ପମ୍ପ ହାଉସରେ ପଶି ହାତଗୋଡ଼ ବାନ୍ଧି ଲୁଟିନେଲେ

କାମାକ୍ଷାନଗର, ୧୭।୮(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ରେକୁଳାଠାରେ ଥିବା ଜନସ୍ବାସ୍ଥ୍ୟ ବିଭାଗର ପମ୍ପ ହାଉସରେ ସୋମବାର ବିଳମ୍ବିତ ରାତ୍ରିରେ ଦୁର୍ବୃତ୍ତ ପଶିଥିଲେ । ଡ୍ରାଇଭରଙ୍କୁ ମାରଣାସ୍ତ୍ର ଦେଖାଇ ମାଡ଼ମାରି ପାଇପ, ମୋବାଇଲ ଓ ସୁନା ଚେନ ଲୁଟିନେଇଛନ୍ତି।
ସୂଚନାଯୋଗ୍ୟ, କାମାକ୍ଷାନଗର ସହରକୁ ଜନସ୍ବାସ୍ଥ୍ୟ ବିଭାଗ ତରଫରୁ ଜଳ ଯୋଗାଣ ହେଉଛି । ସହରକୁ ନୂତନ ପାଣି ପାଇପ ସଂଯୋଗ ପାଇଁ ପମ୍ପ ହାଉସ ନିକଟରେ ପାଇପ ଥିବାସହ ଦୁଇଟି ପମ୍ପ ହାଉସର ଡ୍ରାଇଭର ଶ୍ରୀଧର ବେହେରା ଓ ପ୍ରଦୀପ୍ତ ବେହେରା ଜଗିଥିଲେ। ରାତିରେ ୪ରୁ ୫ ଦୁର୍ବୃତ୍ତ ଶ୍ରୀଧର ଏବଂ ପ୍ରଦୀପ୍ତଙ୍କ ହାତଗୋଡ ବାନ୍ଧିବା ସହିତ ମାଡ଼ ମାରିଥିଲେ। ୫୦ରୁ ଊର୍ଦ୍ଧ୍ୱ ପାଇପ ଗାଡ଼ିରେ ନେଇ ଫେରାର ହୋଇଯିବା ସହ ପ୍ରଦୀପ୍ତଙ୍କ ସୁନାଚେନ, ବ୍ରେସ୍‌ଲେଟ ଓ ଦାମୀ ମୋବାଇଲ ଲୁଟି ନେଇଥିଲେ। ଏ ନେଇ ପୋଲିସରେ ତଦନ୍ତ ଆରମ୍ଭ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

ଲୋ ବ୍ଲଡପ୍ରେସର ସମସ୍ୟା ଅଛି କି ? ଏଥିରୁ ମୁକୁଳିବା ପାଇଁ ପିଅନ୍ତୁ…

ମିଶ୍ରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଏବଂ ଆମିନୋ ଏସିଡ ରହିଛି। ଯଦି ଆପଣଙ୍କର ଲଗାତର କାଶ ହେଉଛି…

Video: ହ୍ୟାଣ୍ଡସେକ୍‌ ବିବାଦ ମଧ୍ୟରେ, ୱାସିମ ଆକ୍ରମଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୬।୨: ରବିବାର T20 World Cup 2026 ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ହାଇ-ଭୋଲଟେଜ ମ୍ୟାଚ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏକତରଫା ଭାବରେ ୬୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri