ଛୋଟ ଛୋଟ କଥାକୁ ନେଇ କଳହ ଉପୁଜୁଛି କି? ସୁଖି ଦାମ୍ପତ୍ୟ ପାଇଁ ବାସ୍ତୁଟିପ୍ସ ଜାଣିରଖନ୍ତୁ…

ବେଳେବେଳେ ଛୋଟ ଛୋଟ କଥାକୁ ନେଇ ପତ୍ନୀପତିଙ୍କ ଭିତରେ କଥା କଟାକଟି ହୋଇଥାଏ। ଏହା ସାଧାରଣ ଲାଗିଲେ ବି ଏହା ପଛରେ ମଧ୍ୟ ବାସ୍ତୁଦୋଷର କିଛିଟା ଭୂମିକା ରହିଥିବା ବିଶ୍ୱାସ କରାଯାଏ। ଯେମିତିକି:

*ବାସ୍ତୁଶାସ୍ତ୍ର ଅନୁଯାୟୀ, ସୁଖୀ ଦାମ୍ପତ୍ୟ ପାଇଁ ପତ୍ନୀପତିଙ୍କର ବେଡ୍‌ରୁମ୍‌ ଉତ୍ତର-ପଶ୍ଚିମ ଦିଗରେ ରହିବା ଦରକାର। ଯଦ୍ଦ୍ବାରା ସମ୍ପର୍କରେ ନିବିଡ଼ତା ବୃଦ୍ଧି ପାଇଥାଏ।

*ସମ୍ପର୍କରେ ତିକ୍ତତା ଦୂର କରିବାକୁ ହେଲେ, ପତ୍ନୀପତି ବେଡ୍‌ରୁମ୍‌ର କାନ୍ଥରେ ହାଲ୍‌କା ରଙ୍ଗର ପ୍ରୟୋଗ କରିବା ସହ ରୁମ୍‌ରେ ତାଜା ଫୁଲ ରଖିପାରିବେ।

* ପତ୍ନୀଙ୍କୁ ବେଡ୍‌ର ବାମପଟେ ଓ ପତିଙ୍କୁ ବେଡ୍‌ର ଡାହାଣ ପଟେ ଶୋଇବା ଦରକାର। ଏହାଦ୍ୱାରା ସମ୍ପର୍କରେ ଭଲ ପାଇବା ବଢିଥାଏ।

* ପତ୍ନୀପତି ବେଡ୍‌ରୁମ୍‌ରେ ଯୋଡ଼ା ହଂସର ଫଟୋକୁ ଲଗାଇପାରିବେ। କୁହାଯାଏ, ଏହାଦ୍ୱାରା ବି ସମ୍ପର୍କ ନିବିଡ଼ ହୋଇଥାଏ।

* ସମୟାନୁସାରେ ବେଡ୍‌ର ଡିଜାଇନ୍‌ ବି ଦିନକୁ ଦିନ ଆଧୁନିକ ହେଉଛି। ଲୋକେ କାଠ ଖଟ ତୁଳନାରେ ଏବେ ମେଟାଲ୍‌ ଅବା ଡିଜାଇନର୍‌ ଖଟ ବ୍ୟବହାର କରିବାକୁ ବେଶୀ ଭଲ ପାଉଛନ୍ତି। କିନ୍ତୁ ବାସ୍ତୁ ଅନୁଯାୟୀ, ପତ୍ନୀପତିଙ୍କୁ ସର୍ବଦା କାଠ ଖଟରେ ଶୋଇବା ଦରକାର; କାରଣ ଏହାର ସୁପ୍ରଭାବ ଦାମ୍ପତ୍ୟ ଜୀବନ ଉପରେ ପଡିଥାଏ।

* ଦମ୍ପତିଙ୍କୁ ସର୍ବଦା ଦକ୍ଷିଣ ଦିଗକୁ ମୁଣ୍ଡ ଏବଂ ଉତ୍ତର ଦିଗକୁ ଗୋଡ଼ କରି ଶୋଇବା ଦରକାର। କାରଣ ଏହାଦ୍ୱାରା ଶରୀର ଭଲ ରହିବା ସହ ସମ୍ପର୍କ ନିବିଡ଼ ହୋଇଥାଏ।

*ଏସବୁ ପରେ ବି ସୁଖୀ ଦାମ୍ପତ୍ୟ ପାଇଁ ପତ୍ନୀପତିଙ୍କ ଭିତରେ ବିଶ୍ୱାସ ଓ ଉତ୍ତମ ବୁଝାମଣା ରହିବା ନିହାତି ଜରୁରୀ ବୋଲି ବାସ୍ତୁବିତତ୍ମାନେ ମତ ଦେଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଲିମ୍ପିଆନ ସୁଶୀଲଙ୍କ ଜାମିନ ଖାରଜ

ନୂଆଦିଲ୍ଲୀ,୬ା୨: ସ୍ଥାନୀୟ ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର କୁସ୍ତି ଚାମ୍ପିୟନ ସାଗର ଧନକରଙ୍କ ହତ୍ୟା ମାମଲାରେ ଗିରଫ ଅଲିମ୍ପିଆନ ସୁଶିଲ କୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର…

ଭାରତକୁ ବଡ଼ ଝଟ୍‌କା: ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ି ପାରନ୍ତି ହର୍ଷିତ ରାଣା

ମୁମ୍ବାଇ,୬ା୨: ଅଭ୍ୟାସ ମ୍ୟାଚରେ ଆଣ୍ଠୁରେ ଆଘାତ ଲାଗିଥିବାରୁ ଭାରତର ଯୁବ ସ୍ପିଡଷ୍ଟର ହର୍ଷିତ ରାଣା ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିପାରନ୍ତି। ହର୍ଷିତଙ୍କ ଉପରେ କିନ୍ତୁ ଦଳର ଫିଜିଓ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାଫଳ ପ୍ରକାଶିତ: କିଏ କେଉଁ ତାଲିକାରେ ରହିଲେ ଦେଖନ୍ତୁ ପୂରା ଲିଷ୍ଟ…

ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ଓ ଅର୍ଥନୈତିକ ଅନଗ୍ରସର ବୃତ୍ତି ପରୀକ୍ଷାଫଳ ୨୦୨୫ ଶୁକ୍ରବାର ପ୍ରକାଶ ପାଇଛି।…

ଜମୁଛି ସ୍କାଉଟ, ଗାଇଡ କ୍ୟାମ୍ପ: ଦ୍ୱିତୀୟ ଦିନରେ ଛାତ୍ରୀଛାତ୍ରଙ୍କୁ ଆକର୍ଷଣ କଲା…

ଦାରିଙ୍ଗବାଡି, ୬ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ୩ ଦିନିଆ ୨୨ତମ ଜିଲାସ୍ତରୀୟ…

ଟପ୍‌ ମାଓବାଦୀ ନେତା ନିଖିଲଙ୍କ ଆତ୍ମସମର୍ପଣ ପରେ ଏମିତି କହିଲେ ଡିଜିପି

ଭୁବନେଶ୍ୱର,୬।୨: ମାଓବାଦୀ ନେତା ନିଖିଲ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ ସ୍ତ୍ରୀ ଇନ୍ଦୁ…

ଶ୍ରଦ୍ଧା, ଅଶ୍ରୁ ଆଉ ସ୍ମୃତି: ଫଲଗୁ ନଦୀରେ ଅଜିତ ପାଓ୍ବାରଙ୍କୁ ଅନ୍ତିମ ବିଦାୟ

ମୁମ୍ବାଇ,୬।୨: ଗୟାର ପବିତ୍ର ଭୂମିରେ ଶୁକ୍ରବାର ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ଅଜିତ ପାୱାରଙ୍କ ସ୍ମୃତିରେ ଏକ ଗମ୍ଭୀର ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର…

Valentine’s Week: ଗୋଲାପରୁ କାହିଁକି ଆରମ୍ଭ ହୁଏ ପ୍ରେମ, ଜାଣନ୍ତୁ…

ଫେବୃଆରୀ ୭ରୁ ୧୪ ପର୍ଯ୍ୟନ୍ତ ଯୁବବର୍ଗ ପାଳନ କରିବେ ଭାଲେଣ୍ଟାଇନ୍ସ ଉଇକ୍‌ ବା ପ୍ରେମ ସପ୍ତାହ। ଏହି ସପ୍ତାହର ପ୍ରଥମ ଦିନ ରୋଜ୍‌ ଡେ’ ବା ଗୋଲାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri