ସୋରେନ ସରକାରଙ୍କ ନିଷ୍ପତ୍ତିକୁ ହାଇକୋର୍ଟଙ୍କ ଝଟକା, JSSC-CGL ସମେତ ୨୨ଟି ରଦ୍ଦ ପରୀକ୍ଷା ଉପରେ…

ରାଞ୍ଚି, ୨୦।୮: ଝାଡ଼ଖଣ୍ଡର ହେମନ୍ତ ସୋରେନ ସରକାରଙ୍କୁ ବଡ଼ ଝଟକା ଲାଗିଛି । JSSC-CGL ସମେତ ୨୨ଟି ନିଯୁକ୍ତି ପରୀକ୍ଷା ରଦ୍ଦ କରିବା ନେଇ ସରକାର ନେଇଥିବା ନିଷ୍ପତ୍ତି ଉପରେ ଝାଡ଼ଖଣ୍ଡ ହାଇକୋର୍ଟ ରୋକ ଲଗାଇଛନ୍ତି । ରଦ୍ଦ ନିଷ୍ପତ୍ତି ବିରୋଧରେ ଦାଖଲ ହୋଇଥିବା ଏକାଧିକ ଯାଚିକାର ଶୁଣାଣି ବେଳେ କୋର୍ଟ ଏହି ଅନ୍ତରୀଣ ଆଦେଶ ଦେଇଛନ୍ତି । ୧୫ ଦିନ ଭିତରେ ଜବାବ ଦାଖଲ କରିବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଗତ ୧୭ ଅଗଷ୍ଟରେ ହେମନ୍ତ ସୋରେନଙ୍କ ନେତୃତ୍ୱାଧୀନ ରାଜ୍ୟ କ୍ୟାବିନେଟ୍ JSSC-CGL ସମେତ TDPL ଦ୍ୱାରା ୨୦୧୪ରୁ କରାଯାଇଥିବା ନିଯୁକ୍ତି ପରୀକ୍ଷାଗୁଡ଼ିକ ମଧ୍ୟରୁ ୨୨ଟିକୁ ରଦ୍ଦ କରିବାକୁ ନିଷ୍ପତ୍ତି ନେଇଥିଲା। ପରୀକ୍ଷା ପ୍ରକ୍ରିୟାରେ କଥିତ ଅନିୟମିତତାକୁ ନେଇ ଏହି ପଦକ୍ଷେପ ନିଆଯାଇଥିଲା।ଏହି ନିଷ୍ପତ୍ତି ପରେ ପରୀକ୍ଷାରେ ସଫଳ ହୋଇ ନିଯୁକ୍ତି ପାଇଥିବା ଅନେକ ପ୍ରାର୍ଥୀ ଚିନ୍ତାରେ ପଡ଼ିଥିଲେ ଏବଂ ସରକାରଙ୍କ ବିରୋଧରେ ଆନ୍ଦୋଳନ କରିଥିଲେ। ସେମାନଙ୍କ ଚାକିରି ଭବିଷ୍ୟତ ନେଇ ମଧ୍ୟ ପ୍ରଶ୍ନ ଉଠିଥିଲା।

ଅନ୍ୟପଟେ, ନିଯୁକ୍ତି ପରୀକ୍ଷାରେ କଥିତ ଅନିୟମିତତାର ତଦନ୍ତ ପାଇଁ ସରକାର ୧୭ଟି ପରୀକ୍ଷା ସମ୍ପର୍କରେ CID ତଦନ୍ତର ନିର୍ଦ୍ଦେଶ ମଧ୍ୟ ଦେଇଥିଲେ । ହାଇକୋର୍ଟଙ୍କ ଏହି ରୋକ ପରେ ରଦ୍ଦ ହୋଇଥିବା ପରୀକ୍ଷା ଏବଂ ନିଯୁକ୍ତିକୁ ନେଇ ଆଗାମୀ ଶୁଣାଣି ଉପରେ ସମସ୍ତଙ୍କ ନଜର ରହିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧ୍ୟାକରଣ ସତ୍ତ୍ୱେ କେମିତି ହେଲି ୬ଟି ଛୁଆର ବାପା? କୁକୁର ବେଶରେ ଆସି ଜନଶୁଣାଣିରେ ଏମିତି ପଚାରିଲେ…

ଭୋପାଳ,୨୦।୮: ମଧ୍ୟପ୍ରଦେଶର ଖଣ୍ଡୱାରେ ଜନଶୁଣାଣି ସମୟରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି କୁକୁରର ମୁଖା ଓ ପୋଷାକ ପିନ୍ଧି ‘କୁକୁର’ ହୋଇ କଲେକ୍ଟର…

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…

ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇ…

ରାଜନଗର,୨୦।୮: ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି ।…

ସୁପ୍ରିମକୋର୍ଟରୁ ଆସିଲା ସାଂଘାତିକ ତଥ୍ୟ: ମୁଖ୍ୟମନ୍ତ୍ରୀ ବିଜୟ ଥଲାପତିଙ୍କ ନାଁରେ ଏତେ ଆପରାଧିକ ମାମଲା, ଶୀର୍ଷରେ…

ନୂଆଦିଲ୍ଲୀ, ୨୦।୮: ନେତାମାନଙ୍କ ବିରୋଧରେ ରହିଥିବା ଆପରାଧିକ ମାମଲାର ଶୀଘ୍ର ଶୁଣାଣି ଦାବିକୁ ନେଇ ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ସମୟରେ ଚକିତ କରିଦେବା ଭଳି ତଥ୍ୟ ସାମ୍ନାକୁ…

ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ବହୁ ସମୟ ଧରି ଖୋଜାଖୋଜି ପରେ ବି…

ପଟ୍ଟାମୁଣ୍ଡାଇ,୨୦ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ପେଣ୍ଠପାଳ ପଞ୍ଚାୟତ ନାହିଆ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ବନ୍ୟାପାଣିର ପ୍ରବଳ ସ୍ରୋତରେ ଭାସିଯାଇ…

୨୦ରୁ ୨୨ଅଗଷ୍ଟ ଯାଏ ସବୁ ସ୍କୁଲ-କଲେଜ ବନ୍ଦ; ରାଜ୍ୟପାଳ ଜାରି କଲେ ନିର୍ଦ୍ଦେଶ, ଜାଣନ୍ତୁ କାହିଁକି…

୨୦ ରୁ ୨୨ ଅଗଷ୍ଟ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ, ଯାହାକୁ ନେଇ ଶିକ୍ଷା ବିଭାଗ ପକ୍ଷରୁ ଆନୁଷ୍ଠାନିକ ନିର୍ଦ୍ଦେଶ ଜାରି କରାଯାଇଛି। ଶିକ୍ଷା ବିଭାଗ…

ବଲାଙ୍ଗୀରରେ ଚାଞ୍ଚଲ୍ୟ; ଯୁବକଙ୍କ ମୁଣ୍ଡ କାଟି ପୋଖରୀରେ ଫିଙ୍ଗିଦେଲେ

ବଲାଙ୍ଗୀର,୨୦।୮( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଦେଓଗାଁ ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଗଡା ଗ୍ରାମ ସ୍କୁଲ ନିକଟରେ ଏକ ପୋଖରୀରୁ…

କଂଗ୍ରେସ ଦଳ ବୈଠକରେ କର୍ମୀଙ୍କ ପ୍ରଶ୍ନରେ ବିଧାୟକ ଘାଇଲା, ନିର୍ବାଚନ ପୂର୍ବରୁ ଦେଇଥିବା ପ୍ରତିଶ୍ରୁତି ପାଳନ ନ କରି…

ଦାରିଙ୍ଗବାଡ଼ି,୨୦ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀର କଂଗ୍ରେସ ବିଧାୟକ ପ୍ରଫୁଲ ପ୍ରଧାନ ବୁଧବାର ବ୍ରାହ୍ମଣୀଗାଁ ଗସ୍ତରେ ଯାଇଥିଲେ। ସେଠାରେ ବିଧାୟକଙ୍କୁ କିଛି କର୍ମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri