୧୦ ବର୍ଷ ଧରି ସ୍ବାମୀଙ୍କଠାରୁ ଅଲଗା ରୁହନ୍ତି ଏହି ଅଭିନେତ୍ରୀ

ବଲିଉଡ୍‌ ଜଣାଶୁଣା ଅଭିନେତ୍ରୀଙ୍କ ମଧ୍ୟରୁ ରାଧିକା ଆପ୍‌ତେ ଅନ୍ୟତମ । ସେ ଅନେକ ଫିଲ୍ମରେ କାର୍ଯ୍ୟ କରିଛନ୍ତି। ସେ ତାଙ୍କ ବୃତ୍ତିଗତ ଜୀବନ ସହ ବ୍ୟକ୍ତିଗତ ଚୀବନକୁ ନେଇ
ପ୍ରାୟ ଚର୍ଚ୍ଚାରେ ରହିଥାନ୍ତି। ତାଙ୍କ ଅଧିକାଂଶ ପ୍ରଶଂସକ ଜାଣି ନ ଥିବେ ସେ ବିବାହିତ। ତେବେ ତାଙ୍କ ବିବାହକୁ ଅନେକ ବର୍ଷ ହୋଇଛି।
ରାଧିକା ୨୦୧୨ରେ ବେନେଡିକ୍ଟ ଟେଲରଙ୍କୁ ବିବାହ କରିଥିଲେ। କିନ୍ତୁ ସେ ଉଭୟ ଅଲଗା ରହୁଛନ୍ତି। ରାଧିକା ଗତ ୯ କିମ୍ବା ୧୦ବର୍ଷ ଧରି ତାଙ୍କ ସ୍ବାମୀଙ୍କ ଠାରୁ ଦୂରରେ ରହୁଛନ୍ତି। ତାଙ୍କ ସୱାମୀ ଲଣ୍ଡନରେ ରୁହନ୍ତି। ସେ ମୁମ୍ବାଇରେ ରୁହନ୍ତି। କିନ୍ତୁ ବେଳେବେଳେ ସମୟ ବାହାର କରି ତାଙ୍କୁ ଦେଖା କରିବାକୁ ଯାଆନ୍ତି ବୋଲି ନିକଟରେ ଏକ ସାକ୍ଷାତ କାରରେ କହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ବରରେ ପୁଣି ଅଗ୍ନିକାଣ୍ଡ; ବିଦ୍ୟୁତ ତାରରୁ ସର୍ଟ ସର୍କିଟ ହୋଇ ଜଳିଗଲା…

ବାଲେଶ୍ୱର,୧।୧୦(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ପୁଣି ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପ୍ରଚଣ୍ଡ ଶବ୍ଦରେ ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା ।…

ବଡ଼ ଅଘଟଣ; ଲିଫ୍ଟରେ ଫସିଲେ ପୂର୍ବତନ ଏମପିଙ୍କ ପରିବାର, ଚେତାଶୂନ୍ୟ ହୋଇଗଲେ…

ନୂଆଦିଲ୍ଲୀ,୧।୧୦ : ରାଜଧାନୀ ଦିଲ୍ଲୀସ୍ଥିତ ଝାଡ଼ଖଣ୍ଡ ଭବନର ଲିଫ୍ଟରେ ବଡ଼ ଅଘଟଣ ଘଟିଛି । ପୂର୍ବତନ ଏମପି ଘୂରନ ରାମଙ୍କ ପରିବାର ଯାଉଥିବା ବେଳେ ଲିଫ୍ଟ ହଠାତ୍…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପୂର୍ବରୁ CJPର ବଡ଼ ବୟାନ, ଆମେ କାହାକୁ….

ନୂଆଦିଲ୍ଲୀ,୧।୧୦ : ଦେଶରେ ପରିବର୍ତ୍ତନ ସେତେବେଳେ ସମ୍ଭବ, ଯେତେବେଳେ ପ୍ରତ୍ୟେକ ନାଗରିକ ନିଜ ଭୂମିକା ନିଭାଇବେ । ଏଭଳି ମତ ରଖିଛନ୍ତି କକ୍ରୋଚ୍ ଜନତା ପାର୍ଟି (CJP)ର…

ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି…

କ୍ୟାପଟେନ ସ୍ମିତ ମଚ୍ଛରଙ୍କ ପରିବାର ସହ କଥା ହେଲେ ମୋଦି, ବଡ଼ ଘୋଷଣା କରି….

ନୂଆଦିଲ୍ଲୀ,୧।୧୦ : ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇ FZ1073 ବିମାନରେ ଘଟିଥିବା ଘଟଣାରେ ଆହତ ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ; ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ବର,୧।୧୦: ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଛି ଏହି ଲଜ୍ଜାଜନକ ଘଟଣା…

‘ଏହା କ୍ରିକେଟ୍‌ ନୁହେଁ, କେବଳ ବ୍ୟାଟିଂ’: ୪୦୬ ରନ୍‌ ଚେଜ୍‌ କରିବା ପରେ ବି ରାଗିଗଲେ ହେଡ୍‌ କୋଚ୍‌ ଗମ୍ଭୀର…ଜାଣନ୍ତୁ କାରଣ

ଗୁଆହାଟି,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଏକଦିବସୀୟ (ODI) ମ୍ୟାଚ୍‌ରେ ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ହାସଲ କରି ସିରିଜ କବ୍ଜା କରିବା ସତ୍ତ୍ୱେ ଗୁଆହାଟି ପିଚ୍‌କୁ ନେଇ…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?