ଭୁବନେଶ୍ୱର,୨୭।୪: ଏଚ୍ଡିଏଫ୍ସି ଲାଇଫ୍ ଏବଂ ପିୟରଲେସ୍ ଫାଇନାନ୍ସସିଆଲ ପ୍ରଡକ୍ଟସ ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍ (ପିଏଫ୍ପିଡିଏଲ୍) ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏପରିକି ଉଭୟ କମ୍ପାନୀଙ୍କ ମଧ୍ୟରେ କର୍ପୋରେଟ ଏଜେନ୍ସିି ଟାଇ-ଅପ୍ ହୋଇଥିବାବେଳେ ପିଏଫ୍ପିଡିଏଲ୍ ଗ୍ରାହକଙ୍କୁ ଏଚ୍ଡିଏଫ୍ସି ଲାଇଫ୍ ଜୀବନବୀମା ଉପତ୍ାଦ ବଣ୍ଟନ କରିବାକୁ ଉକ୍ତ ସହଭାଗିତା ହୋଇଛି।
ଏ ସମ୍ପର୍କରେ ପିଏଫ୍ପିଡିଏଲ୍ ଏମ୍ଡି ତଥା ସିଇଓ ସାତ୍ୟକି ଭଟ୍ଟାଚାର୍ଯ୍ୟ କହିଥିଲେ,ଏଚ୍ଡିଏଫ୍ସି ଲାଇଫ୍ ସହ ସହଭାଗିତା କରି ଆମେ ବେଶ୍ ଉତ୍ସାହିତ ଅଛୁ। ଏପରିକି ବିଗତ ୯୨ବର୍ଷ ଧରି ଗ୍ରାହକ କେନ୍ଦ୍ରିକ ଆଭିମୁଖ୍ୟ ପ୍ରତିପାଦନ ଉଦ୍ଦେଶ୍ୟରେ ଆମେ ଏଚ୍ଡିଏଫ୍ସି ସହିତ ମିଳିତ ହୋଇ ଟାୟାର-୨ ସହରଗୁଡିକରେ ଏକ ଶକ୍ତିଶାଳୀ ନେଟ୍ୱର୍କ ସ୍ଥାପନ ଓ ଗ୍ରାହକଙ୍କ ଆବଶ୍ୟକତାକୁ ପ୍ରାଧାନ୍ୟ ଦେବେ ବୋଲି ସେ ବିସ୍ତୃତ ଭାବେ ମତପ୍ରକାଶ କରିଛନ୍ତି। ସେହିଭଳି ଏଚ୍ଡିଏଫ୍ସି ଲାଇଫ୍ର ଡେପୁଟି ମ୍ୟାନେଜିଂ ଡାଇରେକ୍ଟର ସୁରେଶ ବାଦାମି କହିଛନ୍ତି, ପିଏଫ୍ପିଡିଏଲ୍ ସହ ସହଭାଗିତା ଘୋଷଣା କରି ଆମେ ବେଶ୍ ଉତ୍ସାହିତ ଅଛୁ। ଏପରିକି ଆମର ବଣ୍ଟନ ଶକ୍ତି ବୃଦ୍ଧି କରିବା ସହିତ ଆମର ଗ୍ରାହକଙ୍କ ପାଇଁ ବୀମା ସମାଧାନକୁ ଅଗ୍ରାଧିକାର ଦେବା ସହ ସେମାନଙ୍କର ସମସ୍ତ ଆବଶ୍ୟକତାନୁଯାୟୀ ପୂରଣ କରିବାକୁ ଆମେ ପ୍ରତିଶ୍ରୁତିବଦ୍ଧ ରହିଛୁ।
ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ
ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…
ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ
ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…
ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି
ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…
ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…
ଭୁବନେଶ୍ୱର, ୧।୪(ସୁନିତ୍ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…
ଶେଷରେ ନଇଁଲେ ଟ୍ରମ୍ପ୍! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’
ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…
କୁଏଟ୍ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର
ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…
ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍
ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…
କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…
ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍ଫେୟାର କର୍ପୋରେଶନ (ଓପିଏଚ୍ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…
Archives

