Posted inଜାତୀୟ

ଚାଲି ଚାଲି ହାଥରସ ଯିବାକୁ ଉଦ୍ୟମ କରୁଛନ୍ତି ରାହୁଲ-ପ୍ରିୟଙ୍କା

ନୂଆଦିଲ୍ଲୀ,୧ ।୧୦: ଉତ୍ତର ପ୍ରଦେଶ ହାଥରସରେ ଗଣବଳାତ୍କାରର ଶିକାର ହୋଇଥିବା ପୀଡ଼ିତାଙ୍କୁ ନ୍ୟାୟ ଦେବା ପାଇଁ ଏବେ ସାରା ଦେଶରେ ପ୍ରଦର୍ଶନ ଜାରି ରହିଛି । ପୀଡ଼ିତାଙ୍କ ମୃତ୍ୟୁ ପରେ ତାଙ୍କର ମୃତଦେହକୁ ଜବରଦସ୍ତ ସଂସ୍କାର କରାଯାଇଥିବା କୁହାଯାଉଥିବା ବେଳେ ଏବେ ଏହାକୁ ନେଇ ନାନା ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଏହି କ୍ରମରେ ଉତ୍ତର ପ୍ରଦେଶର ଭାରତୀୟ ଜନତା ପାର୍ଟି(ଭାଜପା) ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଟାର୍ଗେଟ କରିଛି ବିରୋଧି । ଏବେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଓ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଗୁରୁବାର ପୀଡ଼ିତାଙ୍କ ପରିବାରକୁ ଭେଟିବାକୁ ଯାଇଛନ୍ତି । ହେଲେ ଯମୁନା ଏକ୍ସପ୍ରେସ୍ ୱେରେ ଉଭୟ ନେତାଙ୍କୁ ପ୍ରଶାସନ ପକ୍ଷରୁ ଅଟକାଇ ଦିଆଯାଇଛି । କିନ୍ତୁ ନିଜ ଜିଦ୍‌ରେ ଅଟଳ ଥିବା ଦୁଇ ନେତା ଚାଲି ଚାଲି ହାଇରସ ଯିବାକୁ ଉଦ୍ୟମ କରୁଥିବା ଜଣାପଡିଛି । ବହୁ କଂଗ୍ରେସ କର୍ମୀଙ୍କ ସହ ଏମାନେ ପୀଡ଼ିତାଙ୍କ ପରିବାରକୁ ଭେଟିବାକୁ ଉଦ୍ୟମ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାୟାମ କରିବା ପୂର୍ବରୁ ହାଲିଆ ଲାଗୁଛି କି? ଯଦି ହଁ, ତେବେ…

ବ୍ୟାୟାମ ଆମ ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ ତାହା ବର୍ଣ୍ଣନା କରିବା ଅନାବଶ୍ୟକ। ଏହାପୂର୍ବରୁ ଆମକୁ କେତୋଟି ଦିଗ ପ୍ରତି ଧ୍ୟାନ ଦେବା ନିହାତି ଜରୁରୀ। ବ୍ୟାୟାମ…

ଆର୍‌ଏସ୍‌ଏସ୍‌ ମୁଖ୍ୟ ଭୁଆଁ ବୁଲାଉଛନ୍ତି: ବିରୋଧୀ

ନୂଆଦିଲ୍ଲୀ,୩୧ା୮(ପି.ଟି.): ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ଆମେରିକାରେ ବିବିଧତା ଉପରେ ଦେଇଥିବା ମନ୍ତବ୍ୟ ଭୁଆଁ ବୁଲାଇବା ପାଇଁ ଉଦ୍ଦିଷ୍ଟ ବୋଲି ବିରୋଧୀ ନେତାମାନେ…

ୟୁରୋପର ସର୍ବୋଚ୍ଚ ଶୃଙ୍ଗରେ ଭାରତୀୟ ମହିଳା

ଲକ୍ଷ୍ନୌ, ୩୧ା୮ (ପି.ଟି.) : ଲକ୍ଷ୍ନୌର ୪୩ ବର୍ଷୀୟା ଶିବାନୀ ମେହରୋତ୍ରା ସାଂସାରିକ ବନ୍ଧନରେ ଥାଇ ମଧ୍ୟ ବିଶ୍ୱର ଉଚ୍ଚତମ ଶୃଙ୍ଗଗୁଡ଼ିକୁ ଚଢ଼ି ନିଜର ଦୃଢ଼ ଇଚ୍ଛାଶକ୍ତିର…

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri