ଏଚ୍‌ଡିଏଫ୍‌ସି ଉପରେ ଜରିମାନା ଲଗାଇଲା ଆର୍‌ବିଆଇ

ନୂଆଦିଲ୍ଲୀ,୧୮।୩: ନ୍ୟାଶନାଲ ହାଉସିଂ ବ୍ୟାଙ୍କ(ଏନ୍‌ଏଚ୍‌ବି)ର କିଛି ନିୟମ ପାଳନ ନ କରିବା ଲାଗି ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ) ହାଉସିଂ ଡେଭଲପମେଣ୍ଟ ଫାଇନାନ୍ସ କର୍ପୋରେସନ ଲିମିଟେଡ(ଏଚ୍‌ଡିଏଫ୍‌ସି) ଉପରେ ୫ ଲକ୍ଷ ଟଙ୍କାର ଜରିମାନା ଲଗାଇଛି। କେନ୍ଦ୍ରୀୟ ବ୍ୟାଙ୍କ ଶୁକ୍ରବାର ଏହି ସୂଚନା ଦେଇଛି।

ଆରବିଆଇ କହିଛି, ମାର୍ଚ୍ଚ ୩୧ ୨୦୨୨ ସୁଦ୍ଧା କମ୍ପାନୀର ଆର୍ଥିକ ସ୍ଥିତିକୁ ଆଧାର କରି ଏନ୍‌ଏଚ୍‌ବି କମ୍ପାନୀର ଏକ ଆଇନଗତ ଯାଞ୍ଚ କରିଛି। ଆର୍‌ବିଆଇ ବିବୃତ୍ତିରେ କହିଛି ଯେ ଯାଞ୍ଚରେ ଜଣାପଡ଼ିଥିଲା ଯେ କମ୍ପାନୀ ୨୦୧୯-୨୦ ମଧ୍ୟରେ କିଛି ଜମାକାରୀଙ୍କ ପରିପକ୍ୱ ଜମାକୁ ସେମାନଙ୍କର ନିର୍ଦ୍ଧିଷ୍ଟ ବ୍ୟାଙ୍କ ଆକାଉଣ୍ଟକୁ ସ୍ଥାନାନ୍ତର କରିପାରି ନାହିଁ। ଏହା ପରେ କମ୍ପାନୀକୁ ଜରିମାନା କାହିଁକି ଦିଆଯିବ ନାହିଁ ସେନେଇ ଏକ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଥିଲା। କମ୍ପାନୀର ଜବାବକୁ ବିଚାର କରିବା ପରେ ଏହି ନିୟମ ପାଳନ ନକରିବା ଅଭିଯୋଗ ଯଥେଷ୍ଟ ଏବଂ ତା’ ଉପରେ ଜରିମାନା ଲଗାଯିବା ଉଚିତ ବୋଲି ରିଜର୍ଭ ବ୍ୟାଙ୍କ ସିଦ୍ଧାନ୍ତରେ ପହଞ୍ଚିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହିନ୍ଦ୍ରା ପକ୍ଷରୁ ନେମୋ ଡ୍ରାଇଭର ଆପ୍‌ର ଶୁଭାରମ୍ଭ

ନୂଆଦିଲ୍ଲୀ,୧୯।୧: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ତଥା ମହିନ୍ଦ୍ରା ଗ୍ରୁପ୍‌ର ସହଯୋଗୀ ସଂସ୍ଥା ମହିନ୍ଦ୍ରା ଇଲେକ୍ଟ୍ରିକ୍‌ ମୋବିଲିଟି ଲିମିଟେଡ୍‌ ପକ୍ଷରୁ ଏକ ସ୍ବତନ୍ତ୍ର ଡ୍ରାଇଭର ଆପ୍‌...

ସ୍ବଚ୍ଛତା ପକ୍ଷରେ ସ୍ବାସ୍ଥ୍ୟସେବା ଶିବିର

ଭୁବନେଶ୍ୱର,୨୧।୧: ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସ୍‌ବିଆଇ)ର ଭୁବନେଶ୍ବର ମଣ୍ଡଳ ପକ୍ଷରୁ ନିକଟରେ ସ୍ବଚ୍ଛତା ପକ୍ଷ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଏକ ସଫେଇ କାର୍ଯ୍ୟକ୍ରମର ଆୟୋଜନ...

ଅର୍ଥନୈତିକ ସୁଧାର ତ୍ୱରାନ୍ବିତ ହେବ

ନୂଆଦିଲ୍ଲୀ: ଭାରତୀୟ ଅର୍ଥ ବ୍ୟବସ୍ଥାରେ ସୁଧାର ପ୍ରକ୍ରିୟା ଆଶାଠାରୁ ଅଧିକ ହେବ। ଚଳିତ ଆର୍ଥତ୍କ ବର୍ଷ ଚତୁର୍ଥ ତ୍ରୈମାସରେ ମୁଦ୍ରାସ୍ଫୀତି ୬%ରୁ ଉର୍ଦ୍ଧ୍ୱ ରହିପାରେ। ଅକ୍ସଫୋର୍ଡ...

ଜେଏସ୍‌ପିଏଲ୍‌ ପ୍ରଦାନ କଲା ୨୫ କୋଟି

ଭୁବନେଶ୍ୱର,୧।୪: କରୋନା ଭୂତାଣୁ ସଂକ୍ରମଣର ମୁକାବିଲା ପାଇଁ ପ୍ରମୁଖ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିଃ (ଜେଏସ୍‌ପିଏଲ୍‌) ପ୍ରଧାନମନ୍ତ୍ରୀଙ୍କ ପିଏମ୍‌ କେୟାର୍ସ ଫଣ୍ଡକୁ...

ଅର୍ଥନୀତି ବାଟ ହୁଡିଛି: ରାହୁଲ

ଦେଶର ଅର୍ଥନୀତି ବାଟ ହୁଡିଛି, ମାନ୍ଦାବସ୍ଥାର ରେଳ ଅତି ଦ୍ରୁତଗତିରେ ସମସ୍ତ ଶକ୍ତି ସହ ଦେଶ ଆଡକୁ ମାଡି ଆସୁଛି ବୋଲି ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ...

କମ୍ପାନୀ ସୋମବାର ପୈଠ କରିପାରନ୍ତି ଏଜିଆର ଦେୟ

ନୂଆଦିଲ୍ଲୀ, ୧୭ା୨: ଭାରତୀ ଏୟାରଟେଲ, ଭୋଡାଫୋନ-ଆଇଡିଆ, ଟାଟା ଟେଲିସିର୍ଭିସେସ ଭଳି ଟେଲିକମ୍‌ କମ୍ପାନୀଗୁଡିକ ଆଡ୍‌ଜଷ୍ଟେଡ ଗ୍ରସ୍‌ ରେଭିନ୍ୟୁ (ଏଜିଆର୍‌) ବାବଦ ବକେୟା ଅର୍ଥ ସୋମବାର ପ୍ରଦାନ...

ମାରୁତି ସୁଜୁକିର ନୂଆ ‘ଇକୋ’ର ବଜାର ପ୍ରବେଶ

ନୂଆଦିଲ୍ଲୀ,୩୦।୧୧: ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ୍‌ ପକ୍ଷରୁ ନୂଆ ଇକୋର ଶୁଭାରମ୍ଭ ସହ ବଜାର ପ୍ରବେଶ କରାଯାଇଛି। ଏହା ନୂତନ ଓ ଶକ୍ତିଶାଳୀ ଇଞ୍ଜିନ ସହିତ...

ଆଇବିଏର ଉପଦେଷ୍ଟା ହେଲେ ଓଡ଼ିଆ ପୁଅ

ଭୁବନେଶ୍ୱର,୩।୧: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କର ସିଜିଏମ୍‌ ତଥା ବରିଷ୍ଠ ଓଡ଼ିଆ ବ୍ୟାଙ୍କ ଅଧିକାରୀ ବିକାଶ ନାରାୟଣ ମିଶ୍ର ଇଣ୍ଡିଆନ୍‌ ବ୍ୟାଙ୍କ ଆସୋସିଏଶନ (ଆଇବିଏ)ର ବରିଷ୍ଠ ଉପଦେଷ୍ଟା...

Advertisement
Archives

Model This Week