Posted inଜାତୀୟ

ଓ୍ବାଙ୍ଖଡେଙ୍କ ସମର୍ଥନରେ ବାହାରିଲେ ଅଠଓ୍ବାଲେ

ମୁମ୍ବାଇ,୩୧।୧୦: କ୍ରୁଜ ଡ୍ରଗ୍ସ ମାମଲାରେ ଏନସିବି ଜୋନାଲ ନିର୍ଦ୍ଦେଶକ ସମୀର ୱାଙ୍ଖଡେ ନାଁରେ ମହାରାଷ୍ଟ୍ର ସରକାରର ମନ୍ତ୍ରୀ ତଥା ଏନସିପି ନେତା ନବାବ ମଲିକଙ୍କୁ ଲଗାତାର ଅଭିଯୋଗ କରୁଛନ୍ତି। ନବାବ ମଲିକ ଅଭିଯୋଗ କରିଛନ୍ତି ଯେ, ସମୀର ୱାଙ୍ଖଡେ ଅନୁସୂଚିତ ଜାତିର ନୁହଁନ୍ତି। ଏହି ପରିପ୍ରେକ୍ଷୀରେ ରିପବ୍ଲିକାନ ପାର୍ଟି ମୁଖ୍ୟ ତଥା କେନ୍ଦ୍ର ମନ୍ତ୍ରୀ ରାମଦାସ ଅଠୱାଲେ ସମୀରଙ୍କ ସମର୍ଥନରେ ବାହାରିଛନ୍ତି। ଅଠୱାଲେ କହିଛନ୍ତ, ମୁଁ ନବାବ ମଲିକଙ୍କୁ କହିବାକୁ ଚାହୁଁଛି ସମୀର ୱାନକେଡେ ଏବଂ ତାଙ୍କ ପରିବାରକୁ ବଦନାମ କରିବା ଷଡଯନ୍ତ୍ର ବନ୍ଦ କରନ୍ତୁ। ଯଦି ସେ କହୁଛନ୍ତି ସମୀର ଜଣେ ମୁସଲମାନ, ତେବେ ମୁସଲମାନଙ୍କ ଉପରେ ଅଭିଯୋଗ କାହିଁକି ଆଣୁଛନ୍ତି। ରିପବ୍ଲିକାନ ପାର୍ଟି ସମୀରଙ୍କ ସହ ଛିଡା ହୋଇଛି, ସମୀରଙ୍କର କୌଣସି କ୍ଷତି ହେବ ନାହିଁ ବୋଲି ସେ କହିଛନ୍ତି।
ଏଥି ସହିତ, ପୂର୍ବ ଦିନ ଏନସିବି ଜୋନାଲ ନିର୍ଦ୍ଦେଶକ ସମୀର ୱାଙ୍ଖଡେ ନବାବ ମଲିକଙ୍କ ଅଭିଯୋଗ ସମ୍ପର୍କରେ ଅନୁସୂଚିତ ଜାତି ଆୟୋଗରେ ପହଞ୍ଚି ତାଙ୍କ ବିରୋଧରେ ହୋଇଥିବା ଆରୋପ ଉପରେ ଅଭିଯୋଗ କରିଥିଲେ। ସେଠାରେ ସେ ଅନୁସୂଚିତ ଜାତି ଆୟୋଗର ଡେପୁଟି ଚେୟାରମ୍ୟାନଙ୍କୁ ଭେଟି ଅନୁସୂଚିତ ଜାତିର ବୋଲି ପ୍ରମାଣ ଉପସ୍ଥାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ! ୧ ଏପ୍ରିଲରୁ ବଦଳିଲା UPIର ପ୍ରକ୍ରିୟା, ପେମେଣ୍ଟ ଉପରେ ଲାଗିଲା…

ନୂଆଦିଲ୍ଲୀ,୧।୪: ଯଦି ଆପଣ ଚା ଦୋକାନ ଠାରୁ ଆରମ୍ଭ କରି ସପିଂ ମଲ ପର୍ଯ୍ୟନ୍ତ ସବୁଠି ପେମେଣ୍ଟ ପାଇଁ PhonePe, Google Pay, କିମ୍ବା Paytm ଭଳି…

ବଢିଲା ପେଟ୍ରୋଲ-ଡିଜେଲ ଦାମ୍‌, ଏଥର ମୁଣ୍ଡରେ ହାତ ଦେବେ ଗ୍ରାହକ

ନୂଆଦିଲ୍ଲୀ,୧।୪: ଦେଶବ୍ୟାପୀ ପ୍ରିମିୟମ ପେଟ୍ରୋଲ ମୂଲ୍ୟ ବୃଦ୍ଧି ପରେ, ପ୍ରିମିୟମ ଡିଜେଲ ମଧ୍ୟ ମହଙ୍ଗା ହୋଇଯାଇଛି। ତେଲ କମ୍ପାନୀଗୁଡ଼ିକ ସୋମବାର ମଧ୍ୟରାତ୍ରିରୁ ପ୍ରିମିୟମ ଡିଜେଲ ମୂଲ୍ୟ ପ୍ରାୟ…

ରାହୁଲଙ୍କ ବଡ଼ ଚେତାବନୀ, ଦେଶରେ ଆସିବ ‘Economic Earthquake’, ମୋଦି କହିଲେ…

ନୂଆଦିଲ୍ଲୀ,୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଭାଷଣରେ ପଶ୍ଚିମ ଏସିଆର ସଙ୍କଟ କେନ୍ଦ୍ରବିନ୍ଦୁ ପାଲଟିଥିଲା। ଉଭୟ ନେତା ଭାରତ ଉପରେ…

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ସଂଜ୍ଞା ବଦଳିପାରେ

ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍‌ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri