ସାଧୁ ବେଶରେ ଆସି ଲୁଟିନେଲେ ମୋବାଇଲ, ଟଙ୍କା

ସଇଁତଳା, ୨୩ା୨: ସାଧୁ ବେଶରେ ଆସି ଦୁଇ ଜଣ ବ୍ୟକ୍ତି ବଲାଙ୍ଗୀର ଜିଲା ସଇଁତଲା ବ୍ୟାଙ୍କ ଛକରେ ଥିବା ଏକ ମୋବାଇଲ ଦୋକାନୀଙ୍କଠାରୁ ମୋବାଇଲ ଓ ଟଙ୍କା ଲୁଟି ନେଇଛନ୍ତି। ଲୁଟ୍‌ର ଶିକାର ବ୍ୟବସାୟୀ ରମେଶ ସାହୁ ସଇଁତଳା ଥାନାରେ ଅଭିଯୋଗ କରିଛନ୍ତି। ଏକ ସ୍କର୍ପିଓରୁ ଓହ୍ଲାଇ ୨ଜଣ ସାଧୁ ରମେଶଙ୍କ ଦୋକାନକୁ ଆସିଥିଲେ। ସେମାନେ ରମେଶଙ୍କୁ ପାଣି ମାଗି ପିଇଥିଲେ। ପରେ ଜଣେ ସାଧୁ ରମେଶଙ୍କ ମଥାରେ ସିନ୍ଦୁର ଲଗାଇ ବିଭୂତି ସିଞ୍ଚନ କରିଥିଲେ। ଏହି ସମୟରେ ଅନ୍ୟ ଜଣେ ସାଧୁ ଏକ ଆଣ୍ଡ୍ରିଏଡ ମୋବାଇଲ ଫୋନ ଦେଖାଇବାକୁ କହିଥିଲେ। ରମେଶ ୧୧ହଜାର ୪୯୦ ଟଙ୍କାର ଏକ ମୋବାଇଲ ଫୋନ ଦେଖାଇଥିଲେ। ପରେ ସେମାନେ କୋଶଳ କ୍ରମେ ମୋବାଇଲ ଫୋନ ଓ ଡ୍ରୟାରରେ ଥିବା ଟଙ୍କା ନେଇ ପଳାଇ ଥିଲେ। ରମେଶ ଏହା ଜାଣି ସଇଁତଲା ଥାନାରେ ଅଭିଯୋଗ କରିଛନ୍ତି। ଦୋକାନରେ ଲାଗିଥିବା ସିସି ଟିଭିରେ ଉଭୟ ସାଧୁଙ୍କ ଫଟୋ କଏଦ ହୋଇଛି। ଫୁଟେଜକୁ ଆଧାର କରି ପୋଲିସ ଘଟଣାର ତଦନ୍ତ କରୁଥିବା ସଇଁତଲା ଥାନା ଏସ୍‌ଆଇ ପ୍ରସନ୍ନ ନାଏକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଜିଲାର ନୂତନ ଡିଆଇପିଆର୍‌ଓଙ୍କ ଦାୟିତ୍ୱ ଗ୍ରହଣ

ଛତ୍ରପୁର,୧୧ା୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ସୂଚନା ଲୋକ ସମ୍ପର୍କ ଅଧିକାରୀ ଭାବେ ରବି ନାରାୟଣ ବେହେରା ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ୧୯୯୬ରୁ ସେ ଓଡ଼ିଶା ସୂଚନା...

ପିଲାଙ୍କୁ କରିବେ ଉଚ୍ଚଶିକ୍ଷିତ : ମା’ କାନ୍ଧେଇଛନ୍ତି ବାପାର ବୋଝ

ବଅଁରପାଳ, ୧୨।୫- ଦୁର୍ଘଟଣାରେ ସ୍ବାମୀ ଆଖିବୁଜିବା ବେଳେ  କୋଳରେ ଥିଲେ ଦୁଇ କୁନି ସନ୍ତାନ। ନୂଆଣିଆ ଘର ଖଣ୍ଡିକୁ ଛାଡ଼ିଦେଲେ ଆଉ କିଛି ନ ଥିଲା...

ବଜ୍ରପାତପ୍ରବଣ ରାଜ୍ୟ ଓଡ଼ିଶା: ୪ମାସରେ ୯ଲକ୍ଷ ଥର ବଜ୍ରପାତ

ଭୁବନେଶ୍ୱର, ୩।୯(ବ୍ୟୁରୋ): ଏକ ବଜ୍ରପାତ ପ୍ରବଣ ରାଜ୍ୟ ହୋଇ ମଧ୍ୟ ଓଡ଼ିଶା ଏହାର ମୁକାବିଲା କରିବାରେ ସଫଳ ସାବ୍ୟସ୍ତ ହୋଇଛି। ଆବଶ୍ୟକ ପଦକ୍ଷେପ ଏବଂ ଉଚିତ...

ଗାଁକୁ ବାହାର ଲୋକଙ୍କ ପ୍ରବେଶ ନିଷେଧ

ଧମା, ୨୮।୩ (ଡି.ଏନ.ଏ.):କରୋନା ମୁକାବିଲା ପାଇଁ ଦେଶ ଓ ରାଜ୍ୟରେ ଲକ୍‌ ଡାଉନ ସାଙ୍ଗକୁ ସଚେତନତା ଆରମ୍ଭ କରାଯାଇଛି। ଏହିକ୍ରମରେ ମାନେଶ୍ୱର ବ୍ଲକ୍‌ ଡକରା ପଞ୍ଚାୟତର...

ଛତ୍ରପୁରରେ ଚାଷୀଙ୍କଠାରୁ କମ୍‌ରେ ପରିବା କିଣି ଚଢ଼ାଦରରେ ବିକୁଛନ୍ତି ବ୍ୟବସାୟୀ

ଛତ୍ରପୁର,୧୧।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହେଡକ୍ୱାର୍ଟର୍ସ ଛତ୍ରପୁର ସହରରେ ଗତ କିଛି ଦିନ ହେଲା ପନିପରିବା ଦର ଅତ୍ୟଧିକ ବୃଦ୍ଧି ପାଇଛି। ବ୍ୟବସାୟୀମାନେ ଚାଷୀ ମାନଙ୍କ ଠାରୁ...

ଲକ୍‌ଡାଉନ୍‌ : ହିତାଧିକାରୀଙ୍କ ଘରେ ଭତ୍ତା ପ୍ରଦାନକଲା ବ୍ଲକ ପ୍ରଶାସନ

ପାପଡ଼ାହାଣ୍ଡି,୮ା୪(ଡି.ଏନ୍‌.ଏ.) : କରୋନା ଭୂତାଣୁ ଯୋଗୁ ଚାରିଆଡ଼େ ଲକ୍‌ଡାଉନ୍‌। ଗାଁଠୁ ସହର ଯାଏ ସମସ୍ତେ ଘରେ। ଗାଁରେ କଟକଣା ଯୋଗୁ ଲୋକେ ବାହାରକୁ ବାହାରି ପାରୁନାହାନ୍ତି।...

ରାଜପଥରୁ କାଠ ବୋଝେଇ ଭ୍ୟାନ୍‌ ଜବତ

ରୂପ୍‌ସା, ୧୨।୯(ଡି.ଏନ.ଏ.)-ବାଲେଶ୍ୱର ୬୦ନଂ. ଜାତୀୟ ରାଜପଥର ରୂପ୍‌ସା ଥାନା ନିକଟରୁ ବୁଧବାର ରାତିରେ ପୋଲିସ ଏକ ଚୋରା କାଠ ବୋଝେଇ ଭ୍ୟାନ୍‌ (ନଂ. ଡବ୍ଲ୍ୟୁବି-୧୧ଡି-୦୯୩୭) ଜବତ...

ଭ୍ୟାକ୍ସିନ୍‌ ସହଜ ନୁହେଁ, ଭଲ ହେଲା ପରେ ପୁଣି ହେଉଛି କରୋନା

ଭୁବନେଶ୍ୱର,୧୧ା୫(ବ୍ୟୁରୋ): କରୋନା ମହାମାରୀ ଯୋଗୁ ସାରା ବିଶ୍ୱରେ ଲକ୍‌ଡାଉନ ୍‌ ଜାରି ରହିଛି। ସଂକ୍ରମଣ ଯୋଗୁ ଚାରିଆଡ଼େ କରାଯାଉଥିବା ବେଳେ ଏହା କେତେଦିନ ଜାରିରହିବ ତାହା...

Advertisement


Archives

Model This Week