ଏଚ୍‌ଡିଏଫ୍‌ସି ବ୍ୟାଙ୍କର ୨ଚକିଆ ଯାନ ଋଣମେଳା

ଭୁବନେଶ୍ୱର,୨୦।୭ (ଅଭୟ ଦାଶ): ଏଚ୍‌ଡିଏଫ୍‌ସି ବ୍ୟାଙ୍କ ପକ୍ଷରୁ ସର୍ବଭାରତୀୟ ସ୍ତର (ପୂର୍ବ ଭାରତ)ରେ ଏକ ମେଗା ଦୁଇ ଚକିଆ ଯାନ ଋଣ ମେଳା (କାର୍ନିଭାଲ ଡ୍ରାଇଭ୍‌)ର ଆୟୋଜନ କରାଯାଇଛି। ଏହି ମେଳା ୨୦୨୩ ଜୁଲାଇ ୨୦ରେ ଶେଷ ହେବ ବୋଲି ବ୍ୟାଙ୍କ ପକ୍ଷରୁ କୁହାଯାଇଛି। ଏହି ପରିପ୍ରେକ୍ଷୀରେ ବ୍ୟାଙ୍କର ଓଡ଼ିଶା କ୍ଷେତ୍ରର ଭୁବନେଶ୍ୱରସ୍ଥିତ ରାମ ମନ୍ଦିର ଏଚ୍‌ଡିଏଫ୍‌ସି ଶାଖାରେ ଏହି କାର୍ନିଭାଲ ନିକଟରେ ଉଦ୍‌ଘାଟିତ କରାଯାଇଛି। ଉକ୍ତ କାର୍ଯ୍ୟକ୍ରମକୁ ଏଚଡିଏଫ୍‌ସି ଜୋନାଲ ହେଡ୍‌ ଦୀପକ କୁମାର ସିଂହ, କ୍ଲଷ୍ଟର ହେଡ୍‌ ଅର୍ଜୁନନ୍ଦ ବାଗଙ୍କ ସମେତ ଦୁଇ ଚକିଆ ଯାନ ଋଣର ଆର୍‌ଏସ୍‌ଏମ୍‌ ସମରେନ୍ଦ୍ର ବିହାରୀ ଓ ଏଏସ୍‌ଏମ୍‌ ଚନ୍ଦ୍ରଶେଖର ଦାସ ପ୍ରମୁଖ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ପୂର୍ବ ଭାରତର ୯୪୦ରୁ ଅଧିକ ଶାଖା ଏବଂ ଓଡ଼ିଶାର ୧୩୦ ବ୍ୟାଙ୍କ ଶାଖା ଏହି ସ୍ବତନ୍ତ୍ର ଡ୍ରାଇଭର ଆୟୋଜନ କରିବେ। ବିଶେଷ କରି ଦୁଇ ଚକିଆ ଡିଲର ଶାଖାଗୁଡ଼ିକରେ ଗ୍ରାହକଙ୍କୁ ସେମାନଙ୍କ ଗାଡ଼ି ପ୍ରଦର୍ଶନ କରିବାକୁ ଉପସ୍ଥିତ ଥିବାବେଳେ ବ୍ୟାଙ୍କ ଯୋଗ୍ୟ ଗ୍ରାହକଙ୍କୁ ଶୀଘ୍ର ଋଣ ମଞ୍ଜୁର ପ୍ରଦାନ କରିବ।ଏଚ୍‌ଡିିଏଫ୍‌ସି ବ୍ୟାଙ୍କର ଏହି ଦୁଇ ଚକିଆ କାର୍ନିଭାଲ୍‌ ଡ୍ରାଇଭ୍‌ର ଲକ୍ଷ୍ୟ ଧାର୍ଯ୍ୟ ଆଳରେ ଏହାର ସୁଟ୍‌ ଦ୍ରବ୍ୟର ଦୃଶ୍ୟମାନତା ଏବଂ ଉପଲବ୍ଧତା ବୃଦ୍ଧି କରିବାକୁ ଲକ୍ଷ୍ୟ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

Add-On Credit Card କ’ଣ? କିଏ କରିପାରିବେ ଏହାର ବ୍ୟବହାର, ଜାଣନ୍ତୁ ସମ୍ପୂର୍ଣ୍ଣ…

ନୂଆଦିଲ୍ଲୀ, ୭।୮: ଆଜିକାଲି ପରିବାରର ବିଭିନ୍ନ ଖର୍ଚ୍ଚ ଯେପରିକି ଘରୋଇ ବିଲ୍, ଶପିଂ, ଭ୍ରମଣ ଏବଂ ପିଲାଙ୍କ ପାଠପଢ଼ା ଖର୍ଚ୍ଚ ଆଦି ଏକାଠି ପରିଚାଳନା କରିବା କଷ୍ଟକର…

କ’ଣ ସାଧାରଣ ଲୋକ UPI ଟ୍ରାଞ୍ଜାକ୍ସନବେଳେ ଦେବେ ଏକ୍ସଟ୍ରା ଚାର୍ଜ? ଅର୍ଥମନ୍ତ୍ରୀ କଲେ ଖୁଲାସା

ନୂଆଦିଲ୍ଲୀ, ୭।୮: ଯଦି ଆପଣ ବି ନିତିଦିନ ଛୋଟ-ବଡ଼ କାମ ପାଇଁ UPI ବ୍ୟବହାର କରୁଛନ୍ତି ଏବଂ ମନରେ ଟ୍ରାଞ୍ଜାକ୍ସନ୍ ଚାର୍ଜ ଲାଗିବାର ଭୟ ଥିଲା, ତେବେ…

ଆସନ୍ତାକାଲିଠୁ Flipkart Freedom Sale ଆରମ୍ଭ: ଜାଣନ୍ତୁ ୫ ଧମାକାଦାର ଡିସ୍‌କାଉଣ୍ଟ, କରନ୍ତୁ ନାହିଁ ମିସ୍‌

ନୂଆଦିଲ୍ଲୀ, ୭।୮: Flipkart Freedom Sale ୨୦୨୬ ଆସନ୍ତାକାଲି ଅର୍ଥାତ୍‌ ୮ ଅଗଷ୍ଟରୁ ଆରମ୍ଭ ହେଉଛି। ଯଦି ଆପଣ ଏହି ସେଲ୍‌ରେ ନୂଆ ଫୋନ କିଣିବାକୁ ଯୋଜନା…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଆହୁରି ୧୮ଟଙ୍କା ବଢିଯିବ LPG ସିଲିଣ୍ଡର! ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୬।୮: ଭାରତରେ ଆଗାମୀ ଦିନରେ ଘରୋଇ ଏଲପିଜି (LPG) ସିଲିଣ୍ଡର ପିଛା ଦାମ୍ ପ୍ରାୟ ୧୮ ଟଙ୍କା ବୃଦ୍ଧି ହୋଇପାରେ। ଏହାସହିତ ପେଟ୍ରୋଲ-ଡିଜେଲ ଏବଂ ସିଏନ୍‌ଜି (CNG)ର…

ତେଲ, ଡାଲିରୁ କ୍ଷୀର ଓ ଚିନି ପର୍ଯ୍ୟନ୍ତ, ରାଶନର ୯୯% ସାମଗ୍ରୀ ମହଙ୍ଗା; ଦେଖନ୍ତୁ ପୂରା ତାଲିକା

ନୂଆଦିଲ୍ଲୀ, ୬।୮: ୨୦୨୬ ବର୍ଷର ଆରମ୍ଭ ଜୋରଦାର ଭାବେ ହୋଇଥିଲା। କିନ୍ତୁ ଦ୍ୱିତୀୟ ମାସରେ ବିଶ୍ୱରେ ଏଭଳି ଅସ୍ଥିର ପରିସ୍ଥିତି ସୃଷ୍ଟି ହେଲା, ଯାହାର ପ୍ରଭାବ ଏବେ…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

ଫିଲ୍ମ ନା ଆଉ କିଛି…କେଉଁଥିରୁ ଏତେଟଙ୍କା କମାନ୍ତି ଉଦୟନିଧି ଷ୍ଟାଲିନ୍‌? ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୫।୮: ତାମିଲନାଡୁ ରାଜନୀତିରେ ଆଜିକାଲି ପ୍ରବଳ ହଲଚଲ ଦେଖିବାକୁ ମିଳୁଛି। ତାଞ୍ଜାଭୁରରେ ଆୟୋଜିତ ଏକ ଜନସଭା ସମୟରେ ଅଭିନେତ୍ରୀ ତ୍ରିଷା କୃଷ୍ଣନଙ୍କୁ ନେଇ ଦିଆଯାଇଥିବା ବିବାଦୀୟ ବକ୍ତବ୍ୟ…

କେବେ ମାର୍କେଟକୁ ଆସିବ ପ୍ଲାଷ୍ଟିକ୍‌ ନୋଟ୍‌? RBI ଗଭର୍ନର କହିଦେଲେ ଲଞ୍ଚ୍‌ ଡେଟ୍‌

ନୂଆଦିଲ୍ଲୀ,୫।୮: ଆପଣ ମଧ୍ୟ ଶୁଣିଛନ୍ତି କି ଯେ ଖୁବ୍‌ଶୀଘ୍ର ଭାରତରେ କାଗଜ ନୋଟ୍ ବଦଳରେ ପ୍ଲାଷ୍ଟିକ୍ (ପଲିମର୍) ନୋଟ୍ ଚାଲିବାକୁ ଯାଉଛି? ଯଦି ଆପଣଙ୍କ ମନରେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri