ଏହି ସମୟରେ କରନ୍ତୁ ରାତ୍ରି ଭୋଜନ; ସବୁବେଳେ ରହିବେ ଫିଟ୍‌

ଓଜନ ହ୍ରାସ କରିବା ଏବଂ ଏହାକୁ ନିୟନ୍ତ୍ରଣରେ ରଖିବା ଆଜିର ସମୟରେ ଏକ କଷ୍ଟକର କାର୍ଯ୍ୟ। ଏଥିପାଇଁ ଲୋକମାନେ ବିଭିନ୍ନ ପ୍ରକାରର ବ୍ୟାୟାମ ଏବଂ ଡାଏଟ ଫଲୋ କରନ୍ତି। ଏକ ସଠିକ ଏବଂ ସନ୍ତୁଳିତ ଜୀବନଶୈଳୀ ଫଲୋ କରି ନିଜ ଓଜନକୁ ନିୟନ୍ତ୍ରଣରେ ରଖିପାରିବେ। ଠିକ ସମୟରେ ରାତ୍ରୀ ଭୋଜନ କରିବାର ଅଭ୍ୟାସ ଏହି ସନ୍ତୁଳିତ ଜୀବନଶୈଳୀରେ ସାମିଲ ଅଛି। ଆୟୁର୍ବେଦରେ ମଧ୍ୟ ଶୀଘ୍ର ରାତ୍ରି ଭୋଜନ କରିବାର ଅନେକ ଲାଭ ବିଷୟରେ ଉଲ୍ଲେଖ କରାଯାଇଛି। ସେଥିପାଇଁ ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ପ୍ରାୟତଃ ଶୀଘ୍ର ରାତ୍ରି ଭୋଜନ କରିବାକୁ ପରାମର୍ଶ ଦିଅନ୍ତି।
ସ୍ବାସ୍ଥ୍ୟ ବିଶେଷଜ୍ଞମାନେ କହିଛନ୍ତି ଯେ, ଶୋଇବାର କିଛି ଘଣ୍ଟା ପୂର୍ବରୁ ରାତ୍ରୀ ଭୋଜନ କରିବା ଉଚିତ୍‌। ଯଦି ସମ୍ଭବ ହୁଏ, ରାତ୍ରି ଭୋଜନ ସାତରୁ ଆଠଟା ମଧ୍ୟରେ ଖାଇବା ଉଚିତ୍‌। ଏହାର ଲାଭ ହେବ ଯେ ଆପଣଙ୍କ ଖାଦ୍ୟ ହଜମ ହେବାକୁ ସମ୍ପୂର୍ଣ୍ଣ ସମୟ ମିଳିବ। ଏହା ସହିତ, ଆପଣଙ୍କର ଓଜନ ମଧ୍ୟ ନିୟନ୍ତ୍ରିତ ହେବ ଏବଂ ଶରୀରର ମେଟାବୋଲିଜିମ ମଧ୍ୟ ସୁସ୍ଥ ରହିବ। ଆଠଟା ପର୍ଯ୍ୟନ୍ତ ରାତ୍ରି ଭୋଜନ କରିବା କେବଳ ଓଜନ ନିୟନ୍ତ୍ରଣ କରିବାରେ ସାହାଯ୍ୟ କରେ ନାହିଁ ବରଂ ଏହା ସୁଗାରକୁ ନିୟନ୍ତ୍ରଣରେ ରଖିବାରେ ସାହାଯ୍ୟ କରିଥାଏ ଏବଂ ପେଟ ସମ୍ବନ୍ଧୀୟ ଅନେକ ସମସ୍ୟା ଦୂର ହୋଇଥାଏ। ଯେଉଁମାନେ ବିଳମ୍ବିତ ରାତିରେ ଖାଆନ୍ତି ସେମାନଙ୍କୁ ଗ୍ୟାସ ଏବଂ ଅମ୍ଳ ସମସ୍ୟାର ସମ୍ମୁଖୀନ ହେବାକୁ ପଡେ। ଶୀଘ୍ର ରାତ୍ରି ଭୋଜନ କରିବାର ଗୋଟିଏ ସୁବିଧା ହେଉଛି ଖାଦ୍ୟ ହଜମ ହେବା ବ୍ୟତୀତ ଭଲ ନିଦ ହେବାରେ ମଧ୍ୟ ସାହାଯ୍ୟ କରିଥାଏ।
ଡାକ୍ତରଙ୍କ ଅନୁଯାୟୀ, ବିଳମ୍ବରେ ରାତ୍ରି ଭୋଜନ କରିବା ଦ୍ୱାରା ଶରୀରରେ ରକ୍ତରେ ଶର୍କରା ସ୍ତର ବଢିଥାଏ। ମେଟାବୋଲିଜିମ ଉପରେ ମଧ୍ୟ ଏହାର ଖରାପ ପ୍ରଭାବ ପଡିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ବୋଝେଇ ଟ୍ରକ ସମ୍ମୁଖକୁ ଆସିଗଲା ଗାଈ, ତାପରେ ଚାଷଜମିକୁ…

ଦିଗପହଣ୍ଡି, ୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଆସିକା ୩୨୬ ନଂ ମୁଖ୍ୟରାସ୍ତାର ଚାଞ୍ଚଡାପଲ୍ଲୀ ଗାଁ ଛକ ନିକଟରେ ଏକ ଧାନ ବୋଝେଇ ଟ୍ରକ ଚାଷଜମିକୁ ଓଲଟି…

ଭାଜପା ଜ଼ିଲା ଉପସଭାପତିଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ତାଲା ଭାଙ୍ଗି ୭୦ ଭରି ସୁନା,୨ ଲକ୍ଷ ଟଙ୍କା ଲୁଟ

ଗୁଣପୁର,୨୭/୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁର ଥାନା ଅନ୍ତର୍ଗତ କେନ୍ଦୁଗୁଡ଼ା ଗ୍ରାମରେ ଏକ ଲୁଟ ଘଟଣା ସାମ୍ନାକୁ ଆସିଛି। ଘର ବନ୍ଦ ଥିବାର ସୁଯୋଗ ନେଇ କଳା କନା…

ଧରିତ୍ରୀ ପ୍ରଭାବ…କାଇଁଚପୁର ପଞ୍ଚାୟତକୁ ଗଡ଼ିଲା ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓଙ୍କୁ କୃତଜ୍ଞତା

ଗଞ୍ଜାମ,୨୭।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ପଞ୍ଚାୟତକୁ ଗଡୁନଥିଲା ମୁଖ୍ୟମନ୍ତ୍ରୀ ବସ୍ । ଏନେଇ ଶନିବାର ଧରିତ୍ରୀରେ ଖବର ପ୍ରସାରଣ ହୋଇଥିଲା । ଯାହାକୁ…

ବିଦ୍ୟୁତ ଖୁଣ୍ଟକୁ ପିଟିଲା ସ୍କୁଲ ଭ୍ୟାନ୍‌: ଆଉ ତା’ପରେ ଘଟିଲା…

ଗୁଣପୁର,୨୭।୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ଗୁଣପୁର ସହରରେ ଥିବା ଲଣ୍ଡନ କିଡ୍ସ ନାମକ ଏକ ଘରୋଇ ସ୍କୁଲରୁ ପିଲାଙ୍କୁ ସ୍କୁଲ ଭ୍ୟାନ୍‌ଟି ନେଇ ଯାଉଥିବାବେଳେ କୌଣସି କାରଣବଶତଃ ବିକ୍ରମପୁର…

ଦୀର୍ଘ ୧୫ ବର୍ଷ ଧରି ମରାମତି ହେଉନାହିଁ ରାସ୍ତା, ରାଜରାସ୍ତାକୁ ଓହ୍ଲାଇବା ଚେତାବନୀ ଦେଲେ ଅଞ୍ଚଳବାସୀ

ଧାମନଗର,୨୭।୭( ସନ୍ତୋଷ କୁମାର ମହାପାତ୍ର): ଧାମନଗର ବ୍ଲକ ଭଗବାନପୁର ପଞ୍ଚାୟତ ସ୍ଥିତ ବାଇଦିପୁର ଗ୍ରାମ ( ୱାର୍ଡ ନଂ ୩) ମୁଖ୍ୟ ରାସ୍ତା ଦୀର୍ଘ ବର୍ଷ ହେବ…

ଗାଁକୁ ଆସୁନି ନେଟୱାର୍କ, ରାସ୍ତାକୁ ଓହ୍ଲାଇଲେ ଗ୍ରାମବାସୀ

ଖଜୁରିପଡ଼ା,୨୭ା୭(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଗୁଦାରି ଗାଁରେ ଦୀର୍ଘ ଦିନ ହେବ ନେଟୱାର୍କ ସମସ୍ୟା ଲାଗିରହିଛି। ଏହି ଗାଁଟି ଫୁଲବାଣୀ ସହରଠାରୁ ମାତ୍ର ୨ କିଲୋମିଟିର ଦୂରରେ…

ସ୍କୁଲରେ ପଶିଲା ସାପ, ଆଉ ତା’ପରେ…

ବଡ଼ଗାଁ,୨୭ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା ପଞ୍ଚାୟତର ଜାଙ୍ଗଲି ପ୍ରାଥମିକ ବିଦ୍ୟାଳୟ କୋଠରୀରେ ଥିବା ୨ଟି ସାପକୁ ଉଦ୍ଧାର କରାଯାଇ ଜଙ୍ଗଲରେ ଛଡାଯାଇଛି।…

ସରକାରଙ୍କୁ CJPର ଚେତାବନୀ: ଛାତ୍ରଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନ ବନ୍ଦ କର, ନଚେତ୍ ପୁଣି…

ନୂଆଦିଲ୍ଲୀ, ୨୭।୭: ଜନ୍ତର ମନ୍ତରରେ ସିଜେପିର ଧାରଣା ଶେଷ ହୋଇଥିଲେ ମଧ୍ୟ ପୁଣିଥରେ ଆନ୍ଦୋଳନକୁ ନେଇ ସରକାରଙ୍କୁ ଚେତାବନୀ ଦେଇଛି । CJP ମୁଖପାତ୍ର ଆଶୁତୋଷ ରାଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri