ଘରେ ଆକ୍ୱାରିୟମ୍‌ ରଖିଛନ୍ତି ? ଜାଣିନିଅନ୍ତୁ ଏସବୁ ବାସ୍ତୁ ନିୟମ, ନଚେତ…

ଆକ୍ୱାରିୟମ୍‌ରେ ମାଛ ଖୁସିରେ ପହଁରୁଥିବାର ଦେଖିଲେ ଭାରାକ୍ରାନ୍ତ ମନକୁ ଖୁବ୍‌ ଶାନ୍ତି ମିଳିଥାଏ। କୁହାଯାଏ, ମାଛମାନେ ଯେମିତି ଚଳଚଞ୍ଚଳ, ସେମାନଙ୍କୁ ଘରେ ରଖିଲେ ଘରର ବାତାବରଣ ବି କୁଆଡ଼େ ସେମିତି ହୋଇଯାଏ। ତେବେ ଏଥିପାଇଁ ବାସ୍ତୁଶାସ୍ତ୍ରରେ କ’ଣ ସବୁ ନିୟମ ରହିଛି ଜାଣନ୍ତୁ ସେ ସମ୍ପର୍କରେ…

* ଆକ୍ୱାରିୟମ୍‌ରେ ୯ଟି ମାଛ ରଖିବା ଶୁଭ ହୋଇଥାଏ। ଆଉ ସେହି ୯ଟି ମାଛ ମଧ୍ୟରେ ୮ଟି ଗୋଲ୍ଡ ଫିଶ୍‌ ଓ ଗୋଟିଏ କଳା ମାଛ ରହିଲେ ଶୁଭଫଳ ମିଳିଥାଏ ବୋଲି ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ଅଛି।

* ଗୋଲ୍ଡ ଫିଶ୍‌କୁ ସାଧାରଣତଃ ଧନର ପ୍ରତୀକ ବୋଲି କୁହାଯାଇଥାଏ। ଅନ୍ୟପକ୍ଷେ କଳାମାଛଟି ସୁରକ୍ଷାର ପ୍ରତୀକ ଭାବେ ଘରକୁ ପ୍ରବେଶ କରୁଥିବା ସମସ୍ତ ନକାରାତ୍ମକ ଊର୍ଜ୍ଜାକୁ ନିଜ ଉପରକୁ ନେଇ ଘରେ ସକାରାତ୍ମକ ପ୍ରଭାବ ବଢାଇବାକୁ ଚେଷ୍ଟା କରିଥାଏ।

* ତେଣୁ ଯଦି କେବେ ଘରେ ରଖିଥିବା ଆକ୍ୱାରିୟମ୍‌ରେ କଳାମାଛଟିକୁ ଅଚାନକ୍‌ ମରିଥିବାର ଦେଖନ୍ତି, ତା’ହେଲେ ସେହିଥିରୁ ଜାଣିଯିବେ ଯେ, ଘର ମଧ୍ୟକୁ କିଛି ଖରାପ ଶକ୍ତି ପ୍ରବେଶ କରିଛି।

*ସଙ୍ଗେସଙ୍ଗେ ଗୋଟିଏ ଜିଅନ୍ତା କଳାମାଛ ଆଣି ଆକ୍ୱାରିୟମ୍‌ରେ ରଖିଦେବେ ଏବଂ ମୃତ ମାଛଟିକୁ ଏଣେତେଣେ ନ ଫୋପାଡି ଚଳନ୍ତା ପାଣିରେ ଭସାଇଦେବେ ନଚେତ୍‌ ମାଟିଖୋଳି ପୋତିଦେବେ।

* ସେହିପରି ଗୋଲ୍ଡ ଫିଶ୍‌ ମରିଗଲେ, ପୁଣି ନୂଆ ଗୋଲ୍ଡ ଫିଶ୍‌ ଆଣି ସେ ସ୍ଥାନରେ ରଖିଦେବେ। ଧ୍ୟାନ ରଖିବେ, ଆକ୍ୱାରିୟମ୍‌ରେ ୯ଟି ମାଛ ଯେମିତି ରହୁଥିବ। କାରଣ ଏହା ଅତ୍ୟନ୍ତ ଶୁଭ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଓୟୁଏଟି ପିଜି-ପିଏଚ୍‌.ଡି. ଛାତ୍ରୀଛାତ୍ରଙ୍କୁ ମିଳିବ ଷ୍ଟାଇପେଣ୍ଡ୍‌

ଭୁବନେଶ୍ୱର,୪।୮(ସୁଚିସ୍ମିତା ସାହୁ): ରାଜ୍ୟରେ କୃଷି ଶିକ୍ଷା ଓ ଗବେଷଣାକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର…

ଚିନ୍ତାଜନକ ରିପୋର୍ଟ, ଦିଲ୍ଲୀର ମାଛରେ ମିଳିଲା ଅତ୍ୟାଧିକ ପ୍ଲାଷ୍ଟିକ….

ନୂଆଦିଲ୍ଲୀ,୪।୮(ପି.ଟି.): ଦିଲ୍ଲୀରେ ପ୍ରବାହିତ ଯମୁନା ନଦୀର ମାଛମାନଙ୍କଠାରେ ହରିୟାଣାର ନଦୀପଥ ତୁଳନାରେ ଯଥେଷ୍ଟ ଅଧିକ ମାତ୍ରାରେ ମାଇକ୍ରୋପ୍ଲାଷ୍ଟିକ୍‌ (ସୂକ୍ଷ୍ମ ପ୍ଲାଷ୍ଟିକ୍‌ କଣିକା) ଜମା ହୋଇଥିବା ଏକ ଚାଞ୍ଚଲ୍ୟକର…

ଅନ୍ତର୍ଜାତୀୟ ରେଡ୍‌କ୍ରସ୍‌ କମିଟି ସହ ମ୍ୟାନ୍‌ମାର ପୂର୍ବତନ ନେତ୍ରୀ ସୁ ଚୀଙ୍କ ବୈଠକ

ବ୍ୟାଙ୍କକ୍‌,୪ା୮: ୨୦୨୧ର ସେନା ବିଦ୍ରୋହ ବଳରେ କ୍ଷମତାଚ୍ୟୁତ ହୋଇଥିବା ମ୍ୟାନ୍‌ମାରର ପୂର୍ବତନ ନେତ୍ରୀ ଅଙ୍ଗ୍‌ ସାନ୍‌ ସୁ ଚୀ ସୋମବାର ରାଜଧାନୀ ବ୍ୟାଙ୍କକ୍‌ରେ ରେଡ୍‌କ୍ରସ ଅନ୍ତର୍ଜାତୀୟ କମିଟି…

ଦୁର୍ବଳ ହେଉଛି ମୌସୁମୀ ବାୟୁ; ୩୫ ଡିଗ୍ରୀ ଉପରେ ୫ ସହରର ତାପମାତ୍ରା, ଆଗକୁ ହେବ….

ଭୁବନେଶ୍ୱର,୪।୮(ବନ୍ଦନା ସେଠୀ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେଉଛି । ମୌସୁମୀ ନିମ୍ନ ଚାପ ରେଖା ତା’ର ସାଧାରଣ ଅବସ୍ଥାନଠାରୁ ଉତ୍ତରରେ ରହୁଥିବାରୁ ଉପକୂଳ ଓଡ଼ିଶା…

ଏମିତି କ’ଣ ଘଟିଲା ୮ ମାସରେ ୩୦ ବର୍ଷ ପୁରୁଣା ଗଡ଼ ହରାଇଲା ଭାଜପା: ପିକେ ସାଜିଲେ ଗେମଚେଞ୍ଜର

ପାଟନା,୩।୮: ଶେଷରେ ପିକେ ଓରଫ ପ୍ରଶାନ୍ତ କିଶୋର ସଫଳ ହୋଇଛନ୍ତି। ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଜିତି ପ୍ରଶାନ୍ତ କିଶୋର ପ୍ରମାଣ କରିଛନ୍ତି ଯେ…

ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍‌ ମାମଲାର ହେଲା ପର୍ଦ୍ଦାଫାଶ

ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍‌ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

‘୨୫ ଦିନ ଅନଶନ କରନ୍ତୁ, ତା’ପରେ ଇସ୍ତଫା ଦେବି’: ଗୃହମନ୍ତ୍ରୀଙ୍କ ବୟାନକୁ ନେଇ ଭାଜପା ନିଆଁ

ନୂଆଦିଲ୍ଲୀ,୩।୮: ଭାରତୀୟ ଜନତା ପାର୍ଟି (BJP) କର୍ନାଟକ ଗୃହମନ୍ତ୍ରୀ ପ୍ରିୟଙ୍କ ଖାର୍ଗେଙ୍କର ଏକ ବୟାନକୁ ଶେୟାର କରି ତାଙ୍କୁ ଟାର୍ଗେଟ କରିଛି। ଭିଡିଓରେ ପ୍ରିୟଙ୍କ ଖାର୍ଗେ କହୁଥିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri