Posted inଖେଳ

କୋହଲୀ ନୁହେଁ, ହେଡେନଙ୍କ ପସନ୍ଦ ଧୋନୀ

ନୂଆଦିଲ୍ଲୀ,୧୧।୧୨: ଶେଷ ହେବାକୁ ଯାଉଛି ବର୍ଷ ୨୦୨୦। ଏହାସହ ଏକ ଦଶନ୍ଧି ସମୟ ବିତିଯିବ। ତେବେ ଗତ ୧୦ ବର୍ଷ ମଧ୍ୟରେ ଅନେକ କିଛି ବଦଳିଛି। ବିଶେଷକରି ଭାରତୀୟ କ୍ରିକେଟ ଟିମ୍‌ ଅନେକ ଉତ୍ଥାନ-ପତନ ଦେଇ ଗତି କରିଛି। ତେବେ ବିଗତ ବର୍ଷ ମଧ୍ୟରେ କେଉଁ ଭାରତୀୟ ଖେଳାଳି ଭଲ ପ୍ରଦର୍ଶନ କରିଛନ୍ତି ପ୍ରଶ୍ନର ଉତ୍ତର ଦେଇଛନ୍ତି ଅଷ୍ଟ୍ରେଲିଆର ପୂର୍ବ ବ୍ୟାଟ୍ସମ୍ୟାନ୍‌ ମାଥ୍ୟୁ ହେଡନ୍‌। ସେ କହିଛନ୍ତି, ଭାରତୀୟ ଟିମ୍‌ରେ ମହେନ୍ଦ୍ର ସିଂହ ଧୋନୀ, ବିରାଟ କୋହଲି ତାଙ୍କର ପସନ୍ଦ। ହେଲେ ଉଭୟଙ୍କ ମଧ୍ୟରେ ଧୋନୀ ତାଙ୍କୁ ବେଶ୍‌ ପ୍ରଭାବିତ କରିଛନ୍ତି। କାରଣ ଏହି ବର୍ଷ ମଧ୍ୟରେ ସେ ବିଶ୍ୱ କପ୍‌ ଏବଂ ଚାମ୍ପିଅନ୍ସ ଟ୍ରଫି ଜିତିଥିଲେ। ଏହା ଏକ ମାଇଲଷ୍ଟୋନ। କେବଳ ଜଣେ ଅଧିନାୟକ ଭାବେ ନୁହେଁ ବରଂ ମଧ୍ୟବର୍ଗର ଜଣେ ସଫଳ ବ୍ୟାଟ୍ସମ୍ୟାନ୍‌ ଭୂମିକା ସେ ନିର୍ବାହ କରିଥିଲେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଲିମ୍ପିକ ହକି ଟେଷ୍ଟ ଇଭେଣ୍ଟ : ଅଷ୍ଟ୍ରେଲିଆ ବିପକ୍ଷରେ ମ୍ୟାଚ୍‌ ଡ୍ର ରଖିଲେ ଭାରତୀୟ ମହିଳା

ଟୋକିଓ,୧୮।୮(ପି.ଟି.): ଏଠାରେ ଆରମ୍ଭ ହୋଇଥିବା ଅଲିମ୍ପିକ୍‌ ହକି ଟେଷ୍ଟ ଇଭେଣ୍ଟର ଏକ ରାଉଣ୍ଡ- ରବିନ ଲିଗ୍‌ ମ୍ୟାଚ୍‌ରେ ଭାରତୀୟ ମହିଳା ଦଳ ଦମ୍‌ଦାର ଖେଳ ପ୍ରଦର୍ଶନ...

ପ୍ରଥମେ ବ୍ୟାଟିଂ କରିବ ଭାରତ

ଚେନ୍ନାଇ,୧୫।୧୨- ସ୍ଥାନୀୟ ଚିଦାମ୍ବରମ ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଭାରତୀୟ ଦଳ ପ୍ରଥମେ ବ୍ୟାଟିଂ କରିବ। ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ଦଳର ଅଧିନାୟକ କିରନ...

ପରିବର୍ତ୍ତନ ଲାଗି ପରାମର୍ଶ ଦେଲେ ଗାଭାସ୍କର

ଦୁବାଇ,୨୯।୧୦: ଚଳିତ ଟି୨୦ ବିଶ୍ୱକପ୍‌ର ସୁପର-୧୨ ପର୍ଯ୍ୟାୟରେ ଆସନ୍ତା ରବିବାର ନ୍ୟୁଜିଲାଣ୍ଡକୁ ଭେଟିବାକୁ ଯାଉଛି ଭାରତୀୟ ଦଳ। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ ପୂର୍ବରୁ କିମ୍ବଦନ୍ତୀ କ୍ରିକେଟର...

ଟ୍ରେନିଂ ଆରମ୍ଭ କଲେ ସାଇନା ନେହ୍ବାଲ

ନୂଆଦିଲ୍ଳୀ,୯।୮(ପି.ଟି.): ଲଣ୍ଡନ ଅଲିମ୍ପିକ୍ସ ବ୍ରୋଞ୍ଜ୍‌ ପଦକ ବିଜୟିନୀ ସାଇନା ନେହ୍ବାଲ ଦୀର୍ଘ ଦିନ ପରେ ପୁଣି ଟ୍ରେନିଂ ଆରମ୍ଭ କରିଛନ୍ତି। ହାଇଦ୍ରାବାଦ୍‌ର ଏକ ସ୍ବତନ୍ତ୍ର ସ୍ଥାନରେ...

ଓଡ଼ିଶା ଏଫସି ଜର୍ସି ଉନ୍ମୋଚିତ

ଭୁବନେଶ୍ୱର, ୧୭।୧୦(କ୍ରୀଡ଼ା ପ୍ରତିନିଧି)- ଇଣ୍ଡିଆନ ସୁପର ଲିଗ୍‌ (ଆଇଏସଏଲ)ର ନୂଆ ଦଳ ଓଡ଼ିଶା ଏଫସିର ଜର୍ସି ଉନ୍ମୋଚନ ଉତ୍ସବ ବୁଧବାର ସ୍ଥାନୀୟ ଏକ ହୋଟେଲରେ ଅନୁଷ୍ଠିତ...

୧୯୩ ରନ୍‌ର ଟାର୍ଗେଟ୍‌ ଦେଲା ଗୁଜରାଟ

ମୁମ୍ବାଇ,୧୪।୩: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ଗୁରୁବାର ୨୪ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଅଧିନାୟକ ସଞ୍ଜୁ ସାମସନ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ପ୍ରାରମ୍ଭରୁ...

ଏଆରଆରସିରେ ପଏଣ୍ଟ ଜିତିଲେ ରାଜୀବ

ଭୁବନେଶ୍ୱର, ୨୭।୯(ସ୍ପୋଟର୍‌ସ ବ୍ୟୁରୋ)- ମାଲେସିଆର ସେପଙ୍ଗ ଇଣ୍ଟରନ୍ୟାଶନାଲ ସର୍କିଟରେ ଅନୁଷ୍ଠିତ ଏସିଆନ ରୋଡ ରେସିଂ ଚାମ୍ପିୟନଶିପ(ଏଆରଆରସି)ର ଚୂଡ଼ାନ୍ତ ତଥା ଷଷ୍ଠ ପର୍ଯ୍ୟାୟ ରେସରେ ଇଡିମିତ୍‌ସୁ ହୋଣ୍ଡା...

ଜୈବ ସୁରକ୍ଷିତ ପ୍ରୋଟୋକଲ ଭାଙ୍ଗିଲେ ହାଫିଜ୍‌

କରାଚି,୧୩।୮(ପି.ଟି.): ପାକିସ୍ତାନ ପୂର୍ବତନ ଅଧିନାୟକ ମହମ୍ମଦ ହାଫିଜ୍‌ ଇଂଲଣ୍ଡରେ ଜୈବ ସୁରକ୍ଷିତ ପ୍ରୋଟୋକଲ ଉଲ୍ଲଂଘନ କରି ବିବାଦ ସୃଷ୍ଟି କରିଛନ୍ତି। ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)...

Advertisement
Archives

Model This Week