Posted inଜାତୀୟ

ମୁଖ୍ୟମନ୍ତ୍ରୀ ପଦ ପ୍ରତ୍ୟେକ ଦିନ ମୋ ପାଇଁ ଶେଷଦିନ, ଏମିତି କହି କାନ୍ଦିଲେ କୁମାରସ୍ବାମୀ

ମାଣ୍ଡ୍ୟା,୧୬।୪: ନିର୍ବାଚନ ପ୍ରଚାର ସମୟରେ ନେତାମାନେ ଭାବୁକ ହୋଇ ଭୋଟରଙ୍କ ସମର୍ଥନ ଲୋଡ଼ିବା କୌଣସି ବଡ଼ କଥା ନୁହେଁ। ବହୁଥର ନେତାମାନେ କୁମ୍ଭୀର କାନ୍ଦଣା କାନ୍ଦି ଭୋଟରଙ୍କୁ ଆକୃଷ୍ଟ କରିବାକୁ ଚେଷ୍ଟା କରିଥାନ୍ତି। ସେହିପରି କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଏଥର କୁମ୍ଭୀର କାନ୍ଦଣା ନୁହେଁ ବରଂ ପୁଣି ଥରେ ଜନତାଙ୍କ ସମ୍ମୁଖରେ ଭାବୁକ ହୋଇ ନିଜ କାନ୍ଦକୁ ଅଟକାଇ ପାରିନାହାନ୍ତି ଏଚ୍‌.ଡି କୁମାରସ୍ବାମୀ। ମାଣ୍ଡ୍ୟାର ଏକ ଜନସଭାକୁ ସମ୍ବୋଧିତ କରିବା ସମୟରେ ସେ କହିଛନ୍ତି, ଗଣମାଧ୍ୟମରେ ଲଗାତାର ଭାବେ ମୋ ବାବଦରେ ଚର୍ଚ୍ଚା ହେବା ସହ ପ୍ରତ୍ୟେକ ଦିନ ମୋର ଶେଷ ଦିନ ବୋଲି କୁହାଯାଇଥାଏ। ଏହା କହି ସେ ଭାବୁକ ହୋଇଯାଇଥିଲେ। ତାଙ୍କ ବିରୋଧରେ ମିଥ୍ୟା ଖବରର ଗୁଜବ ସୃଷ୍ଟି କରାଯାଉଛି ବୋଲି କୁମାରସ୍ବାମୀ କହିଛନ୍ତି। ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ପଦ ପାଇଁ କୁମାରସ୍ବାମୀଙ୍କ ପୁଅ ନିଖିଲ କୁମାରସ୍ବାମୀ ମଧ୍ୟ ନିର୍ବାଚନ ଲଢ଼ୁଛନ୍ତି। ଏଥିପାଇଁ ଜେଡିଏସ୍‌ ନିଜର ସବୁ ଶକ୍ତି ଲଗାଇ ନିର୍ବାଚନ ଲଢ଼ୁଛି। ପୂର୍ବରୁ ମଧ୍ୟ କୁମାରସ୍ବାମୀଙ୍କୁ ଭାବୁକ ହୋଇ କାନ୍ଦି ପକାଇଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯଦି ସେ ଶଙ୍କରାଚାର୍ଯ୍ୟ ଥିଲେ ତେବେ ଆପଣ କାହିଁକି ଲାଠିଚାର୍ଜ କରିଥିଲେ? ସମାଜବାଦୀ ପାର୍ଟି ଉପରେ ବର୍ଷିଲେ ଯୋଗୀ…

ଲକ୍ଷ୍ନୌ,୧୩।୨: ଉତ୍ତରପ୍ରଦେଶ ବଜେଟ ଅଧିବେଶନରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସମାଜବାଦୀ ପାର୍ଟି (SP) କୁ କଡ଼ା ସମାଲୋଚନା କରିଛନ୍ତି। ମାଘ ମେଳାରେ ଘଟିଥିବା ଘଟଣାକୁ ନେଇ ସେ…

ଅଭିନେତା ବିଜୟଙ୍କ ରାଲିରେ ଅଘଟଣ, ଭାଷଣ ସମୟରେ ଟଳି ପଡ଼ିଲେ ଯୁବକ

ଚେନ୍ନାଇ,୧୩।୨: ଶୁକ୍ରବାର ତାମିଲନାଡୁର ସାଲେମରେ ଟିଭିକେ ମୁଖ୍ୟ ଏବଂ ଅଭିନେତା ବିଜୟ ଥାଲାପତିଙ୍କ ଏକ ରାଲିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସାଲେମର ଜଣେ ପୋଲିସ ଅଧିକାରୀ…

ସେବା ତୀର୍ଥକୁ ଶିଫ୍ଟ ହେଲା PMO କାର୍ଯ୍ୟାଳୟ: ପ୍ରଥମ ଦିନ ୪ ବଡ଼ ନିଷ୍ପତ୍ତି ନେଲେ ମୋଦି

ନୂଆଦିଲ୍ଲୀ,୧୩।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ତାଙ୍କର ନୂତନ କାର୍ଯ୍ୟାଳୟ ‘ସେବା ତୀର୍ଥ’ ଉଦଘାଟନ କରିଛନ୍ତି। ଆଜିଠାରୁ ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ରାଇସିନା ହିଲର ସାଉଥ ବ୍ଲକରୁ ସେବା…

ବାଂଲାଦେଶର ଭବିଷ୍ୟତ ପ୍ରଧାନମନ୍ତ୍ରୀଙ୍କୁ କାହିଁକି ବଙ୍ଗଳାରେ ଶୁଭେଚ୍ଛା ଜଣାଇଲେ ମୋଦି? ପଛରେ ରହିଛି ୨ ରହସ୍ୟ

ଢାକା,୧୩।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଂଲାଦେଶ ସଂସଦୀୟ ନିର୍ବାଚନରେ ବିଏନପି ଅଧ୍ୟକ୍ଷ ତାରିକ ରହମାନଙ୍କୁ ତାଙ୍କ ବିପୁଳ ବିଜୟ ପାଇଁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ…

ଫୁଟ୍‌ପାଥ୍‌ରେ ଗାଡ଼ି ଚଲାଇବା ପଡ଼ିଲା ମହଙ୍ଗା: ସ୍କୁଟର ଆରୋହୀଙ୍କୁ ଅଟକାଇ ପାନେ ଦେଲେ ବୃଦ୍ଧା

କେରଳ,୧୩।୨: ଟ୍ରାଫିକ୍ ଜାମ୍‌ରୁ ବଞ୍ଚିବା ପାଇଁ ଫୁଟ୍‌ପାଥ୍‌ରେ ସ୍କୁଟର ଚଲାଇବା ଜଣେ ବ୍ୟକ୍ତିଙ୍କୁ ମହଙ୍ଗା ପଡ଼ିଛି। କେରଳର କୋଝିକୋଡ ଅଞ୍ଚଳରେ ଜଣେ ବୃଦ୍ଧା ନିଜର ସାହସିକତା ପ୍ରଦର୍ଶନ…

ଗର୍ଲଫ୍ରେଣ୍ଡଙ୍କୁ ହତ୍ୟା ପରେ ସୁଟକେଶରେ ପୁରାଇ ଫିଙ୍ଗିଦେଲେ ବୟଫ୍ରେଣ୍ଡ, ହାତରେ ଟାଟୁ…

ଚଣ୍ଡିଗଡ଼: ପଞ୍ଜାବର ବଥିଣ୍ଡା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ଯୁବତୀଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ଜଣାପଡିଛି । ଏହା ସମଗ୍ର…

ଗାଁରେ ଦନ୍ତା ଆତଙ୍କ, ଗୋଟିଏ ପରିବାରର ୪ ଜଣଙ୍କ ସମେତ ୬ଜଣଙ୍କୁ ଦଳିଦେଲା

ରାଞ୍ଚି,୧୩।୨: ଝାଡ଼ଖଣ୍ଡ ହଜାରିବାଗ ଜିଲା ଗଣ୍ଡୱାର ଗାଁରେ ଦନ୍ତା ଆତଙ୍କ । ଗୁରୁବାର ବିଳମ୍ବିତ ରାତିରେ ହାତୀ ଆକ୍ରମଣରେ ୬ ଜଣଙ୍କର ଦୁଃଖଦ ମୃତ୍ୟୁ ଘଟିଛି ।…

ବାଂଲାଦେଶରେ ‘ରହମାନ ଯୁଗ’: ଭାରତ ପାଇଁ ଗୁଡ୍‌ନ୍ୟୁଜ୍‌, ପାକିସ୍ତାନ…

ଢାକା,୧୩।୨:ବାଂଲାଦେଶରେ ତ୍ରୟୋଦଶ ସଂସଦୀୟ ନିର୍ବାଚନ ପାଇଁ ଭୋଟ ଦେବା ପରେ ଫଳାଫଳ ସ୍ପଷ୍ଟ ହୋଇଛି। ପୂର୍ବତନ ବାଂଲାଦେଶ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ପୁଅ ଏବଂ ବାଂଲାଦେଶ ନ୍ୟାଶନାଲିଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri