Posted inଫୁରସତ

୩୦ ବର୍ଷ ହେଲା କିଣିନାହାନ୍ତି ପନିପରିବା

ଲକ୍ଷ୍ନୌ: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌର ଜଣେ ବ୍ୟକ୍ତି ଯିଏ କି ୩୦ ବର୍ଷ ଧରି ବଜାରରୁ ପନିପରିବା କିଣିନାହାନ୍ତି। କୌତୂହଳର ବିଷୟ ଏହା ପରେ ମଧ୍ୟ ତାଙ୍କ ଘରେ ପନିପରିବାର ଅଭାବ ନାହିଁ। ସେ ନିଜେ ଖାଆନ୍ତି ଏବଂ ଅନ୍ୟମାନଙ୍କୁ ମଧ୍ୟ ଦିଅନ୍ତି। ଏହି କଥା ଆପଣଙ୍କୁ ଆଶ୍ଚର୍ଯ୍ୟ କଲେ ମଧ୍ୟ ସତ। ଲକ୍ଷ୍ନୌର ବିନୋଦ କୁମାର ପାଣ୍ଡେ ତାଙ୍କ ଘରର ଛାତ ଏବଂ ବଗିଚାରେ ସବୁ ପ୍ରକାର ପନିପରିବା ଚାଷ କରିଛନ୍ତି। ୩୦ ବର୍ଷ ଧରି ସେ ଏହା କରିଆସୁଛନ୍ତି। ଫଳରେ ତାଙ୍କୁ ବଜାରରୁ ଆଉ ପରିବା କିଣିବାକୁ ପଡୁନି। ଆଜିକାଲି ଟମାଟୋ ମହଙ୍ଗା ହେବା ମଧ୍ୟ ବିନୋଦଙ୍କ ଉପରେ ପ୍ରଭାବ ପକାଇ ନ ଥିଲା। କାରଣ ବିନୋଦ ତାଙ୍କ ଛାତରେ ବହୁ ସଂଖ୍ୟକ ଟମୋଟୋ ଲଗାଇଛନ୍ତି।
ବିନୋଦ ଏକ କମ୍ପାନୀରେ କାମ କରନ୍ତି କିନ୍ତୁ ପନିପରିବା ଚାଷ କରିବା ହେତୁ ଲୋକମାନେ ତାଙ୍କୁ ’ଲକ୍ଷ୍ନୌର ଭେଜିଟେବଲ ମ୍ୟାନ’ ବୋଲି ଡାକନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

ପୁଣି କିମ୍‌ ଯଙ୍ଗ୍‌ ଉନ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୧୯ା୩: ଉତ୍ତର କୋରିଆ ଶାସକ କିମ୍‌ ଯଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଘୋଷଣା ହେଲା ତାରିଖ ଏବଂ ସ୍ଥାନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୩: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୮ମ ସଂସ୍କରଣ ୨୦୨୭ ଅକ୍ଟୋବର ୨୯ରୁ ନଭେମ୍ବର ୪ ମାଲ୍‌ଟା ଓ ଗୋଜୋରେ ହେବ। ଉଦ୍‌ଘାଟନୀ ଉତ୍ସବ ଅକ୍ଟୋବର ୨୯ରେ ଏହାପଛକୁ ଅକ୍ଟୋବର…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା, ମଣ୍ଡିରେ ଭିଜିଲା ଧାନ

ମାଥିଲ,୧୯।୩(ସୁବାଷ ଚନ୍ଦ୍ର ଖୁଡୁପିଆ) ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ବର୍ଷା ଯୋଗୁ ମାଲକାନଗିରି ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri