ସ୍କିନ୍‌ ଆଲର୍ଜି ଅଛି କି? ଆପଣାନ୍ତୁ ଏହି ଉପାୟ

କସ୍‌ମେଟିକ୍‌ ପ୍ରଭାବରୁ କିମ୍ବା ପ୍ରଦୂଷଣ, ଖରା ଆଦି ବିଭିନ୍ନ କାରଣରୁ ତ୍ୱଚାରେ ଆଲର୍ଜି ହୋଇଥାଏ। ଏ ସବୁରୁ ରକ୍ଷାପାଇବା ପାଇଁ ଘରୋଇ ଉପାୟ ଆପଣାନ୍ତୁ…

ଧୂଳିଧୂଆଁ ଆଦି ପ୍ରଦୂଷଣ କାରଣରୁ ଆଲର୍ଜି ହେଲେ ହଠାତ୍‌ ତ୍ୱଚା କୁଣ୍ଡାାଇହେବା କିମ୍ବା ଛିଙ୍କହେବା, ଆଖିରୁ ପାଣି ବହିବା ଭଳି ସମସ୍ୟା ଦେଖାଦିଏ। ଆଲର୍ଜିରୁ ରକ୍ଷା ପାଇବା ପାଇଁ ପ୍ରାୟ ୧୦ ମିନିଟ୍‌ ପର୍ଯ୍ୟନ୍ତ ଷ୍ଟିମ୍‌ ନିଅନ୍ତୁ।
ତ୍ୱଚାରେ ଅନ୍ୟ କୌଣସି ପ୍ରକାର ଆଲର୍ଜି ହେଉଥିଲେ ବରଫ ଘଷିଲେ ଲାଭ ମିଳିଥାଏ। ବରଫ ଖଣ୍ଡକୁ ଏକ କପଡ଼ାରେ ବାନ୍ଧି ଆଲର୍ଜି ହୋଇଥିବା ସ୍ଥାନରେ ଘଷନ୍ତୁ। ଖୁବ୍‌ଶୀଘ୍ର ଆରାମ ଲାଗିବ।
ମୁହଁ ବ୍ୟତୀତ ଶରୀରର ଅନ୍ୟ କୌଣସି ସ୍ଥାନରେ ଆଲର୍ଜି ହେଉଥିଲେ ନଡ଼ିଆ ତେଲକୁ ଉଷୁମକରି ଲଗାନ୍ତୁ। ନଡ଼ିଆତେଲ ଆଣ୍ଟି ବ୍ୟାକ୍ଟେରିଆଲ ହୋଇଥିବାରୁ ଆଲର୍ଜି ଦୂରକରିବା ପାଇଁ ଏହା ବହୁତ ଭଲ।
ସ୍କିନ୍‌ ଆଲର୍ଜି ଦୂରକରିବା ପାଇଁ ଆଲୋଭେରା ବହୁତ ଭଲ। ଏହା ଖୁବ୍‌ ଶୀଘ୍ର ତ୍ୱଚାର ବିଭିନ୍ନ ସମସ୍ୟା ଦୂର କରିଥାଏ। ଆଲୋଭେରା ଜେଲ୍‌କୁ ଆଲର୍ଜି ହୋଇଥିବା ସ୍ଥାନରେ ଲଗାଇ ଘଣ୍ଟାଏ ପର୍ଯ୍ୟନ୍ତ ଛାଡ଼ି ଦିଅନ୍ତୁ। କିଛି ସମୟ ପରେ ଆଲର୍ଜି କମ୍‌ ହୋଇଯିବ।
ନିମ୍ବରେ ମଧ୍ୟ ଆଣ୍ଟି ବ୍ୟାକ୍ଟେରିଆ ଗୁଣ ରହିଛି। ତେଣୁ ନିମ୍ବପତ୍ରର ରସ ବାହାରକରି ଆଲର୍ଜି ହୋଇଥିବା ସ୍ଥାନରେ ଲଗାନ୍ତୁ। ଲଗାତର ଏପରି କଲେ ଆଲର୍ଜିରୁ ମୁକ୍ତି ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri