ସିସିଟିଭି ଭାଙ୍ଗି ବ୍ୟାଙ୍କରେ ପଶିଲେ ଦୁର୍ବୃତ୍ତ

ଠାକୁରମୁଣ୍ଡା,୧।୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଭାରତୀୟ ଷ୍ଟେଟବ୍ୟାଙ୍କ ଯଶୀପୁର ଶାଖାରୁ ଶନିବାର ବିଳମ୍ବିତ ରାତିରେ ଚୋରି ଉଦ୍ୟମ ହୋଇଛି। ଗେଟ ତାଲା ଭାଙ୍ଗିବା ସହ ସିସିଟିଭି ଭାଙ୍ଗି ଦୁର୍ବୃତ୍ତ ବ୍ୟାଙ୍କ ଭିତରେ ପ୍ରବେଶ କରିଥିଲେ। ପରେ ବ୍ୟାଙ୍କର ଷ୍ଟ୍ରଙ୍ଗ ରୁମର ଜାଲିଗେଟ ମଧ୍ୟ ଭାଙ୍ଗିଥିଲେ। ହେଲେ ବ୍ୟାଙ୍କରେ ଚୋରି ହୋଇଛି କି ନାହିଁ ଜଣା ପଡ଼ିନାହିଁ । ତେବେ ବାରିପଦାରୁ ସାଇଣ୍ଟିଫିକ୍‌ ଟିମ ଆସିଲା ପରେ ହିଁ ଅଧିକ ତଦନ୍ତ ହେବା ସହିତ ଷ୍ଟ୍ରଙ୍ଗରୁମ ଯାଞ୍ଚ ହେବ ବୋଲି ଜଣାପଡିଛି । ବର୍ତ୍ତମାନ ଯଶୀପୁର ପୋଲିସ ପ୍ରାଥମିକ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ବେଡ୍‌ରେ ରୋଗୀ, ତଳେ ମୃତଦେହ

କଟକ ଅଫିସ,୮।୫: ବେଡ୍‌ ଉପରେ ଚାଲିଛି ରୋଗୀ ଚିକିତ୍ସା, ତଳେ ପଡିଛି ମୃତଦେହ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି କଟକ ଏସ୍‌ସିବି ମେଡିକାଲ କାଜୁଆଲ୍‌ଟିରେ। ଏହି...

ବଙ୍ଗଳାଗୁଡ଼ା ପୋଲ ଭୁଶୁଡ଼ିଲା

କୋରାପୁଟ,୧୭ା୮(ସ୍ବ.ପ୍ର.): କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ମଙ୍ଗଳବାର ଅପରାହ୍ନରେ କୋରାପୁଟ-ରାୟଗଡ଼ା ୩୨୬ ନଂ. ଜାତୀୟ ରାଜପଥର ବଙ୍ଗଳାଗୁଡ଼ା-ଲେନ୍ଦିରିମାଳିଗୁଡା ମଧ୍ୟରେ ଥିବା ଏକ ପୁରୁଣା ପୋଲ...

ଜୟପୁରକୁ ଉଡ଼ିଲା ବିମାନ

ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ସୋମବାର ଭୁବନେଶ୍ୱରରୁ କୋରାପୁଟର ଜୟପୁରକୁ ବିମାନ ସେବା ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପତାକା ହଲାଇ ଏହାର ଶୁଭାରମ୍ଭ କରିଛନ୍ତି। ପ୍ରତିଦିନ ଭୁବନେଶ୍ୱରରୁ...

ନାଲ୍‌କୋନଗରରେ ଦୋଳ ଉତ୍ସବ

ବଅଁରପାଳ,୧୪ା୩(ଡି.ଏନ.ଏ.): ବଅଁରପାଳ ବ୍ଲକ ନାଲ୍‌କୋନଗର ଯାଦବ ସମାଜ ଆନୁକୂଲ୍ୟରେ ନାଲ୍‌କୋ ଶ୍ରୀଜଗନ୍ନାଥ ମନ୍ଦିର ପରିସରରେ ଦୋଳ ଉତ୍ସବ(ଫଗୁ ଦଶମୀ) ରବିବାର ଆରମ୍ଭ ହୋଇଛି। ସୁସଜ୍ଜିତ ବିମାନରେ ରାଧାକୃଷ୍ଣଙ୍କୁ...

ଶ୍ରମିକ ବଦଳରେ ମେଶିନ କରୁଛି କାମ

କୋକସରା,୨୦।୩(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ କାଉଡୋଲ ପଞ୍ଚାୟତ କୁମୁଡାମୁଣ୍ଡା ଗାଁରେ ମହାତ୍ମା ଗାନ୍ଧୀ ଜାତୀୟ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆରଇଜିଏସ୍‌) ଫେଲ୍‌ ମାରିଛି।...

କୁମ୍ଭାରିଆ, ବାଉରି ସେତୁ ଉଦ୍‌ଘାଟିତ

ଛେଣ୍ଡିପଦା,୨୭।୪(ସ୍ବ.ପ୍ର.) – ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ କମ୍ପସଲା ଓ ଜେରେଙ୍ଗ ଦେହୁରୀସାହିଠାରେ ମଙ୍ଗଳବାର ଦୁଇଟି ସେତୁ ଉଦ୍‌ଘାଟିତ ହୋଇଛି। ଛେଣ୍ଡିପଦା ବିଧାୟକ ସୁଶାନ୍ତ କୁମାର...

ଆହାର କେନ୍ଦ୍ରରେ ଟିକେଟ କାଟି ମଧ୍ୟାହ୍ନଭୋଜନ କଲେ ମନ୍ତ୍ରୀ ସୁଶାନ୍ତ ସିଂହ

ବରଗଡ଼ ଅଫିସ,୨୨।୮- ବରଗଡ଼ ସହରସ୍ଥିତ ଆହାର କେନ୍ଦ୍ରରେ ଗୁରୁବାର ଶ୍ରମ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ ମଧ୍ୟାହ୍ନଭୋଜନ କରିବା ଏଠାରେ ଚର୍ଚ୍ଚାର ବିଷୟ...

ଭିତ୍ତିଭୂମିକୁ ଗୁରୁତ୍ୱ ନାହିଁ

ଛେଣ୍ଡିପଦା,୨୮।୪(ସ୍ବ.ପ୍ର.):  ରୋଗୀ ସେବାକୁ ନେଇ ଦିନେ ଯେଉଁ ସ୍ବାସ୍ଥ୍ୟକେନ୍ଦ୍ର ସୁନାମ ଅର୍ଜନ କରିଥିଲା, ଦୀର୍ଘବର୍ଷ ହେଲା ତାହାକୁ ଅଣଦେଖା କରାଯାଉଛି। ଏପରି କି ଦୁର୍ବଳ ଭିତ୍ତିଭୂମିରେ ପରିବର୍ତ୍ତନ...

Advertisement
Archives

Model This Week