Posted inଫୁରସତ

କେବେ ଦେଖିଛନ୍ତି ବାଦଲ ଫଟା ବର୍ଷା, ଭିଡିଓ ଦେଖିଲେ ଭୟରେ ଥରି ଉଠିବେ

ବାଦଲ ଫାଟିବା ଅର୍ଥ ଏଇୟା ନୁହେଁ କି, ବାଦଲ ଖଣ୍ଡ ଖଣ୍ଡ ହୋଇଯିବ। ପାଣିପାଗ ବିଶେଷଜ୍ଞଙ୍କ ମତରେ, ଯେତେବେଳେ ଗୋଟିଏ ସ୍ଥାନରେ ଅଚାନକ ଏକାସାଙ୍ଗରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଥାଏ ସେତେବେଳେ ଏହାକୁ ବାଦଲ ଫଟା ବର୍ଷା କୁହନ୍ତି। ଉଦାହରଣ ସ୍ବରୂପ ଯଦି ଗୋଟିଏ ବେଲୁନ୍‌ରେ ପାଣି ଭର୍ତ୍ତି କରାଯାଇ ଏହାକୁ ଫଟାଯାଏ ତେବେ ପାଣି ଗୋଟିଏ ସ୍ଥାନରେ ଆଉ ଖୁବ୍‌ ଜୋର୍‌ରେ ପଡ଼ିବ।


ଯେତେବେଳେ ଅତ୍ୟଧିକ ଆର୍ଦ୍ରତା ସହିତ ମେଘ ଗୋଟିଏ ସ୍ଥାନରେ ଏକାଠି ହୋଇଯାନ୍ତି ସେହି ସମୟରେ ବାଦଲ ଫଟା ବର୍ଷା ହୋଇଥାଏ। ମେଘର ଘନତା ଓଜନ ସହିତ ବୃଦ୍ଧି ହୋଇଥାଏ। ତା’ପରେ ପ୍ରବଳ ବର୍ଷା ଆରମ୍ଭ ହୋଇଥାଏ। ଏପରିକି ଘଣ୍ଟା ପ୍ରତି ୧୦୦ ମିଲିମିଟର ବର୍ଷା ହୋଇଥାଏ। ଫଳରେ ପାହାଡ଼ିଆ ଅଞ୍ଚଳର ଲୋକେ ଅଧିକ କ୍ଷତିଗ୍ରସ୍ତ ହୋଇଥାନ୍ତି। କାରଣ ହଠାତ୍‌ ଗୋଟିଏ ସ୍ଥାନରେ ପ୍ରବଳ ବଷର୍ର୍ା ହୋଇଥାଏ। ପାହାଡ଼ ତଳି ଘରଗୁଡ଼ିକ ଧସି ଯାଇଥାଏ। ପାହାଡ଼ଠାରୁ ପ୍ରାୟ ୧୫ କିଲୋମିଟର ଦୂର ଉଚ୍ଚତାରେ ବାଦଲ ଫାଟିଥାଏ। ଏହାର ଗତି ଏତେ ତୀବ୍ର ହୋଇଥାଏ ଯେ, ଜଳପ୍ରପାତ ସୃଷ୍ଟି ହୋଇଥାଏ। ପ୍ରବଳ ସ୍ରୋତ ପ୍ରବାହିତ ହୋଇ ବ୍ୟାପକ କ୍ଷୟକ୍ଷତି ଘଟିଥାଏ।

ସୂଚନାଯୋଗ୍ୟ, ମୁମ୍ବାଇରେ ୨୦୦୫ ଜୁଲାଇ ୨୬ରେ ବାଦଲ ଫାଟିବା ପରି ଘଟଣା ଘଟିଥିଲା। ହଠାତ୍‌ ପ୍ରବଳ ଗରମ ପବନ ବହିବା ସହ ବର୍ଷା ହୋଇଥିଲା। ୧୪ ଅଗଷ୍ଟ ୨୦୧୭ରେ ପିଥୋରାଗଡ଼ ଜିଲାରେ ବାଦଲ ଫଟା ବର୍ଷା ହୋଇଥିଲା। ଏଥିରେ ୪ ଜଣଙ୍କ ମୃତ୍ୟୁ ଘଟିଥିଲା। ୨୦୧୩ ଜୁନ୍‌ ୧୬-୧୭ରେ କେଦାରନାଥରେ ବାଦଲ ଫଟା ବର୍ଷା ହୋଇଥିଲା। ୧୦ରୁ ୧୫ ମିନିଟ୍‌ ଧରି ଏହି ବର୍ଷା ହୋଇଥିଲା। ସେତେବେଳେ ପ୍ରାୟ ୫୦୦୦ ଲୋକଙ୍କ ପ୍ରାଣହାନି ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?