୁ ରଖାଯିବ ଯେଉଁ ଜାତି ସହ ମୃତକଙ୍କ ସମ୍ପର୍କ ରହୁଥିବ । ଏହି ପ୍ରକାରେ କ୍ଷେତ୍ରୀୟ ଉପଜିଲାଧିକାରୀଙ୍କ ନେତୃତ୍ୱରେ ବି ଏକ କମିଟି ରହିବ । ଏଥିରେ କ୍ଷେତ୍ରୀୟ ସିଓ ଓ ଥାନାଧ୍ୟକ୍ଷ ରହିବେ । ପ୍ରଥମ କମିଟି ମୃତକଙ୍କ ପରିଜନଙ୍କୁ ଅନ୍ତିମ ସସ୍କାର ପାଇଁ ରାଜି କରାଇବେ ଓ ସେମାନଙ୍କ ସହମତି ପରେ ଦ୍ୱିତୀୟ କମିଟିକୁ ଅବଗତ କରାଇବେ ।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri