Posted inଖେଳ

କୋହଲୀ ନୁହେଁ, ହେଡେନଙ୍କ ପସନ୍ଦ ଧୋନୀ

ନୂଆଦିଲ୍ଲୀ,୧୧।୧୨: ଶେଷ ହେବାକୁ ଯାଉଛି ବର୍ଷ ୨୦୨୦। ଏହାସହ ଏକ ଦଶନ୍ଧି ସମୟ ବିତିଯିବ। ତେବେ ଗତ ୧୦ ବର୍ଷ ମଧ୍ୟରେ ଅନେକ କିଛି ବଦଳିଛି। ବିଶେଷକରି ଭାରତୀୟ କ୍ରିକେଟ ଟିମ୍‌ ଅନେକ ଉତ୍ଥାନ-ପତନ ଦେଇ ଗତି କରିଛି। ତେବେ ବିଗତ ବର୍ଷ ମଧ୍ୟରେ କେଉଁ ଭାରତୀୟ ଖେଳାଳି ଭଲ ପ୍ରଦର୍ଶନ କରିଛନ୍ତି ପ୍ରଶ୍ନର ଉତ୍ତର ଦେଇଛନ୍ତି ଅଷ୍ଟ୍ରେଲିଆର ପୂର୍ବ ବ୍ୟାଟ୍ସମ୍ୟାନ୍‌ ମାଥ୍ୟୁ ହେଡନ୍‌। ସେ କହିଛନ୍ତି, ଭାରତୀୟ ଟିମ୍‌ରେ ମହେନ୍ଦ୍ର ସିଂହ ଧୋନୀ, ବିରାଟ କୋହଲି ତାଙ୍କର ପସନ୍ଦ। ହେଲେ ଉଭୟଙ୍କ ମଧ୍ୟରେ ଧୋନୀ ତାଙ୍କୁ ବେଶ୍‌ ପ୍ରଭାବିତ କରିଛନ୍ତି। କାରଣ ଏହି ବର୍ଷ ମଧ୍ୟରେ ସେ ବିଶ୍ୱ କପ୍‌ ଏବଂ ଚାମ୍ପିଅନ୍ସ ଟ୍ରଫି ଜିତିଥିଲେ। ଏହା ଏକ ମାଇଲଷ୍ଟୋନ। କେବଳ ଜଣେ ଅଧିନାୟକ ଭାବେ ନୁହେଁ ବରଂ ମଧ୍ୟବର୍ଗର ଜଣେ ସଫଳ ବ୍ୟାଟ୍ସମ୍ୟାନ୍‌ ଭୂମିକା ସେ ନିର୍ବାହ କରିଥିଲେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri