ଘରୁ ସୁଖଶାନ୍ତି ହଜିଛି କି ? ଜାଣନ୍ତୁ କ’ଣ କୁହେ ବାସ୍ତୁ…

ଅନେକ ସମୟରେ ଦେଖାଯାଏ, କିଛି ବିଶେଷ କାରଣ ନଥାଇ ବି ଛୋଟ ଛୋଟ କଥାକୁ ନେଇ ଘରେ ଝଗଡ଼ା ଲାଗେ, କ୍ରମେ ସମ୍ପର୍କରେ ଫାଟ ସୃଷ୍ଟି ହୁଏ। ଘରୁ ସୁଖଶାନ୍ତି କୁଆଡ଼େ ହଜିଗଲା ଭଳି ଅନୁଭବ ହୁଏ। ଏ କ୍ଷେତ୍ରରେ ଘରେ କିଛି ବାସ୍ତୁଦୋଷ ରହିଥିବା ଅନେକେ ସନ୍ଦେହ କରିଥାନ୍ତି। ତେଣୁ ବାସ୍ତୁଶାସ୍ତ୍ର ଅନୁସାରେ ଘରେ କେମିତି ସୁଖଶାନ୍ତି ବୃଦ୍ଧି ପାଇବ ଆସନ୍ତୁ ଜାଣିବା ସେ ନେଇ କିଛି ଟିପ୍ସ…

* ଘରର ଦକ୍ଷିଣ-ପୂର୍ବ କୋଣରେ ସବୁଜୀମା ଭରା ଚିତ୍ର ଲଗାଇବା ଦ୍ୱାରା ଘରେ ସକାରାତ୍ମକ ଉର୍ଜା ଉତ୍ପନ ହୋଇ ସୁଖଶାନ୍ତି ବୃଦ୍ଧି ପାଇଥାଏ ବୋଲି ବିଶ୍ୱାସ କରାଯାଏ।
* ସେହିପରି, ପ୍ରତି ଗୁରୁବାର ଦିନ ତୁଳସୀ ଚଉରାରେ କିଛି କ୍ଷୀର ଢାଳିଲେ ଘରେ ଅଯଥାରେ କଳହ ଲାଗେ ନାହିଁ। ଏହି ଉପାୟ ଦ୍ୱାରା ବି ସୁଖଶାନ୍ତି ବୃଦ୍ଧି ପାଇଥାଏ।
* ଅନ୍ୟପକ୍ଷେ କୁହାଯାଏ, ଘରର ଡ୍ରଇଁ ରୁମ୍‌ରେ ସନ୍ଥ ମହାତ୍ମାଙ୍କ ଆଶୀର୍ବାଦ ଭଙ୍ଗୀର ଫଟୋ ଲଗାଇବା ମଧ୍ୟ ଘର ପାଇଁ ଶୁଭ ହୋଇଥାଏ।
* ଘରର ଉତ୍ତର ଦିଗରେ ତୁଳସୀ କିମ୍ବା ଅଁଳା ଗଛ ଲଗାଇବା ଦ୍ୱାରା ବି ପରିବାରର ମଙ୍ଗଳ ହେବା ସହ ଘରେ ଐଶ୍ୱର୍ଯ୍ୟ ବୃଦ୍ଧି ପାଇଥାଏ। ତା’ସହିତ ସମ୍ପର୍କରେ ନିବିଡ଼ତା ଆସିଥାଏ ବୋଲି ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ରହିଛି।
* ସେହିପରି ସୋରିଷ ତେଲରେ ଲବଙ୍ଗ ପକାଇ ଦୀପ ଜଳାଇଲେ ମଧ୍ୟ ଘରେ ଶାନ୍ତି ବଢିଥାଏ ବୋଲି ବିଶ୍ୱାସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଧ୍ର ବି.ଇଡି ନାମଲେଖା ନାଁରେ ଠକେଇ, ୨ ଗିରଫ

ଝାରସୁଗୁଡ଼ା,୨୭।୪ (ଆଶିଷ ରଞ୍ଜନ ଦାଶ): ଓଡ଼ିଶାର ଅନେକ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ସହ ଖେଳୁଥିବା ଏକ ଆନ୍ତଃରାଜ୍ୟ ଶିକ୍ଷା ଠକେଇ ର଼୍ୟାକେଟକୁ ଝାରସୁଗୁଡ଼ା ପୋଲିସ ଧରିଛି। ଆନ୍ଧ୍ରପ୍ରଦେଶର ବିଭିନ୍ନ…

ଆରମ୍ଭ ହେବ ମା’ ମୁତ୍ୟାଲୁମାଙ୍କ ନବଦିନ ଘଟଯାତ୍ରା, ରଙ୍ଗବେରଙ୍ଗ ଆଲୋକମାଳା ଝଲସୁଛି କୋରାପୁଟ ସହର

କୋରାପୁଟ,୨୭।୪(ଅମିତାଭ ବେହେରା ): ସୋମବାରଠୁ କୋରାପୁଟ ସହରରେ ଆରମ୍ଭ ହେବାକୁ ଯାଉଛି ମା’ ମୁତ୍ୟାଲୁମାଙ୍କ ନବଦିନ ଘଟଯାତ୍ରା । ତେଣୁ ମା’ଙ୍କ ପୁଚିଲାସାହିସ୍ଥିତ ଅସ୍ଥାୟୀ ମଣ୍ଡପ ସମେତ…

‘ମୁଁ ବଳାତ୍କାରୀ ନୁହେଁ…’ନିଜ ସହିତ ଘଟିଥିବା ଗୁଳିକାଣ୍ଡ ଘଟଣା ପରେ କାହିଁକି ଏମିତି କହିଲେ ଟ୍ରମ୍ପ? ଜାଣନ୍ତୁ ଏହାର ବଡ଼ କାରଣ

ଓ୍ବାଶିଂଟନ,୨୭।୪: ୱାଶିଂଟନ, ଡି.ସି.ରେ ହ୍ବାଇଟ ହାଉସ କରେସପଣ୍ଡେଣ୍ଟ୍ସଙ୍କ ରାତ୍ରୀଭୋଜନ ସମୟରେ ଏକ ଅସ୍ତ୍ରଶସ୍ତ୍ର ଧରି ଜଣେ ସନ୍ଦିଗ୍ଧ ବ୍ୟକ୍ତି କାର୍ଯ୍ୟକ୍ରମ ଭଙ୍ଗ କରିବାରୁ ବିଶୃଙ୍ଖଳା ସୃଷ୍ଟି ହୋଇଥିଲା।…

କେନାଲ ପାଣି ବନ୍ଦ ଘୋଷଣା, ଚାଷୀଙ୍କୁ ଫସଲ ରକ୍ଷା ଚିନ୍ତା

ବରଗଡ଼/ଭେଡ଼େନ,୨୭।୪(ପ୍ରେମାନନ୍ଦ ଖମାରୀ/ହୃଷୀକେଶ ଖମାରୀ): ବରଗଡ଼ ମୁଖ୍ୟ କେନାଲ ସେଚାଞ୍ଚଳ ଚାଷୀଙ୍କ ଜୀବନ ରେଖା। ହୀରାକୁଦ ଜଳଭଣ୍ଡାରରୁ ବାହାରିଥିବା ଏହି କେନାଲ ଉପରେ କେବଳ ବରଗଡ଼ ନୁହେଁ, ପଡ଼ୋଶୀ…

୧୭୮ ଯାତ୍ରୀଙ୍କୁ ନେଇ ଭୋପାଳ ଯାଉଥିବା ଏୟାର ଇଣ୍ଡିଆ ବିମାନର ଏମର୍ଜେନ୍ସି ଲ୍ୟାଣ୍ଡିଂ

ମୁମ୍ବାଇ,୨୭।୪: ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇରୁ ଭୋପାଳ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନକୁ ରବିବାର (୨୬ ଏପ୍ରିଲ) ଏକ ଯାନ୍ତ୍ରିକ ତ୍ରୁଟି ଯୋଗୁ ରାଜା ଭୋଜ…

ଚକୋଲେଟ କଥା ଛାଡନ୍ତୁ, ଏବେ ଆଇକ୍ରିମ ବି ହେବ ମହଙ୍ଗା, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୭।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଶେଷ ହୋଇଯାଇପାରେ, କିନ୍ତୁ ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ଜାରି ରହିଥିବାରୁ ପୁଣି ଶତ୍ରୁତା ସୃଷ୍ଟି ହେବାର ଭୟ…

ବାଇକକୁ ଧକ୍କା ଦେଲା ପିକଅପ, ଦୁର୍ଘଟଣାରେ ଚାଲିଗଲା ମାମୁ-ଭଣଜାଙ୍କ ଜୀବନ

ଭବାନୀପାଟଣା/ଜୁନାଗଡ଼,୨୭।୪(ଉତ୍ତମ କୁମାର ଦାଶ/ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବୁଡିପଦର ଛକରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଅଜଣା ପିକଅପ…

ବରଗଡ଼ରେ ବିକାଶ ବାଟବଣା, ଖରାଦିନେ ରାସ୍ତାରେ ବହୁଛି ଡ୍ରେନ୍‌ ପାଣି

ବରଗଡ଼,୨୭।୪(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହରକୁ ବିକଶିତ କରିବା ଲକ୍ଷ୍ୟ ନେଇ ପର୍ଯ୍ୟାୟକ୍ରମେ ଜବରଦଖଲ ଉଚ୍ଛେଦ କରାଯାଉଛି। ଏହି କ୍ରମରେ କେଉଁଠି ରାସ୍ତା ପ୍ରଶସ୍ତୀକରଣ ତ ଆଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri