ଏଚ୍‌ସିଏଲ୍‌ ଜିଗସର ୪ର୍ଥ ସଂସ୍କରଣ

ନୂଆଦିଲ୍ଲୀ,୧୦।୪: ପ୍ରତି ବର୍ଷ ପରି ଚଳିତ ବର୍ଷ ମଧ୍ୟ ଏଚ୍‌ସିଏଲ୍‌ ଜିଗସର ଆୟୋଜନ କରାଯାଉଛି। ଏଚ୍‌ସିଏଲ୍‌ ପ୍ରିମିୟର କ୍ରିଟିକାଲ ରିଜଏନିଂ ପ୍ଲାଟ୍‌ଫର୍ମ ‘ଏଚ୍‌ସିଏଲ୍‌ ଜିଗସ’ର ୪ର୍ଥ ସଂସ୍କରଣର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଉକ୍ତ ପ୍ରତିଯୋଗିତା ପାଇଁ ପଞ୍ଜୀକରଣ ମଧ୍ୟ ଆରମ୍ଭ ହୋଇଯାଇଛି।

ବିଶେଷ ୬ଷ୍ଠରୁ ୯ମ ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ନେଇ ମୂଲ୍ୟାୟନ କରିଥାଏ। ଏପରିକି ସେମାନଙ୍କୁ ବାସ୍ତବ ଦୁନିଆର ଆହ୍ବାନଗୁଡିକୁ ସମାଧାନ କରିବା ଦିଗରେ ପ୍ରୟୋଗ କରିବାରେ ସହଯୋଗ କରିଥାଏ। ଉକ୍ତ ପ୍ରତିଯୋଗିତାରେ ଅଂଶଗ୍ରହଣ ପାଇଁ ଆଶାୟୀ ଛାତ୍ରୀଛାତ୍ର କିମ୍ବା ବିଦ୍ୟାଳୟଗୁଡିକ ୨୦୨୩ ଜୁଲାଇ ୩୧ ସୁଦ୍ଧା www.hcljigsw.comରେ ପଞ୍ଜୀକରଣ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଡରରେ ପାକିସ୍ତାନର ବଡ଼ ଏୟାରଷ୍ଟ୍ରାଇକ୍‌, ସକାଳୁ ସକାଳୁ ଥରିଲା…

ଇସଲାମବାଦ,୨୨।୨: ପାକିସ୍ତାନର ବଡ଼ ଏୟାର ଷ୍ଟ୍ରାଇକ୍‌। ଆଫଗାନିସ୍ତାନରେ ପାକିସ୍ତାନ ବଡ଼ ଷ୍ଟ୍ରାଇକ୍‌ କରିଥିବା ସମ୍ପର୍କରେ ସୂଚନା ମିଳିଛି। ରିପୋର୍ଟ ଅନୁଯାୟୀ ପାକିସ୍ତାନୀ ବାୟୁସେନା ଆଫଗାନିସ୍ତାନର ପାକତିକା ପ୍ରଦେଶର…

ଜଳିଗଲା ବଡ଼ପଡ଼ିଆ ପରିବା ମାର୍କେଟ୍, ୬୫ ରୁ ଅଧିକ ଦୋକାନ ପୋଡ଼ି ପାଉଁଶ

ପାରାଦୀପ,୨୨।୨(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ବନ୍ଦର ସହର ବଡପଡିଆ ମୁଖ୍ୟ ପରିବା ମାର୍କେଟରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି ।ଏଥିରେ ୬୫ ରୁ ଅଧିକ…

ଭାରତୀୟ ବ୍ୟବସାୟୀଙ୍କୁ ଆଶ୍ବସ୍ତି; ଶସ୍ତା ହେବ ଆମେରିକା ବଜାରକୁ ଯାଉଥିବା ସାମଗ୍ରୀ

ଓ୍ବାଶିଂଟନ୍‌,୨୨।୨: ଆମେରିକା ସୁପ୍ରିମକୋର୍ଟରୁ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା । ଟାରିଫକୁ ସୁପ୍ରିମକୋର୍ଟ ବେଆଇନ କହିବା ପରେ ବଢ଼ିଲା ଟ୍ରମ୍ପଙ୍କ ଅଡୁଆ । ଭାରତ ଉପରେ ୧୮…

ଗୁଜରାଟ ମଡେଲର ସ୍ଥିତି

ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାୟ ୩୦ ବର୍ଷ ଧରି ନିରବଚ୍ଛିନ୍ନ ଭାବରେ ଗୁଜରାଟରେ ଶାସନ କରିଆସୁଛି। ବାସ୍ତବରେ ଗୁଜରାଟ ଏକ ଦୁଇ-ଦଳୀୟ ରାଜ୍ୟ। କିନ୍ତୁ ବାବ୍ରୀ…

ଖାମେନେଇଙ୍କୁ ହତ୍ୟା କରିପାରେ ଆମେରିକା

ଓ୍ବାଶିଂଟନ୍‌,୨୨।୨: ଇରାନର ସର୍ବୋଚ୍ଚ ଧର୍ମଗୁରୁ ଆୟାତୋଲ୍ଲା ଅଲୀ ଖାମେନେଇ ଏବଂ ତାଙ୍କ ପୁଅ ମୋଜତାବାଙ୍କୁ ହତ୍ୟା କରିବାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୋଜନା ଚଳାଇଛନ୍ତି। ଇରାନର…

ଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ ବୈଠକ, ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ନଳକୂପ ମରାମତି ନହେଲେ….

ଭଞ୍ଜନଗର,୨୨।୨(ବାବୁଲା ପ୍ରଧାନ): ଫେବୃଆରୀ ମାସରୁ ରାଜ୍ୟରେ ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହେଲାଣି । ଏହାକୁ ଦେଖିଲେ ଆଗକୁ ସ୍ଥିତି ଆହୁରି ଭୟଙ୍କର ହେବା ନେଇ ଆଶା…

ଓଡ଼ିଶାର ୧୨ ଜିଲାରେ ବାଲ୍ୟବିବାହ ସର୍ବାଧିକ, ସବୁଠୁ ଆଗରେ…

ଭୁବନେଶ୍ୱର,୨୨।୨ (ରବିନାରାୟଣ ଜେନା) : ଓଡ଼ିଶାର ବାଲ୍ୟବିବାହ ସ୍ଥିତିକୁ ନେଇ ଏକ ଚିନ୍ତାଜନକ ତଥ୍ୟ ସାମ୍ନାକୁ ଆସିଛି। ରାଜ୍ୟର ୧୨ ଜିଲାରେ ବାଲ୍ୟବିବାହ ହାର ଜାତୀୟ ହାରଠାରୁ…

ନବ ଦାସ ହତ୍ୟା ମାମଲା: PSO ମିତ୍ରଭାନୁ ଦେଓଙ୍କ ସାକ୍ଷ୍ୟ ଗ୍ରହଣ, କ’ଣ କହିଲେ କୋର୍ଟରେ…

ଝାରସୁଗୁଡ଼ା, ୨୧ା୨(ଆଶିଷ ରଞ୍ଜନ ଦାଶ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ତାଙ୍କର ତତ୍କାଳୀନ ପିଏସ୍‌ଓ ମିତ୍ରଭାନୁ ଦେଓ ଶନିବାର ଝାରସୁଗୁଡ଼ା ଅତିରିକ୍ତ ଜିଲାଜଜ୍‌ କୋର୍ଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri