ଏଚ୍‌ଡିଏଫ୍‌ସି ବ୍ୟାଙ୍କର ଭିଡିଓ କଓ୍ବୋଇସି ସୁବିଧା

ନୂଆଦିଲ୍ଲୀ: ଏଚ୍‌ଡିଏଫ୍‌ସି ବ୍ୟାଙ୍କ ପକ୍ଷରୁ ଭିଡିଓ କଓ୍ବୋଇସି (ନୋ ୟୋର କଷ୍ଟମର) ସେବା ଆରମ୍ଭ କରାଯାଇଛି। ବ୍ୟାଙ୍କ ଏହାର ଗ୍ରାହକମାନଙ୍କୁ ନିରାପତ୍ତା ବ୍ୟାଙ୍କିଙ୍ଗ୍‌ ସୁବିଧା ପ୍ରଦାନ କରିବା ଲକ୍ଷ୍ୟରେ ଏଭଳି ସେବା ଆଣିଛି। ମାତ୍ର କିଛି ମିନିଟ ମଧ୍ୟରେ ଏଚ୍‌ଡିଏଫ୍‌ସି ବ୍ୟାଙ୍କର ସମସ୍ତ ସୁବିଧା ଆକାଉଣ୍ଟ ଏବଂ ବିଶ୍ୱସ୍ତରୀୟ ଉପତ୍ାଦ ଓ ସେବାଗୁଡିକର ଲାଭ ଉଠାଇପାରିବେ ବୋଲି ବ୍ୟାଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏ ସମ୍ପର୍କରେ ଏଚ୍‌ଡିଏଫ୍‌ସି ବ୍ୟାଙ୍କର ରିଟେଲ ଶାଖା ବ୍ୟାଙ୍କିଙ୍ଗ୍‌ର ଗ୍ରୁପ୍‌ ହେଡ୍‌ ଅରବିନ୍ଦ ଭୋରା କହିଛନ୍ତି, ପ୍ରଥମ ପର୍ଯ୍ୟାୟରେ ଏହାକୁ ସେଭିଂ, କର୍ପୋରେଟ ଦରମା ଏବଂ ବ୍ୟକ୍ତିଗତ ଲୋନ ପାଇଁ କାର୍ଯ୍ୟକାରୀ କରାଯିବ । ଖୁବ୍‌ଶୀଘ୍ର ପର୍ଯ୍ୟାୟକ୍ରମେ ଅନ୍ୟାନ୍ୟ କାର୍ଯ୍ୟ ପାଇଁ ମଧ୍ୟ ଏହାକୁ ବ୍ୟବହାର କରାଯିବ। ଏହି ଭିଡିଓ କଓ୍ବୋଇସି ବ୍ୟାଙ୍କର ସମସ୍ତ କାର୍ଯ୍ୟଦିବସ ସହ ସକାଳ ୧୦ରୁ ସନ୍ଧ୍ୟା ୬ପର୍ଯ୍ୟନ୍ତ କାର୍ଯ୍ୟ କରିବ ବୋଲି ସେ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିମାନବନ୍ଦରରୁ ୧.୨ କୋଟିର ସୁନା ଜବତ

ମାଙ୍ଗାଲୁରୁ,୪।୪:  କର୍ନାଟକର ମାଙ୍ଗାଲୁରୁ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଶନିବାର ପ୍ରାୟ ୧.୨ କୋଟି ଟଙ୍କାର ସୁନା ଜବତ ହୋଇଛି। ବିମାନରେ ଆସିଥିବା ୩ଜଣ ଯାତ୍ରୀଙ୍କ ପାଖରୁ କଷ୍ଟମ...

ରାଷ୍ଟ୍ରାୟତ୍ତ ଉଦ୍ୟୋଗ ମହଙ୍ଗା ଭତ୍ତା ୧୫୭.୩%

ଭୁବନେଶ୍ୱର,୧-୧(ବ୍ୟୁରୋ): ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଦିଷ୍ଟ ହାରାହାରି ଖାଉଟି ମୂଲ୍ୟ ସୂଚୀ ଅକ୍ଟୋବରରେ ୩୨୫ ପଏଣ୍ଟ ଥିଲା। ନଭେମ୍ବରରେ ଏଥିରେ ୩ ପଏଣ୍ଟ ବଢି...

ମୁକେଶ ଅମ୍ବାନୀ ଏସିଆର ଶ୍ରେଷ୍ଠ ଧନୀ

ନୂଆଦିଲ୍ଲୀ,୩।୧: ଦେଶର ଅଗ୍ରଣୀ ବ୍ୟବସାୟିକ ସଂସ୍ଥା ରିଲାଏନ୍ସ ଇଣ୍ଡଷ୍ଟ୍ରି ଲିମିଟେଡ୍‌ (ଆର୍‌ଏଲ୍‌)ର ମାଲିକ ମୁକେଶ ଅମ୍ବାନୀ ଦ୍ୱିତୀୟ ଥର ପାଇଁ ଏସିଆ ମହାଦେଶର ଶ୍ରେଷ୍ଠ ଧନୀ...

ଏମ୍‌.ରାଜେଶ୍ୱର ରାଓ ଆର୍‌ବିଆଇ ଡେପୁଟି ଗଭର୍ନର

ମୁମ୍ବାଇ: ଏମ୍‌.ରାଜେଶ୍ୱର ରାଓଙ୍କୁ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର ଡେପୁଟି ଗଭର୍ନର ଭାବେ ସରକାର ବୁଧବାର ନିଯୁକ୍ତି ପ୍ରଦାନ କରିଛନ୍ତି। ରିଜର୍ଭ ବ୍ୟାଙ୍କରେ କାର୍ଯ୍ୟରତ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ(ଇଡି)ଙ୍କ ମଧ୍ୟରୁ...

ସର୍ବୋଚ୍ଚ ସ୍ତରରେ ପାଇକାରୀ ମୁଦ୍ରାସ୍ଫୀତି

ନୂଆଦିଲ୍ଲୀ: ପାଇକାରୀ ମୂଲ୍ୟଭିତ୍ତିକ ମୁଦ୍ରାସ୍ଫୀତି (ଡବ୍ଲ୍ୟୁପିଆଇ)୯ ମାସର ସର୍ବୋଚ୍ଚ ସ୍ତରରେ ରହିଛି। ନଭେମ୍ବରରେ ଏହା ୧.୫୫% ସ୍ତର ଛୁଇଁଛି। ମାନୁଫାକ୍‌ଚର ସାମଗ୍ରୀ ଦର ଉଚ୍ଚରେ ରହିବା...

ଅଧିକ ପୁରୁଣା ବିମାନର ଇଞ୍ଜିନ ବଦଳାଇବ ଇଣ୍ଡିଗୋ

ନୂଆଦିଲ୍ଲୀ,୨୪-୧୨: ଏୟାର ବସ୍‌ ଏସିଇ ଏ୩୨୦ ନିଓ ବିମାନ ଇଞ୍ଜିନର ନିରାପତ୍ତାକୁ ନେଇ ସରକାର ଏବେ କାର୍ଯ୍ୟାନୁଷ୍ଠାନ ନେଉଥିବା ଦେଖାଯାଇଛି। ଏହି ଆଧାରରେ ବିମାନ କମ୍ପାନୀଗୁଡିକ...

ସର୍ବାଧିକ ବିଲିୟନେୟାର: ଭାରତ ବିଶ୍ୱରେ ୩ୟ

ନୂଆଦିଲ୍ଲୀ: ସବୁଠାରୁ ବେଶି ଅତିଧନୀ ବସବାସ କରୁଥିବା ଦେଶଗୁଡିକୁ ନେଇ ଫୋର୍ବସ ପକ୍ଷରୁ ବୁଧବାର ଏକ ତାଲିକା ପ୍ରକାଶ ପାଇଛି। ବିଲିୟନେୟାରଙ୍କ କଥା ବିଚାରକୁ ନେଲେ...

ଭି.ଜି. ସିଦ୍ଧାର୍ଥଙ୍କ ମୃତ୍ୟୁର କାରଣ: ଋଣ ଜାଲରେ ଛନ୍ଦି ହୋଇଥିଲେ

ନୂଆଦିଲ୍ଲୀ,୧।୮: ଦେଶର ପ୍ରଖ୍ୟାତ କଫି ଚେନ୍‌ କ୍ୟାଫେ କଫି ଡେ(ସିସିଡି)ର ମାଲିକ ଭି.ଜି.ସିଦ୍ଧାର୍ଥ ଆମତ୍ହତ୍ୟାକୁ ନେଇ ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ତେବେ ପ୍ରଶ୍ନ ଉଠୁଛି,...

Advertisement
Archives

Model This Week