ଏଚ୍‌ଡିଏଫ୍‌ସି ବ୍ୟାଙ୍କର ସ୍ମାର୍ଟ ଲବି ଉଦ୍‌ଘାଟିତ

ଭୁବନେଶ୍ୱର,୨୩।୭: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ପରିସରରେ ଏଚ୍‌ଡିଏଫ୍‌ସି ବ୍ୟାଙ୍କର ସ୍ମାର୍ଟ ଲବି ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଆଡଭୋକେଟ ଜେନେରାଲ ଅଶୋକ ପରିଜା ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏଚ୍‌ଡିଏଫ୍‌ସିର ଭାଇସ ପ୍ରେସିଡେଣ୍ଟ ଅମରେଶ ବିଶ୍ୱାଳଙ୍କ ସମେତ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ଭାଇସ ଚାନ୍‌ସେଲର ପ୍ରଫେସର ଡ. ବି.ଆର୍‌. ଶର୍ମା, ଶାଖା ମୁଖ୍ୟ ସୌମବ୍ରତ ଦାସ, ଆର୍‌.ଏମ୍‌. ପ୍ରତୀଶ ବୋଷ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ବିଶେଷକରି ଏହା ଜରିଆରେ ବିଶ୍ୱବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରୀଛାତ୍ରଙ୍କ ସମେତ ମୁଣ୍ଡଳୀ ଅଞ୍ଚଳର ସମସ୍ତ ଗ୍ରାହକ ବିଭିନ୍ନ ପ୍ରକାର ବ୍ୟାଙ୍କିଙ୍ଗ୍‌ ସେବା ଓ ସୁବିଧା ସହଜରେ ପାଇପାରିବେ ବୋଲି ବ୍ୟାଙ୍କ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

ଗୁଳି ନିର୍ଦ୍ଦେଶ କିଏ ଦେଇଥିଲେ ଜବାବ ଚାହୁଁ: ରାହୁଲ

ନୂଆଦିଲ୍ଲୀ,୧୩ା୮: ଏନ୍‌ଇଇଟି ବିକ୍ଷୋଭ ବେଳେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ବିରୋଧୀ ଦଳଗୁଡ଼ିକ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ବିବୃତି ଦାବି କରି ଦୀର୍ଘଦିନ ହେଲା ପାର୍ଲାମେଣ୍ଟର…

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ବରଗଡ଼ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri