Posted inଜାତୀୟ

ସମାଜରେ ବ୍ୟାପୁଛି ଘୃଣା-ହିଂସା, ପ୍ରଧାନମନ୍ତ୍ରୀ ନୀରବ କାହିଁକି, ୧୩ ବିରୋଧୀ ଦଳଙ୍କ ପ୍ରଶ୍ନ…

ନୂଆଦିଲ୍ଲୀ, ୧୬।୪ : ଭାରତୀୟ ସମାଜରେ ଘୃଣା ଏବଂ ହିଂସା ଘଟଣା ବୃଦ୍ଧି ପାଉଛି। ଦେଶରେ ହିଜାବ୍‌ ,ମିଟ୍‌ ଏବଂ ମସଜିଦ୍‌ରେ ଅଜାନ୍‌ ନେଇ ଉତ୍ତେଜନା ବ୍ୟାପୁଛି। ଏନେଇ ଦେଶର ୧୩ଟି ରାଜନୈତିକ ଦଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶ୍ନ କରିଛନ୍ତିି। ଏହି ଘଟଣାରେ ପ୍ରଧାନମନ୍ତ୍ରୀ କାହିଁକି ନୀରବ ରହିଛନ୍ତି ବୋଲି ପ୍ରଶ୍ନ କରି ବିରୋଧ ଦଳଙ୍କ ପକ୍ଷରୁ ସରକାରଙ୍କୁ ଘେରିବା ଆରମ୍ଭ ହୋଇଛି।

ଏସମ୍ପର୍କରେ ବିରୋଧୀ ଦଳଗୁଡ଼ିକ ପକ୍ଷରୁ ଏକ ମିଳିତ ବିବୃତି ପ୍ରକାଶ ପାଇଛି। ଏଥିରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ଏନ୍‌ସିପି ପ୍ରମୁଖ ଶରଦ ପଓ୍ବାର ଏବଂ ତୃଣମୂଳ ପ୍ରମୁଖ ମମତା ବାନାର୍ଜୀ ଦସ୍ତଖତ କରିଛନ୍ତି। ଏହା ସହିତ ଏହି ମିଳିତ ବିବୃତିରେ ସମ୍ପ୍ରତି ଘଟିଥିବା ସାମ୍ପ୍ରଦାୟିକ ହିଂସାକାଣ୍ଡର ଦୃଢ଼ ନିନ୍ଦା କରାଯାଇଛି। ଏହା ସହିତ ସମାଜକୁ ଧାର୍ମିକ ଦୃଷ୍ଟି ଧ୍ରୁବୀକରଣ କରୁଥିବା ଲୋକଙ୍କୁ ସେମାନଙ୍କ ଉଦ୍ଦେଶ୍ୟରେ ସଫଳ ନହେବାକୁ ଦେବାକୁ ଆହ୍ବାନ କରାଯାଇଛି।

ଦେଶର ସାମାଜିକ ଜୀବନ ବିପର୍ଯ୍ୟସ୍ତ ହୋଇପଡ଼ିଥିବାବେଳେ ପ୍ରଧାନମନ୍ତ୍ରୀ ନୀରବ ରହିବା ନେଇ ବିରୋଧି ଦଳଗୁଡ଼ିକ ପକ୍ଷରୁ ସରକାରଙ୍କୁ ଟାର୍ଗେଟ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଳସ୍ତର ନିମ୍ନଗାମୀ: ବଢ଼ିଲାଣି ତାତି,ସଙ୍କଟ ହେଲାଣି ପାନୀୟ ଜଳ

ମହାକାଳପଡ଼ା,୨୮ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦୀର୍ଘଦିନଧରି ପାନୀୟ ଜଳ ସଙ୍କଟ ଦେଖାଦେଇଛି। ଅଞ୍ଚଳରେ ଜଳସ୍ତର ନିମ୍ନଗାମୀ ଯୋଗୁ ନଳକୂପରୁ ଅଧିକାଂଶ ସମୟରେ…

IPL 2026 ର ପ୍ରାରମ୍ଭିକ ମ୍ୟାଚରୁ ବାଦ ପଡ଼ିଲେ ଧୋନୀ, ଜାଣନ୍ତୁ ଏହା ପଛର ବଡ଼ କାରଣ

ନୂଆଦିଲ୍ଲୀ,୨୮।୩: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ଆଜି ଅର୍ଥାତ୍‌ ଶନିବାର, ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି। ଟୁର୍ଣ୍ଣାମେଣ୍ଟର ଉଦଘାଟନୀ ମ୍ୟାଚ ଶନିବାର RCB ଏବଂ…

କାର ଉପରେ ପଡ଼ିଲା ଗଛ: ଆଉ ତା’ପରେ ଘଟିଲା…

ପାଟଣା,୨୮।୩(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମର କ୍ଷେତ୍ରବାସୀ ବାରିକଙ୍କ ଘର ବାହାରେ ଥିବା ଏକ କୋଳି ଗଛ କାର…

କେସିଙ୍ଗା ରେଳ ଷ୍ଟେଶନ ପରିଦର୍ଶନ କଲେ ସମ୍ବଲପୁର ରେଳ ପ୍ରବନ୍ଧକ: ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୨୮।୩(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ପ୍ରବନ୍ଧକ କେସିଙ୍ଗା ରେଳ ଷ୍ଟେଶନକୁ ଶନିବାର ପରିଦର୍ଶନ କରି ଷ୍ଟେଶନର ବିଭିନ୍ନ ସମସ୍ୟା ଉପରେ ତଦନ୍ତ କରିଥିଲେ। ଏହି ଷ୍ଟେଶନରେ ଯାତ୍ରୀଙ୍କ…

ଘରକୁ ଫେରୁଥିଲେ ଶ୍ରମିକ, ଧକ୍କା ଦେଲା ଟ୍ରାଭେଲର: ଆଉ ତା’ପରେ…

ଲୋଇସିଂହା,୨୮।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିମୁଣ୍ଡା- ବଲାଙ୍ଗୀର ରାସ୍ତାର ସରଗାଡରେ ଏକ ଅଜଣା ଗାଡ଼ି ଧକ୍କାରେ ଶନିବାର ଭୋର ସକାଳୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି।…

ଦାରିଙ୍ଗବାଡିରେ କାଳବୈଶାଖୀ ପ୍ରଭାବ: ୧୫ ଘଣ୍ଟା ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତବାସୀ

ଦାରିଙ୍ଗବାଡି, ୨୮।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ କଳାବୈଶାଖୀର ପ୍ରଭାବରେ ପବନ ବୋହିବା ସହ ବିଜୁଳି ଘଡଘଡି ସହ ବର୍ଷା ହୋଇଥିଲା…

ବାଇକ୍‌ରେ ଯାଉଥିଲେ ଉପରେ ପଡ଼ିଲା ଗଛ: ଆଉ ତା’ପରେ…

ବାରିପଦା,୨୮।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାର ଆଖପାଖ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଝଡ ତୋଫାନ ଓ ପ୍ରବଳ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ପୃଥକ…

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri