ବାଇକ ଡିକି ଭାଙ୍ଗି ୧ଲକ୍ଷ ଟଙ୍କା ନେଇଗଲେ

ପାଟଣା,୧୭ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ସାହାରପଡ଼ା ରାସ୍ତାର ଶିବନାରାୟପୁର ଛକ ନିକଟରେ ବାଇକ୍‌ ଡିକି ଭାଙ୍ଗି ଦୁର୍ବୃତ୍ତ ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି। ଏ ନେଇ ଲୁଟର ଶିକାର ହୋଇଥିବା ପାଟଣା ବ୍ଲକ୍‌ ଟାଙ୍ଗରପଡ଼ା ଗ୍ରାମର କପଡ଼ା ବ୍ୟବସାୟୀ ମାଧବାନନ୍ଦ ସାହୁ ଥାନାରେ ଅଭିଯୋଗ କରିଛନ୍ତି।
ସୂଚନା ଅନୁଯାୟୀ, ମାଧବା ନନ୍ଦ ପାଟଣା ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାରୁ ୧ ଲକ୍ଷ ଟଙ୍କା ଉଠାଇ ସିମେଣ୍ଟ ଦୋକାନ ସମ୍ମୁଖରେ ବାଇକ ରହି ଦୋକାନକୁ ଯାଇଥିଲେ। ସେ ସମୟରେ ୨ ଦୁର୍ବୃତ୍ତ ଆସି ବାଇକ୍‌ର ଡିକି ଭାଙ୍ଗି ଟଙ୍କା ନେଇ ଫେରାର ହୋଇଯାଇଥିଲେ। ଏ ନେଇ ବ୍ୟବସାୟୀ ପାଟଣା ଥାନାରେ ଅଭିଯୋଗ କରିବା ପରେ ପୋଲିସ (ନଂ.୩୩/୨୩ )ରେ ମାମଲା ରୁଜୁ ହୋଇ ତଦନ୍ତ ଚାଲିଥିବା ଥାନା ଅଧିକାରୀ ମନୋରଞ୍ଜନ ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri