Posted inଜାତୀୟ

କର୍ନାଟକରେ ବିଜୟର ଭରସା ଦେଲେ ଦେବେଗୌଡା

ବେଙ୍ଗାଲୁରୁ,୨୯।୪: କର୍ନାଟକ ବିଧାନସଭା ନିର୍ବାଚନ ପାଇଁ ଶଙ୍ଖନାଦ ହୋଇ ସାରିଛି। ରାଜ୍ୟରେ ସରକାର ଗଠନ କରିବାକୁ ସମସ୍ତ ରାଜନୈତିକ ଦଳ ନିଜ ନିଜର ଶକ୍ତି ଲଗାଇ ଦେଇଛନ୍ତି। ଇତି ମଧ୍ୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ ଡି ଦେବେଗୌଡା ଶନିବାର କର୍ନାଟକରେ ବିଧାନସଭା ନିର୍ବାଚନ ଜିତିବାର ଭରସା ଦେଇଛନ୍ତି।
ସେ କହିଛନ୍ତି, ରାଜ୍ୟରେ ହେଉଥିବା ରାଜନୈତିକ ଘଟଣାକ୍ରମକୁ ଅପେକ୍ଷା ରଖନ୍ତୁ ଓ ଦେଖନ୍ତୁ ଆଗକୁ କ’ଣ ହେଉଛି। ଏହା ବ୍ୟତୀତ କଂଗ୍ରେସ ସହ ମେଣ୍ଟକୁ ନେଇ ବି ଦେବେଗୌଡା ତାଙ୍କ ମତ ରଖିଛନ୍ତି। ତେବେ କଂଗ୍ରେସ ସହ ମେଣ୍ଟକୁ ସେ ମନା କରି ଦେଇଛନ୍ତି।

ନ୍ୟୁଜ ଏଜେନ୍ସି ଏଏନଆଇକୁ ଦେଇଥିବା ସାକ୍ଷାତକାରରେ ଏଚଡି ଦେବେଗୌଡା କହିଛନ୍ତି କାହାର ଆକଳନ ଉପରେ ଏହା ମୋର ପ୍ରତିକ୍ରିୟା ନୁହେଁ। ଏହା ମୋର ନିଜର ଆକଳନ। ଯେବେ ପର୍ଯ୍ୟନ୍ତ ଲୋକଙ୍କ ଜନାଦେଶ ଘୋଷଣା ନ ହୋଇଛି, ସେବେ ପର୍ଯ୍ୟନ୍ତ ସେମାନଙ୍କୁ ଖୁସି ହେବାକୁ ଦିଅନ୍ତୁ। ବାସ ଅପେକ୍ଷା କରନ୍ତୁ ଓ ଦେଖନ୍ତୁ କର୍ନାଟକରେ କ’ଣ କେମିତି ଆଗକୁ ବଢୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକକୁ ଧକ୍କା ଦେଲା ପିକ୍‌ଅପ୍‌ ଗାଡି: ଚାଲିଗଲା ୯ ଜୀବନ, ୨୩ ଆହତ

ରାୟପୁର,୨୯।୪: ଛତିଶଗଡର ବେମେତାରା ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ପିକଅପ ଗାଡି ଏବଂ ଟ୍ରକ ଧକ୍କାରେ ପାଞ୍ଚ ଜଣ ମହିଳା ଏବଂ...

ନାମାଙ୍କନ ପୂର୍ବରୁ ପ୍ରଭୁ ଶିବଙ୍କ ଉପରେ ପାଣି ଢାଳିଲେ ପ୍ରତିରକ୍ଷା ମନ୍ତ୍ରୀ

ଲକ୍ଷ୍ନୌ,୨୯।୪: ଉତ୍ତର ପ୍ରଦେଶର ଲକ୍ଷ୍ନୌର ଭାଜପା ପ୍ରାର୍ଥୀ ରାଜନାଥ ସିଂ ଆଜି ନାମାଙ୍କନ ପତ୍ର ଦାଖୂଳ କରିବେ। ନାମାଙ୍କନ ପୂର୍ବରୁ ରାଜନାଥ ସିଂ ଲକ୍ଷ୍ନୌର ହନୁମାନ...

କାହିଁକି ଭାଜପାକୁ ଓଡ଼ିଶାରେ ଦରକାର ଗୋଟିଏ ସୁଯୋଗ? କାରଣ ବାହାର କରି ବୁଝାଇଲେ ମୋଦି

ନୂଆଦିଲ୍ଲୀ,୨୯।୪: ଲୋକ ସଭା ନିର୍ବାଚନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଘରୋଇ ଟେଲିଭିଜନକୁ ଏକ ସ୍ବତନ୍ତ୍ର ସାକ୍ଷାତକାର ଦେଇଛନ୍ତି। ଦିଆଯାଇଥିବା ଏକ ସାକ୍ଷାତକାରରେ ପ୍ରଧାନମନ୍ତ୍ରୀ...

ଭାଜପା ଏମପି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀଙ୍କ ପରଲୋକ, ଗୋଟିଏ ମାସ ପୂର୍ବରୁ ରାଜନୀତିରୁ ନେଇଥିଲେ ସନ୍ୟାସ

ବେଙ୍ଗାଲୁରୁ,୨୯।୪: କର୍ନାଟକର ଚାମରାଜନଗରରୁ ଭାଜପା ଏମପି ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଭି ଶ୍ରୀନିବାସ ପ୍ରସାଦଙ୍କ ଦେହାନ୍ତ ହୋଇଛି। ସେ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ...

ଦୁଇଭାଗ ହେବ କଂଗ୍ରେସ: ବ୍ୟାପିପାରେ ଲଭଲିଙ୍କ ଇସ୍ତଫାର ନିଆଁ

ନୂଆଦିଲ୍ଲୀ,୨୯।୪: ଆମ ଆଦମୀ ପାର୍ଟି (ଏଏପି) ସହିତ ମେଣ୍ଟ, ବାହ୍ୟ ପ୍ରାର୍ଥୀ ଚୟନ ଏବଂ ପ୍ରଦେଶ କଂଗ୍ରେସର ମନମାନିକୁ ନେଇ ପୂର୍ବତନ ମନ୍ତ୍ରୀ ରାଜକୁମାର ଚୌହାନଙ୍କ...

ରାମ ନାମ ଧରି…

ସିର୍‌ସି/ନୂଆଦିଲ୍ଲୀ,୨୯ା୪:କେନ୍ଦ୍ରରେ କ୍ଷମତାସୀନ ଭାଜପା ଏଥର ମଧ୍ୟ ‘ରାମ ନାମ’ ଧରି ଲୋକ ସଭା ନିର୍ବାଚନ ବୈତରଣୀ ପାର ହେବାକୁ ଉଦ୍ୟମ ଚଳାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ...

ଭାରତ ମହାସାଗର ହେବ ସ୍ଥାୟୀ ଗ୍ରୀଷ୍ମ ଲହର ଅଞ୍ଚଳ

ନୂଆଦିଲ୍ଲୀ,୨୯ା୪ (ପି.ଟି.):ଭାରତରେ କିଛିଦିନ ହେଲା ଗ୍ରୀଷ୍ମ ଲହର ଜାରି ରହିଥିବାବେଳେ ଓଡ଼ିଶା ସମେତ କର୍ନାଟକ, ଆନ୍ଧ୍ରପ୍ରଦେଶ, ତାମିଲନାଡୁ ଓ କେରଳରେ ସର୍ବାଧିକ ତାପମାତ୍ରା ଅନୁଭୂତ ହେଉଛି।...

ଅଶ୍ଳୀଳ ଭିଡିଓ: ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତି ଫେରାର

ବେଙ୍ଗାଲୁରୁ,୨୯ା୪:ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପୂର୍ବରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବେଗୌଡ଼ାଙ୍କ ନାତି ତଥା ହାସନ ଏମ୍‌ପି ପ୍ରଜ୍ୱଳ ରେଭନ୍ନାଙ୍କ କେତେକ ଅଶ୍ଳୀଳ ଭିଡିଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri