ମହିଳା ଭକ୍ତଙ୍କୁ ମାଡ ମରା ଘଟଣାରେ କାର୍ଯ୍ୟାନୁଷ୍ଠାନ: ହାବିଲଦାର ନିଲମ୍ବିତ

ପୁରୀ ଅଫିସ,୭।୧୧: ଶ୍ରୀମନ୍ଦିର ପରିସରରେ ମହିଳା ଭକ୍ତଙ୍କୁ ଆକ୍ରମଣ ଘଟଣାରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ସମ୍ପୃକ୍ତ ସୁରକ୍ଷାକର୍ମୀ ତଥା ହାବିଲଦାର ପ୍ରଶାନ୍ତଙ୍କୁ ପୁରୀ ଏସ୍‌ପି କେ ବିଶାଲ ସିଂହ ନିଲମ୍ବିତ କରିଛନ୍ତି। ଅପରପକ୍ଷେ ମହିଳାଙ୍କ ଚିକିତ୍ସା ସଦର ହସ୍ପିଟାଲରେ କରାଯାଉଛି।

ପ୍ରକାଶ ଯେ, ଶ୍ରୀଜିଉଙ୍କ ଦର୍ଶନ ପାଇଁ ଆସିଥିଲେ ବ୍ରହ୍ମପୁର ଅଞ୍ଚଳର ମାଧୁରୀ ଦାଶ। ଘଣ୍ଟି ଦ୍ୱାର ନିକଟରେ ପୋଲିସ ତାଙ୍କୁ ଅଟକାଇଥିଲା। ଏହାପରେ ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ହେବା ସହ ସେ ତାଙ୍କ ମୁଣ୍ଡକୁ ମାଡ ମାରିଥିଲେ। ଏହାଜଣା ପଡ଼ିବା ପରେ ପୁରୀ ଏସ୍‌ପି ଡାକ୍ତରଖାନାରେ ପହଞ୍ଚି ଆହତ ମହିଳାଙ୍କୁ ଭେଟିଥିଲେ। ଏଥିସହ ଘଟଣା କାହିଁକି ଘଟିଲା ତାର ତଦନ୍ତ କରାଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri